Posted inଖେଳ

ଡିଏଲଏସ ନିୟମରେ ୨୧ ରନରେ ଜିତିଲା ପାକିସ୍ତାନ, ନ୍ୟୁଜିଲାଣ୍ଡ ପରାଜିତ…

ବେଙ୍ଗାଲୁରୁ,୪।୧୧: ତାମିଲନାଡୁର ଚେନ୍ନାଇର ଏମ.ଚିନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ବିଶ୍ୱକପ ୨୦୨୩ର ୩୫ତମ ମ୍ୟାଚରେ ପାକିସ୍ତାନ ଡିଏଲଏସରେ ୨୧ ରନରେ ଜିତିଛି। ନ୍ୟୁଜିଲାଣ୍ଡ ପରାଜିତ ହୋଇଛି। ନ୍ୟୁଜିଲାଣ୍ଡ ୫୦ ଓଭରରେ ୬ ଓ୍ବିକେଟ ହରାଇ ୪୦୧ ରନ କରିଥିଲା। ଫଳାରେ ପାକିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୪୦୨ ରନ ରହିଥିଲା। ତେବେ ବର୍ଷା ଯୋଗୁ ଓଭର ୪୧ ଓଭର ଖେଳା ଯିବାକୁ ନିଷ୍ପତ୍ତି ହୋଇଥିଲା। ଏହା ବିଜୟ ଲକ୍ଷ୍ୟକୁ ୩୪୨ ରନ କରାଯାଇଥିଲା। ତେବେ ବର୍ଷା ଜାରି ରହିବା ଯୋଗୁ ଡିଏଲଏସ ନିୟମ ଅନୁସାରେ ପାକିସ୍ତାନକୁ ବିଜେତା ଘୋଷିତ କରାଯାଇଛି।

ପାକିସ୍ତାନ ଅଧିନାୟକ ବାବର ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଧିନାୟକ କାନେ ଓ୍ବିଲସନ୍ସଙ୍କ ନେତୃତ୍ୱରେ ନ୍ୟୁଜିଲାଣ୍ଡ ବ୍ୟାଟିଂ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri