Posted inଖେଳ

ହଂକଂକୁ ୧୯୪ ରନ୍‌ର ଟାର୍ଗେଟ ଦେଲା ପାକିସ୍ତାନ

ଦୁବାଇ,୨।୯: ଏସିଆ କପ୍‌ ୨୦୨୨ରେ ଶୁକ୍ରବାର ଗ୍ରୁପ୍‌ ଏ ପର୍ଯ୍ୟାୟର ଅନ୍ତିମ ମୁକାବିଲା ପାକିସ୍ତାନ ଏବଂ ହଂକଂ ମଧ୍ୟରେ ଖେଳାଯାଉଛି। ଉଭୟ ଟିମ୍‌ ଭାରତ ବିପକ୍ଷରେ ପରାଜିତ ହେବା ପରେ ଏହି ମୁକାବିଲା ଖେଳୁଛି। ଏଥିରେ ବିତୋ ଟିମ୍‌ ସୁପର-୪ରେ ସ୍ଥାନ ପାଇବାକୁ ଥିବା ଶେଷ ଟିମ୍‌ ହେବ। ପୂର୍ବରୁ ଭାରତ, ଶ୍ରୀଲଙ୍କା ଏବଂ ଆଫଗାନିସ୍ତାନ ଟିମ୍‌ ସୁପର-୪ରେ ପହଞ୍ଚିସାରିଛି।

ଆଜିର ମ୍ୟାଚ୍‌ରେ ଲଗାତାର ଦ୍ୱିତୀୟ ଥର ଲାଗି ହଂକଂ ଟସ୍‌ ଜିତି ପ୍ରଥମେ ବୋଲିଂ କରିବା ନିଷ୍ପତ୍ତି ନେଇଥିଲା। ଉଭୟ ଟିମ୍‌ରେ କୌଣସି ପରିବର୍ତ୍ତନ କରାଯାଇଥିବା ବେଳେ ପାକିସ୍ତାନ ବ୍ୟାଟିଂ ନିମନ୍ତ୍ରଣ ପାଇଁ ଜବରଦସ୍ତ ବ୍ୟାଟିଂ କରିଛି। ନିର୍ଦ୍ଧାରିତ ୨୦ ଓଭର ଖେଳ ଶେଷ ସୁଦ୍ଧା ପାକିସ୍ତାନ ୨ ଉଇକେଟ ହରାଇ ୧୯୩ ରନ୍‌ କରିବାରେ ସଫଳ ହୋଇଛି। ଏଣୁ ହଂକଂକୁ ଜିତିବା ଲାଗି ୧୯୪ ରନ୍‌ର ବିଜୟଲକ୍ଷ୍ୟ ମିଳିଛି। ଦଳ ପକ୍ଷରୁ ମହମ୍ମଦ ରିଜଓ୍ବାନ ସର୍ବାଧିକ ୭୮ ରନ୍‌ କରିଥିବା ବେଳେ ବାବର ଆଜମ ୯, ଫଖାର ଜମାନ ୫୩ ଏବଂ ଖୁସ୍‌ଦିଲ ଶାହ ୩୫ ରନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମେକ୍ସିକୋ ଓପନ୍‌: ନାଡାଲଙ୍କ ସହଜ ବିଜୟ

ଆକାପୁଲକୋ (ମେକ୍ସିକୋ), ୨୬।୨ (ଏଏଫ୍‌ପି)- ସ୍ପାନିଶ ତାରକା ରାଫାଲ ନାଡାଲ ଏଠାରେ ଅନୁଷ୍ଠିତ ମେକ୍ସିକୋ ଓପନ୍‌ରେ ସହଜ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ୩୩ ବର୍ଷୀୟ...

ଟେଷ୍ଟରେ ଚେତନ ଚୌହାନଙ୍କ ନାମରେ ଥିଲା ଏହି ବିରଳ ରେକର୍ଡ

ନୂଆଦିଲ୍ଲୀ, ୧୬।୮: ପୂର୍ବତନ ଭାରତୀୟ କ୍ରିକେଟର୍‌ ତଥା ଉତ୍ତର ପ୍ରଦେଶ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ରହିଥିବା ଚେତନ ଚୌହାନଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୩...

୨୦୨୩ ଫିଫା ମହିଳା ବିଶ୍ୱକପ୍‌: ମିଳିତ ଭାବେ ଆୟୋଜନ କରିବେ ଅଷ୍ଟ୍ରେଲିଆ- ନ୍ୟୁଜିଲାଣ୍ଡ

ଜେନିଭା,୨୬।୬(ଏପି): ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ମିଳିତ ଭାବେ ୨୦୨୩ ଫିଫା ମହିଳା ବିଶ୍ୱକପ୍‌ ଆୟୋଜନ କରିବେ। ବିଶ୍ୱ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫା ତରଫରୁ...

ଦ୍ୱାଦଶ ଅନ୍ତର୍ଜାତୀୟ କିଟ୍‌ ଚେସ୍‌ ମହୋତ୍ସବ ଉଦ୍‌ଯାପିତଇତୁରିଜାଗା ବୋନେଲି ଚାମ୍ପିୟନ

ଭୁବନେଶ୍ୱର, ୮।୬(କ୍ରୀଡ଼ା ପ୍ରତିନିଧି)-ଦ୍ୱାଦଶ ଅର୍ନ୍ତଜାତୀୟ କିଟ୍‌ ଚେସ୍‌ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଛି। ଭେନେଜୁଏଲା ଗ୍ରାଣ୍ଡମାଷ୍ଟର ଇତୁରିଜାଗା ବୋନେଲି ଏଡୁଆର୍ଡୋ (୮ ପଏଣ୍ଟ) ‘ଏ’ କାଟେଗୋରୀରେ...

ଟ୍ରେନିଂକୁ ଫେରିଲେ ଏହି ଭାରତୀୟ କ୍ରିକେଟର୍‌

ନୂଆଦିଲ୍ଲୀ,୨୪।୬: କୋଭିଡ୍‌-୧୯ ମହାମାରୀ କାରଣରୁ ଦୀର୍ଘ ୩ ମାସ ପରେ ଅଭିଜ୍ଞ ଦ୍ରୁତ ବୋଲର ଈଶାନ୍ତ ଶର୍ମା ଟ୍ରେନିଂକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ମଙ୍ଗଳବାର ଏ ନେଇ...

ଚାଇନା ପାରା-ବ୍ୟାଡ୍‌ମିଣ୍ଟନ: ଦୁଇଟି ପଦକ ନିଶ୍ଚିତ କଲେ ପ୍ରମୋଦ

ଭୁବନେଶ୍ୱର, ୨୯।୯(ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶାର ଷ୍ଟାର୍‌ ଶଟ୍‌ଲର ପ୍ରମୋଦ ଭଗତ ଚାଇନାର ୟୁହାଙ୍ଗ ଝାଙ୍ଗଝୋଉଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଉଭୟ ପୁରୁଷ ସିଙ୍ଗଲ୍ସ...

ଅଲିମ୍ପିକ୍‌ ଜ୍ୟୋତି ପ୍ରଦର୍ଶନକୁ ବାତିଲ କଲା ଜାପାନ

ଟୋକିଓ, ୭।୪ (ପି.ଟି.)- କୋଭିଡ୍‌-୧୯ ସାରା ବିଶ୍ୱ ମହାମାରୀର ରୂପ ନେଇଥିବା ବେଳେ ଅଲିମ୍ପିକ୍ସ ଆୟୋଜକ ଦେଶ ଜାପାନ ଏକ ଗୁରୁତ୍ୱପୂର୍ଣ୍ଣ ନଷ୍ପତ୍ତି ନେଇଛି। ଜାପାନ...

ଡେକାନ ୱାରିୟର୍ସ ଚାମ୍ପିୟନ, ସି ଟାଇଗର୍ସ ରନର୍ସଅପ୍‌: ବାଲେଶ୍ୱର ପ୍ରିମିୟର ଲିଗ୍‌ ୧୧ ଉଦ୍‌ଯାପିତ

ବାଲେଶ୍ୱର ଅଫିସ,୧୧।୩- ବାଲେଶ୍ୱର ପ୍ରିମିୟର ଲିଗ୍‌-୧୧ର ଫାଇନାଲ ମ୍ୟାଚ୍‌ ଡେକାନ ୱାରିୟର୍ସ ଓ ସି ଟାଇଗର୍ସ ମଧ୍ୟରେ ସ୍ଥାନୀୟ ପରମିିଟ୍‌ ପଡ଼ିଆରେ ଅନୁଷ୍ଠିତ ହୋଇଥିଲା। ନିର୍ଦ୍ଧାରିତ...

Advertisement
Archives

Model This Week