ପାକିସ୍ତାନର ଦାଦାଗିରି: କରତାରପୁର ଗୁରୁଦ୍ୱାରା ସେବାରୁ ହଟିଲେ ଶିଖ୍‌ ସମ୍ପ୍ରଦାୟ

ଇସଲାମାବାଦ,୫।୧୧: ପାକିସ୍ତାନ କରତାରପୁର ଗୁରୁଦ୍ୱାରା ସେବା ଏବଂ ରକ୍ଷାଣବେକ୍ଷଣ ଦାୟିତ୍ୱରୁ ଜାଣିଶୁଣି ଶିଖ୍‌ ସମ୍ପ୍ରଦାୟଙ୍କୁ ହଟାଇ ଦେଇଛି। ଏବେ ଏହାର ଭାର ଏକ ସଂସ୍ଥାକୁ ଦିଆଯାଇଛି। ସଂସ୍ଥାରେ ଶିଖ୍‌ ସମ୍ପ୍ରଦାୟର କୌଣସି ସଦସ୍ୟ ନ ଥିବା ଅଭିଯୋଗ ହୋଇଛି। ଏବେ କରତାରପୁର ଗୁରୁଦ୍ୱାରାର ରକ୍ଷାଣବେକ୍ଷର ଦାୟିତ୍ୱ ପ୍ରୋଜେକ୍ଟ ମ୍ୟାନେଜମେଣ୍ଟ ୟୁନିଟ୍‌ ସମ୍ଭାଳିବ ବୋଲି କୁହାଯାଉଛି। ଏହି ଯୁନିଟ୍‌ର ୯ ଜଣ ସଦସ୍ୟ ଇଭାକ୍ୟୁ ଟ୍ରଷ୍ଟ୍‌ ପ୍ରପର୍ଟି ବୋର୍ଡ ସହିତ ଜଡ଼ିତ ଥିବା କୁହାଯାଉଛି। ଏହି ବୋର୍ଡ ସମ୍ପୂର୍ଣ୍ଣ ଭାବେ ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ନିୟନ୍ତ୍ରଣରେ ରହିଛି। ମ୍ୟାନେଜମେଣ୍ଟ ୟୁନିଟ ସିଇଓ ପଦରେ ମହମ୍ମଦ ତାରିକ୍‌ ଖାଁଙ୍କୁ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଲଭ ସଂଯୋଗର ଚମକିବ ୪ ରାଶିର ମହିଳାଙ୍କ ଭାଗ୍ୟ! ଧନବର୍ଷା ସହ ଖୋଲିବ ସୌଭାଗ୍ୟର ଦ୍ୱାର, ଜାଣନ୍ତୁ ସେହି ରାଶି କିଏ…

ଏଥର ହରତାଳିକା ତୀଜ ଓ ଗଣେଶ ଚତୁର୍ଥୀର ସଂଯୋଗକୁ ଧାର୍ମିକ ଦୃଷ୍ଟିରୁ ବେଶ ବିଶେଷ ମନେ କରାଯାଉଛି। ହିନ୍ଦୁ ଧର୍ମରେ ଉଭୟ ପର୍ବର ରହିଛି ବିଶେଷ ମହତ୍ତ୍ୱ।…

ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ

ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍‌ଏସ୍‌ଏମ୍‌ଇ ବିଭାଗର କମିଶନର-କମ୍‌-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍‌ଆଇଆର ସମ୍ପର୍କିତ କାର୍ଯ୍ୟର…

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ…

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

୪୭ ବର୍ଷରେ କମାଲ କଲେ ଏହି ବୋଲର: କ୍ରିକେଟ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: ମାତ୍ର ୮ ବର୍ଷର କ୍ୟାରିୟର ପରେ ଇମ୍ରାନ ତାହିର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଏହାର କିଛି ବର୍ଷ ପରେ ମଧ୍ୟ ତାଙ୍କ ସ୍ପିନ ବୋଲିଂର…

ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୦।୯: ପ୍ରଜ୍ଞା (PRAGYA)ର କାର୍ଯ୍ୟ ଏବେ ବିଦ୍ୟୁତ ଉତ୍ପାଦନ କରିବା ନୁହେଁ। ଏହା ଏକ ପ୍ରକାରର ପରୀକ୍ଷଣ ଯନ୍ତ୍ର (ଟେଷ୍ଟ ମେସିନ), ଯାହା ଉପରେ କମ୍ପାନୀ କ୍ରମାଗତ…

ଗୋଚର ଜମି ଜବରଦଖଲ ମାମଲା: ଅଭିଯୋଗକାରୀଙ୍କୁ ମିଳୁଛି ଧମକ, ପୀଡ଼ିତ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇ…

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରେଗଡ଼ା ଗ୍ରାମରେ ସରକାରୀ ଗୋଚର ଜମି ଜବରଦଖଲ କରି କିଛି ବ୍ୟକ୍ତି ଧାନଚାଷ କରୁଥିବା ଅଭିଯୋଗ…

ରାଜନୀତିରେ ବଡ଼ ହଲଚଲ: ମମତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ TMCର ବିଦ୍ରୋହୀ, କହିଲେ- ଆପଣ ଲଢ଼ିଲେ ଆମେ…

କୋଲକାତା,୧୦।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ମାହୋଲ ସରଗରମ ହୋଇଛି। ନନ୍ଦୀଗ୍ରାମରୁ ମମତା ବାନାର୍ଜୀ ନିର୍ବାଚନ ଲଢ଼ନ୍ତୁ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri