Posted inଜାତୀୟ

ପାକିସ୍ତାନ ଜିତିବ ବିଶ୍ୱକପ, କଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟ ସୋସିଆଲ ମିଡ଼ିଆରେ ଭାଇରାଲ…

ମୁମ୍ବାଇ,୧୮।୧୦ : ଆଇସିସି କ୍ରିକେଟ ବିଶ୍ୱକପ -୨୦୨୩ ଭାରତରେ ଚାଲିଛି। ସମସ୍ତେ ନିଜ ଦେଶକୁ ସମର୍ଥନ କରୁଛନ୍ତି, କିନ୍ତୁ କିଛି ଲୋକଙ୍କ ପାକିସ୍ତାନ ପ୍ରତି ଏତେ ଭଲପାଇବା ଅଛି ସେମାନେ ଭାରତ ବଦଳରେ ସେମାନଙ୍କ ଦଳକୁ ସମର୍ଥନ କରୁଛନ୍ତି।

ସଦ୍ୟତମ ମାମଲାରେ କଂଗ୍ରେସର ଦିବ୍ୟା ମାରୁନ୍ଥାୟା ନାମକ ଜଣେ ନେତା ପାକିସ୍ତାନ ବିଶ୍ୱକପରେ ଫାଇନାଲ ଜିତିବା କାମନା କରି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏହା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। କେବଳ ଏତିକି ନୁହେଁ କଂଗ୍ରେସ ନେତା ଜଣକ ହିନ୍ଦୁମାନଙ୍କୁ ମଧ୍ୟ ଆତଙ୍କବାଦୀ ବୋଲି କହିଛନ୍ତି। ତାମିଲନାଡୁର କଂଗ୍ରେସ ଦଳର ରାଜ୍ୟ ସାଧାରଣ ସମ୍ପାଦକ ଦିବ୍ୟା ଅକ୍ଟୋବର ୧୪ ରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଭାରତ-ପାକିସ୍ଥାନ ମ୍ୟାଚର ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଛନ୍ତି। ଏଥିରେ କିଛି ଲୋକ ଭାଜପା ପତାକା ଧରିଥିବାର ଦେଖିବାକୁ ମିଳିଛି।

ତାଙ୍କ ଶେୟାର ଫଟୋର କ୍ୟାପଶନରେ କଂଗ୍ରେସ ନେତା କହିଛନ୍ତି, ଏହାକୁ ମନେରଖ। ଠିକ ଅଛି। ଧାର୍ମିକ ଉଗ୍ରବାଦୀମାନେ ଏହି ଦେଶକୁ ପରାସ୍ତ କରିଛନ୍ତି। ମୋର ସମ୍ପୂର୍ଣ୍ଣ ଆଶା ଅଛି ପାକିସ୍ତାନ ଏହି ବିଶ୍ୱକପ ଜିତିବ। ଜୟ ଶ୍ରୀ ରାମ। କେବଳ ଏତିକି ନୁହେଁ, ଦିବ୍ୟା ମଧ୍ୟ କହିଛନ୍ତି ଭାରତ ହାରିଛି।

ସୂଚନାଯୋଗ୍ୟ ଅକ୍ଟୋବର ୧୪ରେ ହୋଇଥିବା ମ୍ୟାଚ ସମୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଜୟ ଶ୍ରୀ ରାମ ସ୍ଲୋଗାନ, ସହିତ ଗୀତ ପରିବେଷଣ କରାଯାଇଥିଲା। ଲୋକମାନେ ଜୟ ଶ୍ରୀ ରାମ ସ୍ଲୋଗାନ ଦେଇ ଭାରତୀୟ ଦଳର ମନୋବଳ ବ ଢ଼ାଉଥିଲେ। କିନ୍ତୁ ଏହାକୁ କଂଗ୍ରେସ ମହିଳା ନେତା ଦିବ୍ୟା ମାରୁନ୍ଥାୟା ପସନ୍ଦ କରି ନ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri