ଦିଲୀପ, ରାଜଙ୍କ ଘର କିଣିବ ପାକିସ୍ତାନ

ପେଶାଓ୍ବର, ୩ା୧: ପାକିସ୍ତାନର ଖାଇବର ପାଖ୍‌ତନଖୱା ରାଜ୍ୟ ସରକାର କିମ୍ବଦନ୍ତୀ ବଲିଉଡ ଅଭିନେତା ଦିଲୀପ କୁମାର ଏବଂ ରାଜ କପୁରଙ୍କ ପୈତୃକ ଘର କିଣିବେ। ଏଥି ପାଇଁ ୨.୩୫ କୋଟି ଟଙ୍କା ବ୍ୟୟ ପାଇଁ ମଞ୍ଜୁର ହୋଇଛି। ସହରର ମଧ୍ୟଭାଗରେ ଥିବା ଏହି ଦୁଇ ଅଭିନେତାଙ୍କ ଘରକୁ ଜାତୀୟ ସଂଗ୍ରହାଳୟ ମାନ୍ୟତା ପ୍ରଦାନ କରାଯାଇଛି। ପେଶାଓ୍ବର ଡେପୁଟି କମିଶନର ୧୦୧ ବର୍ଗ ମିଟର ଜାଗାରେ ଥିବା ଦିଲୀପ କୁମାରଙ୍କ ଘର ପାଇଁ ୫୦ ଲକ୍ଷ ୫୬ ହଜାର ଏବଂ ରାଜ କପୁରଙ୍କ ୧୫୧.୭୫ ବର୍ଗ ମିଟରରେ ଥିବା ଘର ପାଇଁ ୧ କୋଟି ୫୦ ଲକ୍ଷ ଟଙ୍କା ଧାର୍ଯ୍ୟ କରିଛନ୍ତି। କ୍ରୟ ପରେ ଉଭୟ ଗୃହକୁ କେ ପି ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସଂଗ୍ରହାଳୟରେ ପରିଣତ କରାଯିବ। ଭାରତ ଓ ପାକିସ୍ତାନ ଅଲଗା ହେବା ପୂର୍ବରୁ ଏହି ଦୁଇ ବର୍ଷୀୟାନ ଅଭିନେତା ବର୍ତ୍ତମାନ ପାକିସ୍ତାନରେ ଥିବା ସେମାନଙ୍କ ପୈତୃକ ଘରେ ଜନ୍ମଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri