୧୮ ଅଗଷ୍ଟରେ ଗିଲ୍‌ଗିଟ୍‌-ବଲ୍ଟିସ୍ତାନରେ ନିର୍ବାଚନ କରିବ ପାକିସ୍ତାନ: ଭାରତ କଲା ବିରୋଧ

ଇସଲାମାବାଦ୍‌, ୨୮।୬: ପାକିସ୍ତାନ ଭାରତକୁ ହଇରାଣ କରିବା ଲାଗି ଷଡ଼ଯନ୍ତ୍ର କରୁଛି। ପାକିସ୍ତାନ ପକ୍ଷରୁ ୧୮ ଅଗଷ୍ଟରେ ଗିଲ୍‌ଗିଟ୍‌-ବଲ୍ଟିସ୍ତାନରେ ନିର୍ବାଚନ କରିବା ଲାଗି ଘୋଷଣା କରାଯାଇଛି। ପାକିସ୍ତାନ ସୁପ୍ରିମ୍‌କୋର୍ଟର ଅନୁମତି ମିଳିବା ପରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାର ଏଭଳି ନିଷ୍ପତ୍ତି ଗ୍ରହଣ କରିଛନ୍ତିି। ଏପ୍ରିଲ୍‌ ୩୦ରେ ସୁପ୍ରିମ୍‌କୋର୍ଟ ୨୦୧୮ ପ୍ରଶାସନିକ ସଂଶୋଧନ ଲାଗି ଅନୁମତି ଦେଇଥିଲେ। ପାକିସ୍ତାନ ରାଷ୍ଟ୍ରପତି ଆରିଫ୍‌ ଅଲଭୀ ଶନିବାର ଏନେଇ ମଞ୍ଜୁରୀ ମଧ୍ୟ ଦେଇଛନ୍ତି। ସୂଚନାଯୋଗ୍ୟ, ଗିଲ୍‌ଗିଟ୍‌-ବଲ୍ଟିସ୍ତାନକୁ ଭାରତର ଅଭିନ୍ନ ଅଙ୍ଗ ବୋଲି ପୂର୍ବରୁ ଭାରତ ସରକାରଙ୍କ ପକ୍ଷରୁ ପାକିସ୍ତାନ ଉଦ୍ଦେଶ୍ୟରେ କୁହାଯାଇଥିଲା। ତେବେ ପାକିସ୍ତାନ ଏହାକୁ ନ ମାନି ଏଭଳି କାର୍ଯ୍ୟ କରୁଥିବାରୁ ଭାରତ ପକ୍ଷରୁ ବିରୋଧ କରାଯାଉଛି।


All Right Reserved By Dharitri.Com

ଆମେରିକୀୟଙ୍କ ପ୍ରବେଶକୁ ମେକ୍ସିକୋର ବିରୋଧ

ମେକ୍ସିକୋ ସିଟି,୨୭ା୩(ପି.ଟି.): ମେକ୍ସିକୋ ନାଗରିକମାନଙ୍କ ପ୍ରବେଶକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜୋର୍‌ଦାର ବିରୋଧ କରିଆସୁଥିଲେ। ମେକ୍ସିକୀୟମାନଙ୍କ ଯୋଗୁ ଆମେରିକାରେ ଅର୍ଥନୈତିକ ଓ ସାମାଜିକ ସମସ୍ୟା...

ନ୍ୟୁୟର୍କରେ ବିସ୍ଫୋରଣ: ୪ ମୃତ, ୩ ଆହତ

ନ୍ୟୁୟର୍କ,୧୨।୧୦: ଆମେରିକାର ନ୍ୟୁୟର୍କରେ ଥିବା ଏକ ପ୍ରାଇଭେଟ କ୍ଲବରେ ବିସ୍ଫୋରଣ ଘଟିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ ଆହତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ...

ଉପଯୁକ୍ତ ଜୀବନସାଥୀ ଖୋଜିବାକୁ ଚାଇନାରେ ଚାଲିଲା ସ୍ବତନ୍ତ୍ର ଲଭ୍‌ ଟ୍ରେନ୍‌

ବେଜିଂ,୩୧।୮: ଚାଇନାରେ ଆମେ ଦୁଇ ଆମର ଏକ ନୀତି ଏବେ ଚାଇନା ବାସୀଙ୍କୁ ଅଡୁଆରେ ପକାଇଛି। କାରଣ ଏଠାରେ ଏବେ ଅନେକ ଯୁବତୀ ଯୁବକ ଅବିବାହିତ...

୮ ହଜାର କୋଟିର ଅଳଙ୍କାର ଲୁଟ୍‌

ବର୍ଲିନ: ଜର୍ମାନୀର ରାଜକୀୟ ସଂଗ୍ରହାଳୟ ଗ୍ରୀନ୍‌ ବୋଲ୍ଟରେ ବଡ଼ ଧରଣର ଚୋରି ହୋଇଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଏପରି ବଡ଼ ଧରଣର ଚୋରି ହୋଇ ନ...

ଚାଇନାରେ ଲଗାତାର ୨ ଥର ଭୂକମ୍ପ: ୧୧ ଜଣଙ୍କ ମୃତ୍ୟୁ

ବେଜିଂ, ୧୮।୬: ଚାଇନାର ସିଚୁଆନ୍‌ ପ୍ରଦେଶରେ ଲଗାତାର ୨ଥର ଭୂକମ୍ପ ଅନୁଭୁତ ହୋଇଛି। ଏଥିରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୨୨ଜଣ ଲୋକ ଆହତ ହୋଇଥିବା...

ପାକ୍‌ ଆକାଶରେ ଉଡ଼ିବନି ରାଷ୍ଟ୍ରପତିଙ୍କ ବିମାନ

ଇସ୍‌ଲାମାବାଦ, ୮।୯(ପି.ଟି.): ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାରଠାରୁ ଆଇସ୍‌ଲାଣ୍ଡ, ସୁଇଜରଲାଣ୍ଡ ଓ ସ୍ଲୋଭେନିଆ ଗସ୍ତରେ ଯିବାକୁ ଥିବାବେଳେ ତାଙ୍କ ବିମାନ ପାକିସ୍ତାନ ଆକାଶରେ ଉଡ଼ିପାରିବ ନାହିଁ।...

ଭାରତ-ଚାଇନା ସୀମା ବିବାଦ ଉପରେ ଆମେରିକାର ନଜର: କହିଲା, ଶାନ୍ତିପୂର୍ଣ୍ଣ ସମାଧାନ ହେଉ

ୱାଶିଂଟନ,୧୭।୬: ପୂର୍ବ ଲଦାଖର ଗଲୱାନ ଘାଟିରେ ଭାରତୀୟ ଏବଂ ଚାଇନା ସେନାଙ୍କ ମଧ୍ୟରେ ସଂଘର୍ଷ ଘଟି ଭାରତର ୨୦ ଯବାନ ଶହୀଦ ହୋଇଥିବାବେଳେ ଚାଇନାର ୪୩...

ସୌଦିରେ ୨ ଭାରତୀୟଙ୍କ ମୁଣ୍ଡକାଟ

ରିୟାଦ୍‌,୧୭।୪: ସୌଦିରେ ୨ ଭାରତୀୟଙ୍କ ମୁଣ୍ଡ କାଟ କରାଯାଇଛି। ସେମାନଙ୍କ ବିରୋଧରେ ହତ୍ୟା ଅଭିଯୋଗ ହୋଇଥିଲା। ବିଚାରରେ ସେମାନେ ଦୋଷୀ ସାବ୍ୟସ୍ତ ହେବା ପରେ ଏଭଳି...

Coronavirus Update



Archives

Model This Week

Why Dharitri

Leave a comment

Your email address will not be published. Required fields are marked *