ବାବର କ୍ରୁଜ ମିଶାଇଲର ସଫଳ ପରୀକ୍ଷଣ କଲା ପାକିସ୍ତାନ

ଇସଲାମାବାଦ,୨୨ ।୧୨: ପାକିସ୍ତାନ ସ୍ୱଦେଶ ନିର୍ମିତ ବାବର କ୍ରୁଜ ମିଶାଇଲର ଅପଡେଟ ଭର୍ସନର ସଫଳ ପରୀକ୍ଷା ମଙ୍ଗଳବାର କରିଛି । ଏହା ୯୦୦ କିଲୋମିଟର ଦୂର ପର୍ଯ୍ୟନ୍ତ ଲକ୍ଷ୍ୟ ଭେଦ କରିପାରିବ । ଏହା ପୂର୍ବ ମିଶାଇଲ ତୁଳନାରେ ୨ ଗୁଣା ଶକ୍ତିଶାଳୀ ବୋଲି କୁହାଯାଉଛି । ପାକିସ୍ତାନ ସ୍ଥଳ ସେନା ମଙ୍ଗଳବାର ଏକ ବୟାନରେ କହିଛି ବାବର ମିଶାଇଲ ସ୍ଥଳଭାଗ ଅପେକ୍ଷା ସମୁଦ୍ରରେ ଅଧିକ ଭଲଭାବେ ସଠିକ୍ ଲକ୍ଷ୍ୟ ଭେଦ କରିପାରିବ । ଗତ ଫେବୃୟାରୀରେ ପାକିସ୍ତାନ ବାବର କ୍ରୁଜ ମିଶାଇଲର ପୂର୍ବବର୍ତ୍ତି ସଂସ୍କରଣର ପରୀକ୍ଷା କରିଥିଲା । ଯାହା ୪୫୦ କିଲୋମିଟର ଭିତରେ ଲକ୍ଷ୍ୟ ଭେଦ କରିପାରିବାର କ୍ଷମତା ଥିଲା । ସୂଚନାଯୋଗ୍ୟ, ଏହାଦ୍ୱାରା ପାକିସ୍ତାନ ସେନାର ଶକ୍ତି ବୃଦ୍ଧି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୌନ ଅପରାଧୀଙ୍କ ସହ ଗେଟ୍ସଙ୍କ ଲିଙ୍କ୍‌

ଓ୍ବାଶିଂଟନ୍‌, ୧୧ା୫: ବିବାହର ୨୭ ବର୍ଷ ପରେ ବିଶ୍ୱର ଚତୁର୍ଥ ଧନୀ ତଥା ମାଇକ୍ରୋସଫ୍ଟ ସହ-ପ୍ରତିଷ୍ଠାତା ବିଲ୍‌ ଗେଟ୍ସ ଓ ମେଲିଣ୍ଡା ଗେଟ୍ସ ପରସ୍ପରକୁ ଛାଡ଼ପତ୍ର...

ମୂଳ ଭାରତୀୟ ବାସିନ୍ଦା ପ୍ରିୟା ପିନ୍ଧିଲେ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିୟା’ ମୁକୁଟ

ମେଲବୋର୍ନ,୨୮।୬: ଭାରତୀୟ ମୂଳ ବାସିନ୍ଦା ୨୬ ବର୍ଷୀୟା ପ୍ରିୟା ସେର୍ରଓ୍ବ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିୟା ୨୦୧୯’ର ବିଜେତା ଘୋଷିତ ହୋଇଛନ୍ତି। ୨୭ ଜଣ ପ୍ରତିଯୋଗୀଙ୍କୁ ପଛରେ...

ଛାତ୍ରୀଙ୍କୁ ସ୍କୁଲ ଛାଡୁ ତାଲିବାନ: ୟୁଏନ୍‌ଏସ୍‌ସି

ଓ୍ବାଶିଂଟନ, ୨୯।୩: ଆଫଗାନିସ୍ତାନ ଛାତ୍ରୀମାନଙ୍କୁ ସ୍କୁଲରେ ପାଠ ପଢ଼ିବା ପାଇଁ ଅନୁମତି ଦେବାଲାଗି ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି) ତାଲିବାନ ସରକାରଙ୍କୁ ପରାମର୍ଶ ଦେଇଛି। ଗତ...

ଗାଈକ୍ଷୀର ଶିଶୁ ପାଇଁ ନୁହେଁ ଉପଯୋଗୀ…

ଶିଶୁକୁ ଗାଈକ୍ଷୀର ଦେଲେ ଅନେକ ସମସ୍ୟା ଦେଖାଦେଇଥାଏ। ଗାଈକ୍ଷୀର ଶିଶୁଙ୍କ ପାଇଁ ଅନୁପଯୁକ୍ତ ଏବଂ ଏହାଯୋଗୁ ପିଲାଙ୍କ କିଡ୍‌ନୀ ଉପରେ ବିପରୀତ ପ୍ରଭାବ ପଡିବାର ଆଶଙ୍କା...

ବଡ଼ ଭୁଲ ପରେ କ୍ଷମା ମାଗିଲେ ଜନ ସିନା

ବେଜିଂ, ୨୫।୫: ଡବ୍ଲ୍ୟୁଡବ୍ଲ୍ୟଇ ସୁପରଷ୍ଟାର ତଥା ‘ଫାଷ୍ଟ ଆଣ୍ଡ୍‌ ଫ୍ୟୁରିଅସ ୯’ ଷ୍ଟାର ଜନ ସିନା ଚାଇନିଜ ଫ୍ୟାନ୍ସଙ୍କୁ ମଙ୍ଗଳବାର କ୍ଷମାପ୍ରାର୍ଥନା କରିଛନ୍ତି। ଆମେରିକାନ ରେସଲିଂ...

ଫିଲିପାଇନ୍ସରେ ତାଣ୍ଡବ ରଚିଲା ‘ଫନଫୋନ’: ୧୬ ମୃତ

ମନିଲା,୨୬।୧୨: ଖ୍ରୀଷ୍ଟମାସକୁ ଫିକା କରିଦେଲା ଘୂର୍ଣ୍ଣିଝଡ଼ ‘ଫନଫୋନ’। ଡିସେମ୍ବର ୨୫ରେ ଫିଲିପାଇନ୍ସରେ ଆସିଥିବା ଏହି ଘୂର୍ଣ୍ଣଝଡ଼ରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି। ଏପର୍ଯ୍ୟନ୍ତ ଏଥିରେ...

ପୃଥିବୀ ମୁହାଁ ଜଳନ୍ତା ଗ୍ରହାଣୁପିଣ୍ଡ, ନାସା ପକ୍ଷରୁ ଜାରି ହେଲା ଏଭଳି ସୂଚନା…

ଓ୍ବାଶିଂଟନ, ୧୯।୭: ପୃଥିବୀ ମୁହାଁ ଏକ ଜଳନ୍ତା ଗ୍ରହାଣୁପିଣ୍ଡ ମାଡ଼ି ଆସୁଛି। ଏହା ପୃଥିବୀ ପାଇଁ ବିପଦ ଜନକ ହୋଇପାରେ ବୋଲି ନାସା ପକ୍ଷରୁ କୁହାଯାଇଛି।...

୧୮ ହଜାର ଟଙ୍କାରେ ବିକ୍ରି ହେଉଛି ଫେକ୍‌ କରୋନା ଭାଇରସ ଭାକ୍‌ସିନ

ବେଙ୍ଗାଲୁରୁ,୧୫।୧୨: କରୋନା ପାଣ୍ଡେମିକ୍‌ ପରିସ୍ଥିତିକୁ ପରାସ୍ତ କରିବାର ଏକମାତ୍ର ଉପାୟ ହେଉଛି ଭାକ୍‌ସିନ। ବିକ୍ରି ପାଇଁ କରୋନା ଟିକା ଉପଲବ୍ଧ ଥିବା ଡାର୍କନେଟରେ ଶହ ଶହ...

Advertisement
Archives

Model This Week