Posted inଖେଳ

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି ଯେ ପାକିସ୍ତାନ ଫେବୃଆରୀ ୧୫ ତାରିଖରେ ଶ୍ରୀଲଙ୍କାରେ ହେବାକୁ ଥିବା ମ୍ୟାଚ୍ ଉପରେ ସ୍ପଷ୍ଟ ମତ ରଖିଛି ।

ପାକିସ୍ତାନୀ ଖବରକାଗଜରେ ଏହି ସୂଚନା ପ୍ରକାଶ ପାଇଛି। ଇସଲାମାବାଦରେ କେନ୍ଦ୍ର କ୍ୟାବିନେଟକୁ ସମ୍ବୋଧିତ କରି ପାକିସ୍ତାନୀ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆମେ ଟି-୨୦ ବିଶ୍ୱକପ୍‌ରେ ଭାରତ ବିପକ୍ଷରେ ଖେଳିବୁ ନାହିଁ। ଶେହବାଜ ଶରିଫ କହିଛନ୍ତି ଯେ ସେ ସତର୍କତାର ସହ ମୂଲ୍ୟାଙ୍କନ କରିବା ପରେ ଭାରତ ବିପକ୍ଷରେ ମ୍ୟାଚ୍ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି । କ୍ରୀଡ଼ାରେ କୌଣସି ରାଜନୀତି ହେବା ଉଚିତ୍ ନୁହେଁ । ସେ ଏହାକୁ ଏକ “ନ୍ୟାୟପୂର୍ଣ୍ଣ ନିଷ୍ପତ୍ତି” ବୋଲି କହିଛନ୍ତି ।

ପୂର୍ବରୁ, ପାକିସ୍ତାନ ଟି-୨୦ ବିଶ୍ୱକପ୍‌ରେ ଭାରତ ବିପକ୍ଷରେ ଏହାର ଗ୍ରୁପ୍ ଲେବଲ ମ୍ୟାଚ୍ ବର୍ଜନ କରିବାକୁ ନିଷ୍ପତ୍ତି ନେଇଥିଲା। ଆଇସିସି ଟି-୨୦ ବିଶ୍ୱକପ୍‌ରେ ଭାରତ ବିପକ୍ଷରେ ପାକିସ୍ତାନର ରେକର୍ଡ ବହୁତ ଖରାପ ରହିଛି । ଦୁଇ ଦଳ ଆଠ ଥର ଭେଟିଛନ୍ତି, ଯାହାର ଫଳାଫଳ ଭାରତ ସପକ୍ଷରେ ୭-୧ ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?