ସେନା ଆଡ୍ଡାରେ ଆତଙ୍କବାଦୀ ଆକ୍ରମଣ: ୪ ମୃତ, ୫ ଆହତ

ଇସଲାମାବାଦ,୧୨ା୭: ବୁଧବାର ପାକିସ୍ତାନର କ୍ୱେଟାର ଏକ ସାମରିକ ବେସ୍‌ ଉପରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆତଙ୍କବାଦୀ ଆକ୍ରମଣରେ ଅତି କମ୍‌ରେ ୪ ପାକିସ୍ତାନୀ ସୈନ୍ୟ ନିହତ ହୋଇଥିବା ବେଳେ ୫ ଆହତ ହୋଇଥିବା ସେନା ଏବଂ ସୁରକ୍ଷା ଅଧିକାରୀ କହିଛନ୍ତି। ସେ କହିଛନ୍ତି, ଇସଲାମବାଦୀ ଆତଙ୍କବାଦୀମାନେ ବନ୍ଧୁକ, ଗ୍ରେନେଡ୍‌ ଏବଂ ରକେଟ ସାହାଯ୍ୟରେ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ? ପୁଟିନଙ୍କୁ ଭେଟିଲେ ମୋଦିଙ୍କ ଦୂତ

ନୂଆଦିଲ୍ଲୀ/ମସ୍କୋ,୧୨।୯: ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସେଣ୍ଟ ପିଟର୍ସବର୍ଗର କନଷ୍ଟାଣ୍ଟିନୋଭସ୍କି ପ୍ୟାଲେସରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ସହ...

ଅସୁସ୍ଥ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆ? ହସ୍ପିଟାଲରେ ଭର୍ତ୍ତି

ଢାକା,୧୨।୯: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କୁ ଗୁରୁବାର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ୭୯ ବର୍ଷିୟ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (ବିଏନପି) ଅଧ୍ୟକ୍ଷ...

ଭାରତକୁ ନାଲି ଆଖି ଦେଖାଇଲେ ୟୁନୁସ ସରକାର, କହିଦେଲେ ଏମିତି, ଯାହାକୁ ଶୁଣି…

ଢାକା,୧୨।୯: ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ କ୍ଷମତାକୁ ଆସିବା ଦିନଠାରୁ ବାଂଲାଦେଶରେ ଭାରତ ବିରୋଧୀ କାର୍ଯ୍ୟକଳାପ ତୀବ୍ର ହୋଇଛି। ବୁଧବାର ପୁଣି ଥରେ ୟୁନୁସ...

୯/୧୧କୁ ୨୩ ବର୍ଷ: ହାତ ମିଳାଇଲେ ଟ୍ରମ୍ପ୍‌, ହାରିସ୍‌

ଓ୍ବାଶିଂଟନ୍‌,୧୨ା୯: ୨୦୦୧ ସେପ୍ଟେମ୍ବର ୧୧ରେ ଆମେରିକାସ୍ଥିତ ବିଶ୍ୱ ବାଣିଜ୍ୟ ସଙ୍ଗଠନ (ଡବ୍ଲ୍ୟୁଟିଓ)କୁ ଅଲ୍‌-କାଏଦା ଆତଙ୍କବାଦୀମାନେ ଟାର୍ଗେଟ କରିଥିଲେ। ପୂର୍ବ ଉପକୂଳରୁ କାଲିଫର୍ନିଆ ଅଭିମୁଖେ ଯାତ୍ରା କରୁଥିବା...

ଚାଇନା ଦଖଲରେ ଭାରତର ୪,୦୦୦ ବର୍ଗ କିମି: ରାହୁଲ

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୨ା୯: ନରେନ୍ଦ୍ର ମୋଦି ସରକାର ଚାଇନା ସଂଘର୍ଷର ସଫଳ ମୁକାବିଲା କରିପାରି ନାହାନ୍ତି। ଏଥିଯୋଗୁ ପଡ଼ୋଶୀ ଦେଶର ପିପୁଲ୍ସ ଲିବରେଶନ୍‌ ଆର୍ମି (ପିଏଲ୍‌ଏ) ୪,୦୦୦ ବର୍ଗ...

ମହାକାଶରେ ୫୯ତମ ଜନ୍ମଦିନ ପାଳିବେ ସୁନୀତା

ଓ୍ବାଶିଂଟନ୍‌,୧୨ା୯: ନାସା ଆଷ୍ଟ୍ରୋନଟ୍‌ ସୁନୀତା ଓ୍ବିଲିୟମ୍ସ ସେପ୍ଟେମ୍ବର ୧୯ରେ ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ୍‌ (ଆଇଏସ୍‌ଏସ୍‌)ରେ ନିଜ ୫୯ତମ ଜନ୍ମଦିନ ପାଳନ କରିବାକୁ ଯାଉଛନ୍ତି। ମହାକାଶରେ ଏହା...

ନୂଆ ଆଇନ୍ ଆଣିବେ ସରକାର: ପିଲାଙ୍କ ପାଇଁ ବନ୍ଦ ହେବ ସୋସିଆଲ ମିଡିଆ

କାନ୍‌ବେରା, ୧୦।୯: ଅଷ୍ଟ୍ରେଲିଆରେ ପିଲାମାନଙ୍କୁ ସୋସିଆଲ ମିଡିଆରୁ ଦୂରରେ ରଖିବା ପଇଁ ଖୁବ୍‌ଶୀଘ୍ର ଆଇନ କାର୍ଯ୍ୟକାରୀ ହେବ। ଏନେଇ ସରକାର ଚିନ୍ତା କରୁଛନ୍ତି ବୋଲି ମଙ୍ଗଳବାର ପ୍ରଧାନମନ୍ତ୍ରୀ...

ପ୍ରତି ପାଞ୍ଚ ମିନିଟରେ ଭାରତର ବିଶ୍ୱସ୍ତତା ପରୀକ୍ଷା କରିପାରିବୁ ନାହିଁ: କାହିଁକି ଏମିତି କହିଲେ ଆମେରିକାର ପୂର୍ବତନ ବୈଦେଶିକ ମନ୍ତ୍ରୀ

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୦।୯: ଗତ ଦୁଇ ମାସ ମଧ୍ୟରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନ ଏବଂ ରୁଷିଆ ଗସ୍ତ କରିଛନ୍ତି। ରୁଷିଆ ଗସ୍ତ ପରେ ଆମେରିକା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri