Posted inଜାତୀୟ

ପାକିସ୍ତାନ ମାନବାଧିକାରର ଉଲ୍ଲଂଘନ କରିଛି: ବିଏସ୍‌ଏଫ୍‌

ଶ୍ରୀନଗର,୧୫।୧୧: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ଏହାଦ୍ୱାରା ମାନବାଧିକାରର ମଧ୍ୟ ଉଲ୍ଲଂଘନ ହେଉଛି ବୋଲ ବିଏସ୍‌ଏଫ୍‌ ପକ୍ଷରୁ ରବିବହାର କୁହାଯାଇଛି। ବିଏସ୍‌ଏଫ୍‌ ଆଇଜି ରାଜେଶ ମିଶ୍ର ଏନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପାକିସ୍ତାନ ବିରୋଧରେ ମାନବାଧିକାର ହନନ କରିଥିବା ଅଭିଯୋଗ ଅର୍ନ୍ତଜାତୀୟସ୍ତରରେ ଅଣାଯିବା ଆବଶ୍ୟକତା ରହିଥିବା ସେ ଗୁରୁତ୍ୱାରୋପ କରିଛନ୍ତି। ଅସ୍ତ୍ରବିରତି ଉଲ୍ଲଂଘନ ଯୋଗୁ ସୀମାବର୍ତ୍ତୀ ଅଞ୍ଚଳରେ ବାସ ବରୁଥିବା ବାସିନ୍ଦାଙ୍କ ବହୁ କ୍ଷତି ହେଉଛି। ଏଠାରେ ଲୋକେ ସବୁବେଳେ ଆତଙ୍କିତ ଅବସ୍ଥାରେ ରହୁଛନ୍ତି। ପାର୍ବଣରେ ମଧ୍ୟ ସ୍ଥାନୀୟ ବାସିନ୍ଦାଙ୍କର ପାକିସ୍ତାନ ମୋର୍ଟାର ଶେଲିଂ ମାଡ଼ରେ ମୃତ୍ୟୁ ଘଟୁଥିବା ଅତ୍ୟନ୍ତ ଦୁଃଖଦ ଘଟଣା ବୋଲି ସେ କହିଛନ୍ତି। ଦୀପାବଳିର ଗୋଟିଏ ଦିନ ପୂର୍ବରୁ ଶୁକ୍ରବାର ସୀମାବର୍ତ୍ତୀ ଅଞ୍ଚଳରେ ହୋଇଥିବା ଅସ୍ତ୍ରବିରତି ଉଲ୍ଲଂଘନରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି କରିବାକୁ ସେ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ହଜାର ଯାତ୍ରୀଙ୍କୁ ଜାତୀୟ ପତାକା ବାଣ୍ଟିଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୬।୧: ସାଧାରଣତନ୍ତ୍ର ଦିବସ ଅବସରରେ ଏୟାର ଇଣ୍ଡିଆ ପକ୍ଷରୁ ଦେଶର ସମସ୍ତ ମେଟ୍ରୋ ସହର ସମେତ ଶ୍ରୀନଗର ବିମାନ ବନ୍ଦରରେ ଯାତ୍ରୀଙ୍କୁ ରବିବାର ଜାତୀୟ ପତାକା...

କବରସ୍ତାନରୁ ଉଦ୍ଧାର ହେଲା ଚୋରି ହୋଇଥିବା ୨୨ ଜୈନ ମୂର୍ତ୍ତି

ଭୋପାଳ,୨୪।୬: ମଧ୍ୟପ୍ରଦେଶ ଭିଣ୍ଡ ଜିଲାର ଶାନ୍ତିନାଥ ଦିଗମ୍ବର ଜୈନ ମନ୍ଦିରରୁ ଚୋରି ରବିବାର ହୋଇଥିବା ମୂର୍ତ୍ତି ସୋମବାର ସକାଳେ ସ୍ଥାନୀୟ କବରସ୍ତାନରୁ ଉଦ୍ଧାର ହୋଇଛି। ମନ୍ଦିରରେ...

ଗିନିଜ୍‌ ବୁକ୍‌ରେ ବିଶ୍ୱର ସବୁଠାରୁ ଲମ୍ବା କେକ୍‌

ତ୍ରିଶୂର୍‌(କେରଳ): ରେକର୍ଡ ପାଇଁ ଲୋକେ ସବୁବେଳେ କିଛି ନିଆରା ଚିନ୍ତା କରିଥାନ୍ତି। ଭାରତ ନାମରେ ଏପରି ଅନେକ ରେକର୍ଡ ସମ୍ମାନଜନକ ଗିନିଜ୍‌ ବୁକ୍‌ରେ ସ୍ଥାନ ପାଇଛି।...

ଜେଲ୍‌ର ଅନୁଭୂତି ବଖାଣିଲେ ପାୟଲ

ମୁମ୍ବାଇ: ଅଭିନେତ୍ରୀ ପାୟଲ ରୋହତଗି ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଓ ତାଙ୍କ ବାପା ମୋତିଲାଲ ନେହେରୁଙ୍କ ବିରୋଧରେ ଆପତ୍ତିଜନକ ଟିପ୍ପଣୀ ଦେଇ ବିବାଦ ଘେରକୁ...

ପୁଣି ତେଜିଲା ସିଏଏ ନିଆଁ

ନୂଆଦିଲ୍ଲୀ/ଗୁଆହାଟୀ,୨୩ା୧: ୨୦୧୯ ଡିସେମ୍ବର ୧୧ରେ ପାର୍ଲାମେଣ୍ଟରେ ଗୃହୀତ ହୋଇଥିଲା ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)। ଏହି ବିବାଦୀୟ ଆଇନ ପ୍ରତ୍ୟାହାର ଦାବିରେ ଶତାଧିକ ଲୋକଙ୍କ ଜୀବନ...

ଗେହଲଟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣକୁ ନେଇ ଚାଲିଛି ମନ୍ଥନ

ଜୟପୁର,୨୫ ।୭: ପଞ୍ଜାବ କଂଗ୍ରେସରେ କଳହ ସମ୍ପୂର୍ଣ୍ଣ ତୁଟି ନ ଥିବା ବେଳେ ଏପଟେ ରାଜସ୍ଥାନରେ ଆରମ୍ଭ ହୋଇ ଗଲାଣି ରାଜନୈତିକ ଉଷ୍ମତା । ଶନିବାର...

ସ୍ମୃତି ଇରାନୀଙ୍କ ଘନିଷ୍ଠ ସହଯୋଗୀଙ୍କୁ ହତ୍ୟା ଘଟଣା: ୩ ଗିରଫ, ୨ ଫେରାର

ଲକ୍ଷ୍ନୌ, ୨୭।୫: ଆମେଠିର ନବନିର୍ବାଚିତ ଭାଜପା ଏମ୍‌ପି ସ୍ମୃତି ଇରାନୀଙ୍କର ଘନିଷ୍ଠ ସହଯୋଗୀ ସୁରେନ୍ଦ୍ର ସିଂହଙ୍କୁ ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କ ଗିରଫ କରିଛି।...

ଦେଶର ସମ୍ପତ୍ତି ବିକ୍ରି କରୁଛନ୍ତି ମୋଦି ସରକାର

ଲକ୍ଷ୍ନୌ, ୧୦।୯: ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘେରିବା ଆରମ୍ଭ କରିଛନ୍ତି। ସେ ଗୁରୁବାର ଟୁଇଟ୍‌ କରି କହିଛନ୍ତି ଯେ,...

Advertisement


Archives

Model This Week

Why Dharitri