ଚିତ୍ରାଲରେ ଆର୍ମି ମୁଖ୍ୟାଳୟକୁ ଦଖଲ କଲା ଟିଟିପି

ଇସଲାମବାଦ,୧୩।୮: ଗତ ସପ୍ତାହରେ ତେହେରିକ-ଇ-ତାଲିବାନ-ପାକିସ୍ତାନ (ଟିଟିପି) ଚିତ୍ରାଲର କିଛି ଗାଁକୁ ଦଖଲ କରିବା ପରେ ପାସ୍ତୁନଖ୍ବାରେ ଉତ୍ତେଜନା ଦେଖାଦେଇଛି। ସୋସିଆଲ ମିଡିଆ ଏକ୍ସରେ ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓ ଅନୁଯାୟୀ, ଟିଟିପି ଚିତ୍ରାଲର ଆର୍ମି ମୁଖ୍ୟାଳୟକୁ ଦଖଲ କରିଛି। ତେବେ ଭିଡିଓର ସତ୍ୟତା ଜଣାପଡି ନାହିଁ।

ସୋସିଆଲ ମିଡିଓ ଏକ୍ସରେ ଭାଇରାଲ ଏକ ଭିଡିଓରେ ପାକିସ୍ତାନୀ ତାଲିବାନ ଆତଙ୍କବାଦୀମାନେ ଚିତ୍ରାଲରେ ପାକିସ୍ତାନୀ ସେନା ମୁଖ୍ୟାଳୟକୁ ଦଖଲ କରିଥିବା ଦେଖାଯାଇଛି। କିଛି ଭିଡିଓରେ ତାଲିବାନ ପାକିସ୍ତାନୀ ପତାକା ଉପରେ ପଥର ଫିଙ୍ଗିଥିବାର ଦୃଶ୍ୟ ନଜର ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ…

ତ୍ରିରଙ୍ଗା ଧରିଲେ ମୋଦି: ପାଦରେ ଚାଲି ଚାଲି ସଂସଦ ଅଭିମୁଖେ ଯାତ୍ରା

ନୂଆଦିଲ୍ଲୀ,୧୧।୮: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏନଡିଏ ଏମ୍‌ପିଙ୍କ ସମାବେଶରେ ଭାଷଣ ଦେବା ପୂର୍ବରୁ ଆଜି ତ୍ରିରଙ୍ଗା ଉତ୍ତୋଳନ କରାଯାଇଥିଲା। ‘ବନ୍ଦେ ମାତରମ’ ଧ୍ୱନି…

ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ…

ଗଞ୍ଜାମ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଉଦଘାଟନ ଫଳକରେ ନାହିଁ ଏମପିଙ୍କ ନାମ, ତେଜିଲା ଅସନ୍ତୋଷ

ଗଞ୍ଜାମ,୧୧।(ବିଦ୍ୟାଧର ସାହୁ ): ଗଞ୍ଜାମ ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଉଦଘାଟନ ହୋଇଥିବା ନୂତନ ସମ୍ମିଳନୀ କକ୍ଷର ଫଳକରେ ବ୍ରହ୍ମପୁର ଏମପିଙ୍କ ନାମ ନଥିବା ନେଇ ଚର୍ଚ୍ଚା ଜୋର…

Ethanol Blended Diesel : ଇଥାନଲ ମିଶ୍ରିତ ଡିଜେଲ ସେପ୍ଟି ଟେଷ୍ଟରେ ଫେଲ; ସରକାର କହିଲେ…

ନୂଆଦିଲ୍ଲୀ,୧୧।୮: ପେଟ୍ରୋଲ ଭଳି ବ୍ୟବହାର କରିବାକୁ ଡିଜେଲରେ ଇଥାନଲ ମିଶ୍ରଣ କରିବାର ସରକାରଙ୍କ ଯୋଜନା ବିଫଳ ହୋଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ରାଷ୍ଟ୍ରମନ୍ତ୍ରୀ ସୁରେଶ ଗୋପୀ…

ପଞ୍ଜୀକରଣ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୁଷ୍ଟ: ସମସ୍ୟା ସମାଧାନ ନ କଲେ…

ମହାକାଳପଡ଼ା, ୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଗତ ୨ତାରିଖରୁ ଆରମ୍ଭ ହୋଇଛି। ହେଲେ ଚଳିତ ବର୍ଷ ଯେଉଁମାନଙ୍କ ନାମରେ ଆର୍‌ଓଆର୍‌ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri