Posted inଖେଳ

ଟୁର୍ନାମେଣ୍ଟରେ ଭାଗ ନେବାକୁ ଭାରତକୁ ଆମନ୍ତ୍ରଣ କଲା ପାକିସ୍ତାନ

କରାଚୀ,୪ା୪: ଆସନ୍ତା ମାସରେ ଇସ୍‌ଲାମାବାଦରେ ଖେଳାଯିବ ଏସିଆନ ଚ୍ୟାଲେଞ୍ଜ ଭଲିବଲ୍‌ ଲିଗ୍‌। ଏନେଇ ଦଳ ପଠାଇବା ଲାଗି ଭାରତକୁ ଅନୁରୋଧ କରିଛି ପାକିସ୍ତାନ ଭଲିବଲ୍‌ ମହାସଂଘ (ପିଭିଏଫ୍‌)। ଟୁର୍ନାମେଣ୍ଟରେ ୧୦ରୁ ୧୨ ଦଳ ଭାଗ ନେବେ ବୋଲି ଆଶା କରାଯାଉଛି। ଇଭେଣ୍ଟ ଲାଗି ଭାରତୀୟ ଭଲିବଲ୍‌ ମହାସଂଘକୁ ଆମନ୍ତ୍ରଣ ପତ୍ର ପଠାଯାଇଥିବା ପିଭିଏଫ୍‌ ମୁଖ୍ୟ ଚୌଧାରୀ ୟାକୁବ ପ୍ରକାଶ କରିଛନ୍ତି।

ସେ କହିଛନ୍ତି. ଏସିଆନ ଚ୍ୟାଲେଞ୍ଜ ଭଲିବଲ୍‌ ଚାମ୍ପିୟନଶିପ୍‌ ଆୟୋଜନ ଲାଗି ବିଡ୍‌ ଜିତିବା ପରେ ମେ’ ୧୧ରୁ ୧୭ ପର୍ଯ୍ୟନ୍ତ ହେବାକୁଥିବା ଏହି ପ୍ରତିଯୋଗିତାରେ ମହାଦେଶର ସମସ୍ତ ଟପ୍‌ ଟିମ୍‌ ଅଂଶଗ୍ରହଣ କରନ୍ତୁବୋଲି ଆମେ ଚାହିଁବୁ। ଇରାନ, ଶ୍ରୀଲଙ୍କା, ଭୁଟାନ, ତୁର୍କମେନିସ୍ତାନ, ଆଫଗାନିସ୍ତାନ, କାଜାଖସ୍ତାନ ଓ କିରଗିଜସ୍ତାନ ଟୁର୍ନାମେଣ୍ଟରେ ଭାଗ ନେବାଲାଗି ନିର୍ଭର ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟ କେତେକ ଦଳଠାରୁ ଉତ୍ତରକୁ ଅପେକ୍ଷା କରାଯାଇଛି। ୟାକୁବ କହିଛନ୍ତି, ପାକିସ୍ତାନ ଖେଳାଳିମାନେ ଇତିମଧ୍ୟରେ ଇସ୍‌ଲାମାବାଦରେ ସେମାନଙ୍କ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ସୁଆମ ଛକ

ପାଟଣା,୧୪।୪(ବୀର କିଶୋର ଦାଶ): ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତିରେ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଛକ ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖାଇବାକୁ ମିଳିଥିଲା।…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ଲୋକ ସଭାରେ ରହିବେ ୮୫୦ ଏମପି; କେନ୍ଦ୍ର ସରକାରଙ୍କ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୧୪।୪: ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ (ମହିଳା ସଶକ୍ତିକରଣ ଆଇନ) କାର୍ଯ୍ୟକାରୀ କରିବା ପାଇଁ ସରକାର ଏପ୍ରିଲ ୧୬ ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ସଂସଦର ଏକ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri