ପାକିସ୍ତାନ: ବର୍ତ୍ତମାନ ସୁପ୍ରିମକୋର୍ଟଙ୍କ କ୍ଷମତାକୁ ହ୍ରାସ କରିବାକୁ ଆବେଦନ ଉପରେ ବିଚାର କରିବେ ପୂର୍ଣ୍ଣ ଖଣ୍ଡପୀଠ, ୧୫ ଜଜ ସାମିଲ

ଇସଲାମାବାଦ,୧୯।୯: ପାକିସ୍ତାନର ନୂତନ ପ୍ରଧାନ ବିଚାରପତି (ସିଜେପି) କାଜି ଫାଏଜ ଇସା ସୋମବାର କାର୍ଯ୍ୟଭାର ଗ୍ରହଣ କରିବା ମାତ୍ରେ ସେ ସୁପ୍ରିମକୋର୍ଟ (ଅଭ୍ୟାସ ଏବଂ ପ୍ରକ୍ରିୟା) ଅଧିନିୟମ ୨୦୨୩ କୁ ଚ୍ୟାଲେଞ୍ଜ କରୁଥିବା ୯ଟି ଆବେଦନ ଉପରେ ଶୁଣାଣି କରିବା ପାଇଁ ଏକ ପୂର୍ଣ୍ଣ ବେଞ୍ଚ ଗଠନ କରିଥିଲେ। ସୁପ୍ରିମକୋର୍ଟର ସମସ୍ତ ୧୫ଜଣ ବିଚାରପତି ଏହି ବେଞ୍ଚରେ ଅନ୍ତର୍ଭୁକ୍ତ।

ପାକିସ୍ତାନ ଇତିହାସରେ ପ୍ରଥମ ଥର ପାଇଁ ମାମଲାର ଶୁଣାଣି ଲାଇଭ ଟେଲିକାଷ୍ଟ ଆରମ୍ଭ ହୋଇଥିଲା। ସାମ୍ବିଧାନିକ ମାମଲାର ଶୁଣାଣି ପାଇଁ ତିନିଜଣ ବରିଷ୍ଠ ବିଚାରପତିଙ୍କ ଏକ କମିଟି ଦ୍ୱାରା ବେଞ୍ଚ ଗଠନ ବାଧ୍ୟତାମୂଳକ ଅଟେ। ସୂଚନାଯୋଗ୍ୟ, ଏହି ଆଇନ ମାଧ୍ୟମରେ ଶେହବାଜ ସରିଫଙ୍କ ନେତୃତ୍ୱରେ ପୂର୍ବ ସରକାର ପାକିସ୍ତାନର ପ୍ରଧାନ ବିଚାରପତିଙ୍କୁ ବ୍ୟକ୍ତିଗତ ବିଜ୍ଞପ୍ତିରୁ ବଞ୍ଚିତ କରିଥିଲେ। ପୂର୍ବତନ ସିଜେପି ଓମାର ଅତା ବନ୍ଦିଆଲଙ୍କ ନେତୃତ୍ୱରେ ଏକ ୮ଜଣିଆ ଖଣ୍ଡପୀଠ ଏହି ଆଇନକୁ ସ୍ଥଗିତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri