ଶାହବାଜ ସରକାରଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଲା ତହରିକ-ଏ-ତାଲିବାନ, କହିଲା ସମଗ୍ର ପାକିସ୍ତାନରେ କର ଆକ୍ରମଣ

ଇସଲାମାବାଦ,୨୯ ।୧୧: ତହରିକ-ଏ-ତଲିବାନ ପାକସ୍ତାନ(ଟିଟିପି) ସୋମବାର ପାକିସ୍ତାନ ସରକାରଙ୍କ ଦ୍ୱାରା ଗତ ଜୁନରେ କରାଯାଇଥିବା ଅନିର୍ଦ୍ଦିଷ୍ଟ କାଳୀନ ଅସ୍ତ୍ରବରିତି ଉଲ୍ଲଂଘନ ଚୁକ୍ତିନାମାକୁ ରଦ୍ଦ କରି ଦେଇଛି । ଟିଟିପି ଏହାର ଯୋଦ୍ଧାଙ୍କୁ ପାକିସ୍ତାନ ଉପରେ ଆକ୍ରମଣ କରିବାକୁ ନିର୍ଦ୍ଦେଶ ଦେଇଛି । ଉଗ୍ରବାଦୀ ସଙ୍ଗଠନ ଏହାର ବୟାନରେ କହିଛି, ବିଭିନ୍ନ ଅଞ୍ଚଳରେ ସେନା ଅଭିଯାନ ମୁଜାହିଦ୍ଦିନ(ଆତଙ୍କବାଦୀ)ଙ୍କ ବିରୋଧରେ ସାମରିକ କାର୍ଯ୍ୟାନୁଷ୍ଠାନ ନିଆଯାଉଥିବାରୁ ଦେଶରେ ଯେ କୌଣସି ସ୍ଥାନରେ ଆକ୍ରମଣ କରିବା ଜରୁରୀ ହୋଇପଡିଛି ବୋଲି କୁହାଯାଇଛି ।
ଦୀର୍ଘ ୧୭ ବର୍ଷ ପରେ ଇଂଲଣ୍ଡ କ୍ରିକେଟ ଦଳ ପାକିସ୍ତାନ ପହଞ୍ଚିବାର ଗୋଟିଏ ଦିନ ପରେ ଏହି ବୟାନ ଜାରି କରାଯାଇଛି । ଏପଟେ ସେନା ମୁଖ୍ୟ ଜେନରାଲ ବାଜୱା ମଙ୍ଗଳବାର ଅବସର ନେବାକୁ ଯାଉଛନ୍ତି । ଟିଟିପି ପାକିସ୍ତାନୀ ତାଲିବାନ ଭାବେ ବି ପରିଚିତ । ୨୦୦୭ରେ ବିଭିନ୍ନ ଉଗ୍ରବାଦୀ ସଙ୍ଗଠନର ମିଳିତ ଗୋଷ୍ଠୀ ଭାବେ ଟିଟିପି ଗଠନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ନାନା ପାଟେକରଙ୍କ ଦେହାନ୍ତର ସାତ ଦିନ ପୂର୍ବରୁ ଏକ ଟୁଇଟ କରିଥିଲେ ପରେଶ ରାୱଲ; କ’ଣ ଥିଲା ସେଥିରେ?ଯାହା ଏବେ ହେଉଛି ଭାଇରାଲ

ମୁମ୍ବାଇ,୮।୧୦: ବରିଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ସକାଳେ ଗୋଆସ୍ଥିତ ବାସଭବନରେ ଏହି ଲୋକପ୍ରିୟ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ଏବଂ…

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?