Posted inଖେଳ

ବର୍ଷା ଯୋଗୁ ଅଧାରୁ ଅଟକିଲା ମ୍ୟାଚ, ଖେଳାଯିବ ୪୨ ଓଭର

କଲମ୍ବୋ,୧୪।୯: ଗୁରୁବାର କଲମ୍ବୋର ଆର ପ୍ରେମାଦାସା ଷ୍ଟାଡିୟମରେ ଖେଳାଯାଉଥିବା ପାକିସ୍ତାନ ଏବଂ ଶ୍ରୀଲଙ୍କା ମ୍ୟାଚ ସମୟରେ ବର୍ଷା ଯୋଗୁ ମ୍ୟାଚକୁ ଅଧାରୁ ବନ୍ଦ କରାଯାଇଛି। ୨୭.୪ ଓଭରରେ ପାକିସ୍ତାନ ସ୍କୋର ୧୩୦/୫ରେ ରହିଛି। ମହମ୍ମଦ ରିଜୱାନ କ୍ରିଜରେ ଅଛନ୍ତି। ଇଫତିଖାର ଅହମ୍ମଦଙ୍କୁ ତାଙ୍କ ସହ ବ୍ୟାଟିଂ କରିବାକୁ ଆସିବାର ଥିଲା। କିନ୍ତୁ ବର୍ଷା ହେତୁ ସେ ଏପର୍ଯ୍ୟନ୍ତ କ୍ରିଜକୁ ଆସିପାରି ନାହାଁନ୍ତି। ବର୍ତ୍ତମାନ ବର୍ଷା କମିଥିବା ବେଳେ ଖୁବ୍‌ଶୀଘ୍ର ମ୍ୟାଚ ଆରମ୍ଭ ହେବା ନେଇ ଆଶଙ୍କା କରାଯାଉଛି। ହେଲେ ୪୫ ଓଭର ବଦଳରେ ୪୨ ଖେଳାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri