Posted inଖେଳ

କାନ୍ଦୁଛନ୍ତି ପାକିସ୍ତାନ ଖେଳାଳି…

ଚେନ୍ନାଇ,୨୪।୧୦: ବିଶ୍ୱକପ କ୍ରିକେଟ ୨୦୨୩ର ୨୨ତମ ମ୍ୟାଚରେ ପାକିସ୍ତାନ ଟିମ ଆଫଗାନିସ୍ତାନଠାରୁ ପରାଜୟ ସ୍ବୀକାର କରିଛି। ଏହୀ ପରାଜୟକୁ ପାକିସ୍ତାନ ଖେଳାଳି ମାନେ ହଜମ କରି ପାରି ନାହାନ୍ତି। ଏହା ସେମାନଙ୍କୁ ଏକ ଦୁଃସ୍ବପ୍ନ ପରି ଲାଗୁଛି। ପାକିସ୍ତାନ ଦଳ ମୋଟ ୫ଟି ମ୍ୟାଚ ଖେଳି ୩ଟିରେ ପରାଜିତ ହୋଇଥିବାବେଳେ ୨ଟିରେ ଜିତି ୪ ସହିତ ପଏଣ୍ଟ ଟେବୁଲରେ ପଞ୍ଚମ ସ୍ଥାନରେ ରହିଛି।

ପାକିସ୍ତାନ ତଳକୁ ଷଷ୍ଠ ସ୍ଥାନରେ ଆପଗାନିସ୍ତାନ ରହିଛି। ଆଫଗାନିସ୍ତାନର ପଏଣ୍ଟ ମଧ୍ୟ ୪ ରହିଛି। ତେବେ ରନ ରେଟରେ ଏହା ପାକିସ୍ତାନର ପଛରେ ରହିଛି। ପାକିସ୍ତାନର ରନ ରେଟ ମାଇନସ ୪.୦୦ ଥିବାବେଳେ ଆଫଗାନିସ୍ତାନର ରନ ରେଟ ମାଇନସ ୦.୯୬୯ ରହିଛି। ଆଫଗାନିସ୍ତାନଠାରୁ ପରାଜିତ ହେବା ପରେ ପାକିସ୍ତାନର ଆଶା ଧିରେ ଧିରେ ନିରାଶାରେ ପରିଣତ ହେବାକୁ ଯାଉଛି। ଫଳରେ ଟିମ ପାକିସ୍ତାନ ଆଗରେ କାନ୍ଦିବା ଛଡା ଆଉ କିଛି ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri