ଜି -୨୦ ବୈଠକ ବେଳେ ଆତଙ୍କବାଦୀ ଆକ୍ରମଣର ଯୋଜନା କରୁଛି ପାକିସ୍ତାନ

ଇସଲାମାବାଦ,୨୦।୫: ଭାରତ ୨୨ ମେ’ରୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ କଶ୍ମୀରର ଶ୍ରୀନଗରରେ ଜି -୨୦ ବୈଠକ ଆୟୋଜନ କରିବାକୁ ଯାଉଛି। ଏଥିପାଇଁ ଭାରତ ପକ୍ଷରୁ ଏକ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ତେବେ ଆରମ୍ଭରୁ କଶ୍ମୀରରେ ହେବାକୁ ଥିବା ଜି -୨୦ ବୈଠକକୁ ପାକିସ୍ତାନ ବିରୋଧ କରିଆସୁଛି। ଏହି ସମୟରେ ଏକ ଖବର ସାମ୍ନାକୁ ଆସିଛି ଯେ, ଶତ୍ରୁ ଦେଶ ପାକିସ୍ତାନ ଭାରତ ପାଇଁ ଏକ ବଡ଼ ଅସୁବିଧା ସୃଷ୍ଟି କରିବାକୁ ଯୋଜନା ପ୍ରସ୍ତୁତ କରୁଛି।

ସୂଚନାନୁସାରେ, ଲଶକର-ଏ-ତାଇବା, ଜୈଶ-ଏ-ମହମ୍ମଦ ଏବଂ ହିଜବୁଲ ମୁଜାହିଦ୍ଦିନ ଭଳି ପ୍ରମୁଖ ଆତଙ୍କବାଦୀ ଗୋଷ୍ଠୀ ଶ୍ରୀନଗର ଏବଂ କଶ୍ମୀରରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ଯୋଜନା କରିଛନ୍ତି। ଏ ସମ୍ପର୍କରେ ପାକିସ୍ତାନର ରାୱଲପିଣ୍ଡିରେ ମଧ୍ୟ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ (ଆଇଏସଆଇ)ମଧ୍ୟ ଅଂଶଗ୍ରହଣ କରିଛି। ବୈଠକରେ କର୍ଣ୍ଣେଲ ଶାୟାନ ଆଇଏସଆଇ ପକ୍ଷରୁ ନେତୃତ୍ୱ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?