Posted inଖେଳ

ପ୍ରଥମ ଟି୨୦ ଜିତିଲା ପାକିସ୍ତାନ

ହରାରେ, ୨୨।୪- ହରାରେ ସ୍ପୋର୍ଟ୍ସ କ୍ଲବରେ ବୁଧବାର ଅନୁଷ୍ଠିତ ପ୍ରଥମ ଟି୨୦ କ୍ରିକେଟ ମ୍ୟାଚରେ ପାକିସ୍ତାନ ୧୧ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ମହମ୍ମଦ ରିଜଓ୍ବାନଙ୍କ ଦ୍ରୁତ ୮୨(୬୧ ବଲ, ୧୦ ଚୌକା, ୧ ଛକା) ସତ୍ତ୍ୱେ ୨୦ ଓଭରରେ ୭ ଉଇକେଟ ହରାଇ ୧୪୯ ରନ କରିଥିଲା। ବିପକ୍ଷ ବୋଲରଙ୍କ ମଧ୍ୟରେ ଲ୍ୟୁକ୍‌ ଜଙ୍ଗଓ୍ବି ଓ ଓ୍ବେସଲି ମାଧଭେରେ ୨ଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ଜିମ୍ବାଓ୍ବେ ୨୦ ଓଭରରେ ୧୩୮/୭ରେ ସୀମିତ ରହିଥିଲା। ଦଳ ପକ୍ଷରୁ କ୍ରେଗ୍‌ ଇର୍ଭିନ ସର୍ବାଧିକ ୩୪ ଓ ଜଙ୍ଗଓ୍ବି ୩୦* ରନ କରିଥିଲେ। ପାକିସ୍ତାନ ପକ୍ଷରୁ ଉମର କାଦିର ୩ଟି ଓ ମହମ୍ମଦ ହାସନେନ ୨ଟି ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?