Posted inଖେଳ

ପ୍ରଥମ ଟି୨୦ ଜିତିଲା ପାକିସ୍ତାନ

ଫ୍ଲୋରିଡା,୧ା୮: ସ୍ୟାମ ଆୟୁବଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଓ ମହମ୍ମଦ ନଓ୍ବାଜଙ୍କ ୩ ଉଇକେଟ ସଫଳତା ବଳରେ ପାକିସ୍ତାନ ୧୪ ରନରେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌କୁ ଜିତି ନେଇଛି। ପାକିସ୍ତାନ ପକ୍ଷରୁ ଧାର୍ଯ୍ୟ ୧୭୯ ରନର ଟାର୍ଗେଟର ପିଛା କରି ଓ୍ବେଷ୍ଟଇଣ୍ଡିଜ ୭ ଉଇକେଟ ହରାଇ ୧୬୪ ରନ କରିବାକୁ ସକ୍ଷମ ହୋଇଥିଲା। ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ଆୟୁବଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ କରାଯାଇଛି। ଏହି ବିଜୟ ସହ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ପାକିସ୍ତାନ ୧-୦ରେ ଆଗରେ ରହିଛି। ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ୩ ତାରିଖରେ ସମାନ ଭେନ୍ୟୁରେ ଖେଳାଯିବ।

ପାଇ ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ ୨୦ ଓଭରରେ ୬ ଉଇକେଟ ହରାଇ ୧୭୮ ରନ୍‌ କରିଥିଲା। ଦଳ ପାଇଁ ଆୟୁବ ୫୮ (୫ ଚୌକା ଓ ୨ ଛକା), ଫଖର ଜାମନ ୨୮ (୨ ଚୌକା ଓ ୧ ଛକା) ଓ ହାସନ ନଓ୍ବାଜ ୨୪ (୧ ଚୌକା ଓ ୨ ଛକା) ରନ୍‌ କରିଥିଲେ।

ଓ୍ବେଷ୍ଟଇଣ୍ଡିଜ ଲାଗି ବୋଲିଂରେ ଶାମର ଯୋଶେଫ ୩ ଉଇକେଟ ନେଇଥିଲେ। ଜବାବରେ ଓ୍ବେଷ୍ଟଇଣ୍ଡିଜ ଶେଷ ପର୍ଯ୍ୟନ୍ତ ଖେଳିବା ସତ୍ତ୍ୱେ ୭ ଉଇକେଟ ହରାଇ ୧୬୪ ରନ କରିବାକୁ ସକ୍ଷମ ହୋଇଥିଲା। ଦଳ ପକ୍ଷରୁ ଜନସନ ଚାଲର୍‌ସ ୩୫ (୨ ଲେଖାଏ ଚୌକା ଓ ଛକା), ଜେଓ୍ବେଲ ଆଣ୍ଡ୍ର୍ୟୁ ୩୫ (୧ ଚୌକା ଓ ୩ ଛକା), ଜାସନ ହୋଲ୍ଡର ୩୦ (୪ ଛକା) ଓ ଶାମର ୨୧ (୧ ଚୌକା ଓ ୨ ଛକା) ରନ କରିଥିଲେ। ପାକିସ୍ତାନ ପାଇଁ ମହମ୍ମଦ ନଓ୍ବାଜ ୩ ଓ ଆୟୁବ ୨ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri