୨୦୦ ଭାରତୀୟ ମତ୍ସଜୀବୀ, ୩ କଏଦୀଙ୍କୁ ମୁକ୍ତ କରିବ ପାକିସ୍ତାନ, ଓ୍ବାଘା ସୀମା ଦେଇ ଭାରତକୁ କରିବ ହସ୍ତାନ୍ତର

ଇସଲାମାବାଦ,୨।୬: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋ ଜରଦାରୀ ଭାରତ ଗସ୍ତ କରିବା ପରେ ଏବେ ସେମାନଙ୍କ ମନୋଭାବରେ ସାମାନ୍ୟ ପରିବର୍ତ୍ତନ ଲକ୍ଷ୍ୟ କରାଯାଉଛି। ପ୍ରଥମେ ଭାରତକୁ ପ୍ରଶଂସା କରିବା ଆଉ ଏବେ ସେ ଘୋଷଣା କରିଛନ୍ତି କି ପାକିସ୍ତାନ ଶୁକ୍ରବାର ୨୦୦ ଭାରତୀୟ ମତ୍ସଜୀବୀ ଓ ୩ କଏଦୀଙ୍କୁ ମୁକ୍ତ କରିବ।

ଗତ ମାସରେ ପାକିସ୍ତାନୀ କର୍ତ୍ତୃପକ୍ଷ ଦେଶର ସାମୁଦ୍ରିକ ସୀମାରେ ବେଆଇନ ମାଛ ଧରିବା ଅଭିଯୋଗରେ ଗିରଫ ହେବା ପରେ କରାଚିରେ ବନ୍ଦୀ ହୋଇଥିବା ୧୯୮ ଭାରତୀୟ ମତ୍ସ୍ୟଜୀବୀଙ୍କୁ ମୁକ୍ତ କରିଥିଲେ। ତାଙ୍କୁ ୱାଘା ସୀମାରେ ଭାରତକୁ ହସ୍ତାନ୍ତର କରାଯାଇଥିଲା।
ଭୁଟ୍ଟୋ ଜରଦାରୀ ଏକ ଟୁଇଟରେ କହିଛନ୍ତି ଯେ ଆଜି ପାକିସ୍ତାନ ୨୦୦ ଭାରତୀୟ ମତ୍ସ୍ୟଜୀବୀ ଏବଂ ୩ ସାଧାରଣ ନାଗରିକଙ୍କୁ ମୁକ୍ତ କରୁଛି। ଏହାପୂର୍ବରୁ, ୧୨ମେ ୨୦୨୩ରେ ୧୯୮ ଭାରତୀୟ ମତ୍ସ୍ୟଜୀବୀଙ୍କୁ ମୁକ୍ତ କରାଯାଇଥିଲା। ଏହା ପାକିସ୍ତାନର ମାନବିକତାକୁ ରାଜନୀତିକରଣ ନ କରିବା ନୀତି ସହିତ ଅନୁରୂପ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?