Posted inଜାତୀୟ

ପାକିସ୍ତାନ ମାନବାଧିକାରର ଉଲ୍ଲଂଘନ କରିଛି: ବିଏସ୍‌ଏଫ୍‌

ଶ୍ରୀନଗର,୧୫।୧୧: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ଏହାଦ୍ୱାରା ମାନବାଧିକାରର ମଧ୍ୟ ଉଲ୍ଲଂଘନ ହେଉଛି ବୋଲ ବିଏସ୍‌ଏଫ୍‌ ପକ୍ଷରୁ ରବିବହାର କୁହାଯାଇଛି। ବିଏସ୍‌ଏଫ୍‌ ଆଇଜି ରାଜେଶ ମିଶ୍ର ଏନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପାକିସ୍ତାନ ବିରୋଧରେ ମାନବାଧିକାର ହନନ କରିଥିବା ଅଭିଯୋଗ ଅର୍ନ୍ତଜାତୀୟସ୍ତରରେ ଅଣାଯିବା ଆବଶ୍ୟକତା ରହିଥିବା ସେ ଗୁରୁତ୍ୱାରୋପ କରିଛନ୍ତି। ଅସ୍ତ୍ରବିରତି ଉଲ୍ଲଂଘନ ଯୋଗୁ ସୀମାବର୍ତ୍ତୀ ଅଞ୍ଚଳରେ ବାସ ବରୁଥିବା ବାସିନ୍ଦାଙ୍କ ବହୁ କ୍ଷତି ହେଉଛି। ଏଠାରେ ଲୋକେ ସବୁବେଳେ ଆତଙ୍କିତ ଅବସ୍ଥାରେ ରହୁଛନ୍ତି। ପାର୍ବଣରେ ମଧ୍ୟ ସ୍ଥାନୀୟ ବାସିନ୍ଦାଙ୍କର ପାକିସ୍ତାନ ମୋର୍ଟାର ଶେଲିଂ ମାଡ଼ରେ ମୃତ୍ୟୁ ଘଟୁଥିବା ଅତ୍ୟନ୍ତ ଦୁଃଖଦ ଘଟଣା ବୋଲି ସେ କହିଛନ୍ତି। ଦୀପାବଳିର ଗୋଟିଏ ଦିନ ପୂର୍ବରୁ ଶୁକ୍ରବାର ସୀମାବର୍ତ୍ତୀ ଅଞ୍ଚଳରେ ହୋଇଥିବା ଅସ୍ତ୍ରବିରତି ଉଲ୍ଲଂଘନରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି କରିବାକୁ ସେ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘୨୦୨୪ରେ ଅସଲ ଲଢେଇ, ସାହେବଙ୍କ ମିଛର ଶିକାର ହୁଅ ନାହିଁ’

ନୂଆଦିଲ୍ଲୀ.୧୧।୩: ଉତ୍ତରପ୍ରଦେଶ, ଉତ୍ତରଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏହି ପାଞ୍ଚଟି ରାଜ୍ୟ ମଧ୍ୟରୁ ୪ଟିରେ ଭାଜପା ଏକକ...

ଖରାଦିନ ତାପମାତ୍ରା ପୁଣି କନ୍ଦାଇବ: ପାଣିପାଗ ବିଭାଗ

ନୂଆଦିଲ୍ଲୀ,୨।୩: ଖରାଦିନ ପୂର୍ବରୁ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ମାର୍ଚ୍ଚଠାରୁ ମେ ପର୍ଯ୍ୟନ୍ତ ୩ ମାସ ପାଇଁ ଦେଶର ତାପମାତ୍ରାର ପୂର୍ବାନୁମାନ କରାଯାଇଛି। ଏଥର ଖରାଦିନ...

ସେନାରେ ୩୩୩ ଅଧିକାରୀ ସାମିଲ

ଡେରାଡୁନ,୧୪ା୬: ଉତ୍ତରାଖଣ୍ଡର ଡେରାଡୁନ୍‌ସ୍ଥିତ ଭାରତୀୟ ମିଲେଟାରୀ ଏକାଡେମୀ (ଆଇଏମ୍‌ଏ)ରେ ପାସିଂ ଆଉଟ୍‌ ପରେଡ୍‌ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଶିକ୍ଷଣ ଶେଷ ପରେ ସେନାରେ ସାମିଲ ହୋଇଛନ୍ତି...

ହାଇଦ୍ରାବାଦ ଏନ୍‌କାଉଣ୍ଟର ମାମଲା: ଏନ୍‌କାଉଣ୍ଟର ଉପରେ ପ୍ରଶ୍ନ ଉଠାଇଲେ କୋର୍ଟ

ହାଇଦ୍ରାବାଦ୍‌,୨୦।୫: ୨୦୧୯ର ବହୁ ଚର୍ଚ୍ଚିିତ ହାଇଦ୍ରାବାଦ ଏନ୍‌କାଉଣ୍ଟର ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଶୁଣାଣି ବେଳେ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ଏନ୍‌.ବି ରମନାଙ୍କ ଖଣ୍ଡପୀଠ...

ବ୍ରିଜରେ ଫସିଲା ଏୟାର ଇଣ୍ଡିଆ ବିମାନ

ନୂଆଦିଲ୍ଲୀ,୫।୧୦ : ବ୍ରିଜ ତଳେ ଫସିଥିବା ଏୟାର ଇଣ୍ଡିଆର ଏକ ବିମାନକୁ ନେଇ ଏବେ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ହେଉଛି। ଭାଇରାଲ ହେଉଥିବା ଏକ...

ନୋଏଡ଼ାରେ ୨ ମାସ ପର୍ଯ୍ୟନ୍ତ ୧୪୪ ଧାରା ଜାରି

ନୂଆଦିଲ୍ଲୀ, ୮।୮: ଉତ୍ତରପ୍ରଦେଶ ନୋଏଡ଼ାରେ ଆସନ୍ତା ୨ ମାସ ପର୍ଯ୍ୟନ୍ତ ୧୪୪ ଧାରା ଜାରି ରହିବ ବୋଲି ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ସୁରକ୍ଷା ଦୃଷ୍ଟିରୁ...

କରୋନା ରୋଗୀଙ୍କ ସହୟତା ପାଇଁ ନିଜ ଏସ୍‌ୟୁଭି କାର୍‌ ବିକ୍ରି କଲେ ଯୁବକ

ମୁମ୍ବାଇ,୨୪।୬: ଦେଶରେ କରୋନା ମହାମାରୀ ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଲାଣି। ଭାରତରେ କରୋନାରୁ ଅଧିକ ପ୍ରଭାବିତ ହେଉଥିବା ରାଜ୍ୟ ହେଉଛି ମହାରାଷ୍ଟ୍ର। ଏଠାରେ ସଂକ୍ରମିତ...

କ୍ଷୀରରେ ମିଶାଉଥିଲେ ମଇଁଷିକୁଣ୍ଡ ପାଣି: ଷ୍ଟିଙ୍ଗ୍‌ ଅପରେଶନ୍‌ରେ ପର୍ଦ୍ଦାଫାଶ୍‌

ହାଇଦ୍ରାବାଦ୍‌, ୨୨।୮: କ୍ଷୀରରେ ପାଣି ଏବଂ ଅନ୍ୟ ପଦାର୍ଥ ମିଶାଇବା କାର୍ଯ୍ୟ ତେଲଙ୍ଗାନାରେ ଜାରି ରହିଛି। ଏଭଳି ଅସାଧୁ ବ୍ୟବସାୟୀଙ୍କ ଯୋଗୁ ଲୋକେ ହଇରାଣ ହରକତ...

Advertisement
Archives

Model This Week