Posted inଜାତୀୟ

୨୦୨୦ରେ ଏଲ୍‌ଓସିରେ ୩୮୦୦ରୁ ଅଧିକଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି ପାକିସ୍ତାନ

ନୂଆଦିଲ୍ଲୀ, ୨୨।୧୦: ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର କୁହାଯାଇଛି, ପାକିସ୍ତାନ ସୈନ୍ୟମାନେ ଚଳିତ ବର୍ଷ ଜମ୍ମୁ କଶ୍ମୀରରେ ଥିବା ଲାଇନ୍‌ ଅଫ୍‌ କଣ୍ଟ୍ରୋଲ (ଏଲ୍‌ଓସି)ରେ ୩,୮୦୦ରୁ ଅଧିକ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛନ୍ତି। ଏଥିସହ ଡ୍ରୋନ ମାଧ୍ୟମରେ ଅସ୍ତ୍ରଶସ୍ତ୍ର ଓ ଡ୍ରଗ୍ସ ଚୋରା ଚାଲାଣକୁ ପ୍ରୋତ୍ସାହିତ କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର, ଅନୁରାଗ ଶ୍ରୀବାସ୍ତବ କହିଛନ୍ତି, ପାକିସ୍ତାନ ସୁରକ୍ଷା ବାହିନୀ କ୍ରମାଗତ ଉତ୍ତେଜନା ବିନା ଗୁଳି ଚଳାଇ ଅସ୍ତ୍ରବିରତି ଉଲ୍ଲଂଘନ କରିଛନ୍ତି। ସାଧାରଣ ନାଗରିକଙ୍କୁ ମଧ୍ୟ ଟାର୍ଗେଟ୍‌ କରିଛି। ଏଥିସହିତ ସେମାନେ ଏଲ୍‌ଓସିର ବିଭିନ୍ନ ସ୍ଥାନରୁ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବାରେ ପ୍ରଚେଷ୍ଟା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲାକୋଟ ଏୟାର୍‌ଷ୍ଟ୍ରାଇକ୍‌ର ଭିଡିଓ ଜାରିକଲା ଆଇଏଏଫ୍‌: ‘ନିଜ ହେଲିକପ୍ଟର ଖସାଇବା ବଡ଼ ଭୁଲ୍‌’

ନୂଆଦିଲ୍ଲୀ, ୫ା୧୦(ପି.ଟି.): ଭାରତୀୟ ବାୟୁସେନା ପକ୍ଷରୁ କଶ୍ମୀରର ବଡ଼ଗାମ୍‌ଠାରେ ଗତ ଫେବୃୟାରୀ ୨୭ରେ ଏହାର ଏକ ଏମ୍‌ଆଇ-୧୭ ହେଲିକପ୍ଟରକୁ କ୍ଷେପଣାସ୍ତ୍ର ମାଡ଼କରି ଖସାଇ ଦିଆଯାଇଥିଲା। ବାୟୁସେନା...

‘ସରକାର ଗଠନରେ ସାହାଯ୍ୟ କର, ଆମେ ତୁମର ସବୁ ଦାୟିତ୍ୱ ନେବୁ’

ହରିଦ୍ୱାର, ୨୧।୧୧: ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ରବିବାର ହରିଦ୍ୱାରରେ ପହଞ୍ଚିଛନ୍ତି। ଆସନ୍ତା ବର୍ଷ ଉତ୍ତରାଖଣ୍ଡରେ ହେବାକୁ...

ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୩୦ା୪: ଦେଶରେ ପ୍ରଚଣ୍ଡ ଗ୍ରୀଷ୍ମ ଲହରି ଜାରି ରହିଥିବା ବେଳେ ବିଦ୍ୟୁତ୍‌ ଚାହିଦା ବୃଦ୍ଧି ପାଇଛି। ଏଭଳି ସମୟରେ କୋଇଲାର ଉତ୍କଟ ଅଭାବ ଯୋଗୁ ବିଭିନ୍ନ...

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲା ଭାରତୀୟ ସେନା

ନୂଆଦିଲ୍ଲୀ,୩।୫: କରୋନା ମହାମାରୀ ସହ ସାରା ବିଶ୍ୱ ଲଢୁଥିବା ବେଳେ ଏହି ଯୁଦ୍ଧର ଆଗଧାଡିର ଯୋଦ୍ଧା ସାଜିଛନ୍ତି ଡାକ୍ତର, ନର୍ସ, ସ୍ବାସ୍ଥ୍ୟକର୍ମୀ, ପରିମଳ କର୍ମଚାରୀ ଇତ୍ୟାଦି।...

୨୦ ଲକ୍ଷରେ ନିଟ୍‌ ସିଟ୍‌ ବିକ୍ରି, ସିବିଆଇ ସୂଚନା…

ନୂଆଦିଲ୍ଲୀ, ୧୯।୭ : ନିଟ୍‌ ଡାକ୍ତରୀ ପ୍ରବେଶିକା ପରୀକ୍ଷାରେ ଏକ ଠକେଇ ବିଷୟରେ ବଡ଼ ଧରଣର ପର୍ଦ୍ଦାଫାଶ୍‌ ହୋଇଛି। ସିବିଆଇ ସୂତ୍ରରୁ ପ୍ରକାଶ ଯେ ଗୋଟିଏ...

ଆନ୍ଧ୍ରପ୍ରଦେଶ ଜିଲା ସଂଖ୍ୟା ଦୁଇଗୁଣା, ୧୩ ରୁ୨୬ କୁ ବୃଦ୍ଧି…

ହାଇଦ୍ରାବାଦ୍‌, ୪।୪ : ଆନ୍ଧ୍ରପ୍ରଦେଶର ଜିଲ୍ଲା ସଂଖ୍ୟା ସୋମବାରଠାରୁ ଦୁଇଗୁଣା ହୋଇ ୧୩ ରୁ ୨୬କୁ ବୃଦ୍ଧି ପାଇବ। ରାଜ୍ୟରେ ନୂତନ ଜିଲା ଗଠନ ପ୍ରକ୍ରିୟା...

ବାଂଲାଦେଶରେ ପଢୁଥିବା ଦାବିନ୍ଦର ଝିଅଙ୍କ ପଢାଖର୍ଚ୍ଚ ବହନ କରୁଛି ଆଇଏସ୍‌ଆଇ!

ନୂଆଦିଲ୍ଲୀ,୨୦।୧: ଜମ୍ମୁ-କଶ୍ମୀରରେ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀଙ୍କ ସହ ଧରାପଡିଥିବା ଡିଏସ୍‌ପି ଦାବିନ୍ଦର ସିଂଙ୍କ ଉପରେ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନ୍‌ଆଇଏ) କଡା ନଜର ରଖିଛି। ଏନ୍‌ଆଇଏ ଏବେ...

ଯେଉଁଠି ଚିକିତ୍ସା କରୁଥିଲେ ସେଠାରେ ଡାକ୍ତରଙ୍କୁ ମିଳିଲା ନାହିଁ ଭେଣ୍ଟିଲେଟର

ଲକ୍ଷ୍ନୌ, ୨୬।୪: ପ୍ରୟାଗରାଜର ୮୫ ବର୍ଷୀୟ ଡାକ୍ତର ଜେ.କେ. ମିଶ୍ରାଙ୍କ କରୋନାରେ ମୃତ୍ୟୁ ଘଟିଛି। ସେ ସ୍ବରୂପରାଣୀ ନେହେରୁ (ଏସ୍‌ଆର୍‌ଏନ୍‌) ହସ୍ପିଟାଲରେ ଦୀର୍ଘ ୫୦ ବର୍ଷ...

Advertisement
Archives

Model This Week