ଆଫଗାନିସ୍ତାନ ଉପରେ ଏୟାରଷ୍ଟ୍ରାଇକ୍‌ କଲା ପାକିସ୍ତାନ

ଇସ୍‌ଲାମାବାଦ/କାବୁଲ,୧୮।୩: ପାକିସ୍ତାନ ସୋମବାର ଆଫଗାନିସ୍ତାନ ଉପରେ ଏୟାରଷ୍ଟ୍ରାଇକ୍‌ କରିବାରୁ ୩ ପିଲାଙ୍କ ସମେତ ୮ଜଣଙ୍କ ମୃତ୍ୟୁ ଘଟିଛି। ପାକିସ୍ତାନର ବିଭିନ୍ନ ସହରଗୁଡ଼ିକରେ ଆତଙ୍କବାଦୀ ଆକ୍ରମଣ ବଢ଼ୁଥିବାରୁ ଏନେଇ ଦୁଇ ପଡ଼ୋଶୀ ଦେଶ ମଧ୍ୟରେ କଥା କଟାକଟି ଚାଲିଥିବା ବେଳେ ଇସ୍‌ଲାମାବାଦ ହଠାତ୍‌ ଏୟାରଷ୍ଟ୍ରାଇକ୍‌ କରିଥିବା ଆଫଗାନ ତାଲିବାନ କହିଛି।

ପାକ୍‌ ସୀମାବର୍ତ୍ତୀ ଆଫଗାନିସ୍ତାନର ପାକଟିକା ଏବଂ ଖୋସ୍ତ ପ୍ରଦେଶରେ ଏୟାରଷ୍ଟ୍ରାଇକ୍‌ ହୋଇଥିବା ସେଠାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ରାତି ପ୍ରାୟ ୩ଟା ସମୟରେ ପାକିସ୍ତାନୀ ଯୁଦ୍ଧବିମାନରୁ ଆବାସିକ ଅଞ୍ଚଳରେ ବୋମାମାଡ଼ ହୋଇଥିଲା ବୋଲି ସରକାରଙ୍କ ମୁଖପାତ୍ର ଜବିହୁଲ୍ଲା ମୁଜାହିଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟଙ୍କ ପାଇଁ ଲକି ତ୍ରିଶା! ଶପଥ ଗ୍ରହଣରେ ସହ-ଅଭିନେତା ତ୍ରିଶା କୃଷ୍ଣନ ହେଲେ ସ୍ବତନ୍ତ୍ର ଅତିଥି, ପତ୍ନୀ-ପିଲାମାନେ ରହିଲେ ଅନୁପସ୍ଥିତ

ଚେନ୍ନାଇ,୧୦।୫: ଦକ୍ଷିଣ ସୁପରଷ୍ଟାର ଥାଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଅଭିନେତାଙ୍କ ମୁଖ୍ୟମନ୍ତ୍ରୀ ପଦରେ ନିଯୁକ୍ତି ପୂର୍ବରୁ, ତାଙ୍କ ସାଥୀ ତ୍ରିଶା କୃଷ୍ଣନ…

ବାଲିଅନ୍ତା ହତ୍ୟା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର, ୧୦।୫(ସୁନିତ୍‌ ମିଶ୍ର): ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ…

ଦ୍ୱିତୀୟ ପୁଅର ନାମ ପ୍ରକାଶ କଲେ ସୋନମ କପୁର, ଜାଣନ୍ତୁ ଏହାର ଅର୍ଥ

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ବର୍ତ୍ତମାନ ମଦରହୁଡ ଏନଜୟ କରୁଛନ୍ତି। ସେ ବର୍ତ୍ତମାନ ଦୁଇଟି ପୁଅର ମାଆ। ତାଙ୍କ ବଡ଼ ପୁଅର ନାମ ବାୟୁ। ଅଭିନେତ୍ରୀ ଏବେ…

ହର୍ମୁଜ ନୁହେଁ ଏଇଠୁ ଆସିବ ଖୁସି ଖବର, ବିଶ୍ୱକୁ ଫେରିବ ଶାନ୍ତି!

ମସ୍କୋ/କ୍ୱିଭ,୧୦।୫: ଗତ କିଛି ବର୍ଷ ଧରି ବିଶ୍ୱ ନିରନ୍ତର ଯୁଦ୍ଧ ଏବଂ ସଂଘର୍ଷର ଏକ ଅବଧି ଦେଖିଛି। ରୁଷିଆ-ୟୁକ୍ରେନ ଯୁଦ୍ଧ ଚାରି ବର୍ଷରୁ ଅଧିକ ସମୟ ଧରି…

ଭୟାବହ ଅଗ୍ନିକାଣ୍ଡ: ଜଳିଲା ରାଇସ୍‌ ମିଲ୍‌, ଧୂପ କାରଖାନା

ବନ୍ତ,୧୦।୫(କିଶୋର କୁମାର ସେଠୀ/ ହରି ନାରାୟଣ ମହାନ୍ତି): ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ  ନିଳୋକ କୁମ୍ଭାରିଆ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର…

କର୍ନାଟକ କ୍ୟାବିନେଟ ମନ୍ତ୍ରୀ ଡି. ସୁଧାକରଙ୍କ ଦେହାନ୍ତ, ହସ୍ପିଟାଲରେ ହେଉଥିଲା ଚିକିତ୍ସା

ବେଙ୍ଗାଲୁରୁ,୧୦।୫: କର୍ନାଟକର ମନ୍ତ୍ରୀ ଏବଂ କଂଗ୍ରେସ ନେତା ଡି. ସୁଧାକରଙ୍କ ଦେହାନ୍ତ ହୋଇଛି। ସେ ବହୁ ସମୟ ଧରି ଚିକିତ୍ସାଧୀନ ଥିଲେ। ଏହି ଅବସରରେ, ଉପମୁଖ୍ୟମନ୍ତ୍ରୀ ଡି.କେ.…

ପୂର୍ବତନ IAS ସୁବ୍ରତ ଗୁପ୍ତା ବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ନିଯୁକ୍ତ, ନିର୍ବାଚନରେ ଗ୍ରହଣ କରିଥିଲେ ଗୁରୁତ୍ୱପୂର୍ଣ୍ଣ ଭୂମିକା

କୋଲକାତା,୧୦।୫: ଶନିବାର (୯ ମଇ, ୨୦୨୬) ପଶ୍ଚିମବଙ୍ଗରେ, ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ନବନିର୍ବାଚିତ ସରକାରଙ୍କ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ…

ସୀମାନ୍ତ ଗାଁରେ ଜନଗଣନା ବିବାଦ

ଗଜପତି ଜିଲାର ସୀମାନ୍ତ ଗାଁରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ପକ୍ଷରୁ ଜନଗଣନାକୁ ନେଇ ବିବାଦ ସୃଷ୍ଟି ହୋଇଛି। ରାୟଗଡ଼ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା ଗ୍ରାମରେ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri