Posted inଜାତୀୟ

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର, ୨୦।୧୦: ଜମ୍ମୂ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ କାଠୁଆ ଜିଲାର ହିରାନଗର ସେକ୍ଟରରେ ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଏନେଇ ଭାରତୀୟ ପ୍ରତିରକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଏହାର ଉତ୍ତରରେ ଭାରତୀୟ ପୋଷ୍ଟଗୁଡ଼ିକରୁ ପାଲଟା ଗୁଳି ଚାଳନା କରାଯାଇଛି। ମଙ୍ଗଳବାର ଭୋର୍‌ ୫ଟା ୫ ପର୍ଯ୍ୟନ୍ତ ଦୁଇପକ୍ଷଙ୍କ ମଧ୍ୟରେ ଏଭଳି ଗୁଳିଗୋଳାମାଡ଼ ଜାରି ରହିଥିଲା। ଚଳିତ ବର୍ଷ ଅକ୍ଟୋବର ୬ ସୁଦ୍ଧା ଏଲ୍‌ଓସିରେ ପାକିସ୍ତାନ ୩ ହଜାର ୫୮୯ ଥର ଅସ୍ତ୍ର ବିରତି ଉଲ୍ଲଂଘନ କରିଛି। ୨୦୧୯ରେ ଏହା ୩ ହଜାର ୧୬୮ ଥିଲା। ଚଳିତ ଅକ୍ଟୋବର ମାସର ପ୍ରଥମ ୬ ଦିନରେ ୬୨ ଥର ଅସ୍ତ୍ର ବିରତି ଉଲ୍ଲଂଘନ ହୋଇଛି। ୨୦୨୦ ସେପ୍ଟେମ୍ବରରେ ପାକିସ୍ତାନ ସର୍ବାଧିକ ୪୨୭ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ମାର୍ଚ୍ଚରେ ୪୧୧, ଅଗଷ୍ଟରେ ୪୦୮ ଥର ଅସ୍ତ୍ରବିରତି ଉଲ୍ଲଂଘନ ହୋଇଥିବା ଭାରତୀୟ ପ୍ରତିରକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?