Posted inଖେଳ

ଭାରତ ବିପକ୍ଷରେ ପାକିସ୍ତାନର ‘ମାଷ୍ଟର ପ୍ଲାନ୍‌’

ଦୁବାଇ,୨୪।୮: ଅଗଷ୍ଟ ୨୮ରେ ପାକିସ୍ତାନ ବିପକ୍ଷରେ ଏସିଆ କପ୍‌ର ପ୍ରଥମ ମ୍ୟାଚ୍‌ ଖେଳିବ ଭାରତ। ଏହି ରୋମାଞ୍ଚକର ମୁକାବିଲା ଲାଗି ଉଭୟ ଟିମ୍‌ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ପାକିସ୍ତାନ ଟିମ୍‌ ମାଷ୍ଟର ପ୍ଲାନ ବିଷୟରେ ଖୁଲାସା ହୋଇଛି।

ଭାରତ ବିପକ୍ଷ ମ୍ୟାଚ୍‌ ଲାଗି ସ୍ବତନ୍ତ୍ର ରଣନୀତି ଆପଣାଇବ ପାକିସ୍ତାନ। ପିସିବି ପକ୍ଷରୁ ଏସମ୍ପର୍କିତ କିଛି ଭିଡିଓ ଶେୟାର କରାଯାଇଛି। ଗୋଟିଏ ଭିଡିଓରେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଆସିଫ ଅଲ୍ଲୀଙ୍କୁ ଦେଖିବାକୁ ମିଳୁଛି। ପ୍ରତି ଦିନ ୧୦୦ରୁ ୧୫୦ ଛକା ମାରିବାର ଅଭ୍ୟାସ କରୁଛି। ଏହାଦ୍ୱାରା ମ୍ୟାଚ୍‌ରେ ଅତିକମ୍‌ରେ ୪-୫ ଛକା ମାରିହେବ। କାରଣ ମୁଁ ଯେଉଁ ସ୍ଥାନରେ ବ୍ୟାଟିଂ କରୁଛି ସେତେବେଳେ ଓଭର ପିଛା ୧୨ରୁ ୧୪ ରନ୍‌ କରିବାକୁ ପଡ଼ିଥାଏ। ଏହାର ଚାପ ପଡ଼ିଥାଏ। ସେସମୟରେ କେବଳ ଛକା ମାରିବାକୁ ଚେଷ୍ଟା କରିଥାଏ। ଅନ୍ୟ ଭିଡିଓରେ ପୂର୍ବ ଅଧିନାୟକ ମହମ୍ମଦ ୟୁସୁଫ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନଙ୍କୁ ଅଭ୍ୟାସ କରାଉଥିବା ନଜର ଆସୁଛନ୍ତି। ସେ ତଳକୁ ଚାହିଁ ଶଟ୍‌ ଖେଳିବାର ଅଭ୍ୟାସ କରୁଛନ୍ତି। ଏହି ସମୟରେ ବୋଲିଂ ପ୍ରଶିକ୍ଷଣ ଦେଉଥିବା କୋଚ୍‌ କହୁଛନ୍ତି ଯେ ଯଦି ଆମେ ଅଭ୍ୟାସରେ ୭୦-୮୦ ପ୍ରତିଶତ ସଫଳ ହେଉଛୁ ତେବେ ଆମେ ଖୁସି ।

ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri