Posted inଖେଳ

ଟସ୍‌ ଜିତି ପାକିସ୍ତାନର ବ୍ୟାଟିଂ ନିଷ୍ପତ୍ତି…

କଲମ୍ବୋ,୧୪।୯: ୨୦୨୩ ଏସିଆ କପ ଗୁରୁବାର ପାକିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ସୁପର ଫୋର୍‌ ମ୍ୟାଚ କଲମ୍ବୋର ଆର ପ୍ରେମାଦାସା ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ପାକିସ୍ତାନୀ ଦଳର ଅଧିନାୟକ ବାବର ଆଜମ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ବେଳେ ଶ୍ରୀଲଙ୍କା ବୋଲିଂ କରିବାକୁ ପଡିଆକୁ ଓହ୍ଲାଇଛି। ଉଭୟ ଦଳକୁ ପୂର୍ବ ମ୍ୟାଚରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହି ମ୍ୟାଚ ପାଇଁ ପ୍ଲେ-୧୧ରେ ପାକିସ୍ତାନ ଏବଂ ଶ୍ରୀଲଙ୍କା ବଡ ପରିବର୍ତ୍ତନ କରିଛନ୍ତି। ବର୍ଷା ହେତୁ ଏହି ମ୍ୟାଚ ୪୫-୪୫ ଓଭରର ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ…

ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ…

ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍‌ ଡେ’

ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍‌ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ…

ଆଜିଠୁ ଟି୨୦ ବିଶ୍ୱକପ୍‌: ସାମ୍ନାସାମ୍ନି ହେବେ…

ମୁମ୍ବାଇ, ୭।୨: ଆଇସିସି ପୁରୁଷ ଟି୨୦ କ୍ରିକେଟ ବିଶ୍ୱକପ୍‌ର ୧୦ମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ମେଗା ପ୍ରତିଯୋଗିତାରେ ଗତଥରର ଚାମ୍ପିୟନ ଭାରତ ନିଜର…

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri