Posted inଜାତୀୟ

କର୍ନାଟକ ବିଧାନସଭାରେ ଦିଆଯାଇଥିଲା ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ: ମିଳିଲା ପ୍ରମାଣ

ବେଙ୍ଗାଲୁରୁ,୧।୩: କର୍ନାଟକରେ ରାଜ୍ୟ ସଭା ଏମ୍‌ପି ନାସିର ହୁସେନଙ୍କ ବିଜୟ ପରେ ବିଧାନସଭା ବାହାରେ ପାକିସ୍ତାନ ଜିନ୍ଦାବାଦର ସ୍ଲୋଗାନ ଦିଆଯାଇଥିଲା। ବର୍ତ୍ତମାନ ଏହି ମାମଲାରେ ଫୋରେନସିକ ରିପୋର୍ଟ ସାମ୍ନାକୁ ଆସିଛି। ଏହି ରିପୋର୍ଟରେ ଦାବି କରାଯାଇଛି, କର୍ନାଟକ ବିଧାନସଭା ବାହାରେ ‘ପାକିସ୍ତାନ ଜିନ୍ଦାବାଦ’ର ସ୍ଲୋଗାନ ଦିଆଯାଇଛି।
କଂଗ୍ରେସ ପ୍ରାର୍ଥୀ ରାଜ୍ୟ ସଭା ବିଜୟ ଉତ୍ସବରେ ପାକିସ୍ତାନ ସମର୍ଥକ ସ୍ଲୋଗାନ ଦିଆଯାଇଛି ବୋଲି ଫୋରେନସିକ ବିଶେଷଜ୍ଞମାନେ ଏହା ପ୍ରମାଣ କରିଛନ୍ତି। ରାଜ୍ୟ ସରକାରଙ୍କ ନିକଟରେ ଦାଖଲ ହୋଇଥିବା ରିପୋର୍ଟରେ ଉଭୟ ଭିଡିଓ ଏବଂ ଅଡିଓରେ ପାକିସ୍ତାନ ସମର୍ଥକ ସ୍ଲୋଗାନଗୁଡ଼ିକର ଫୁଟେଜ୍‌ ମଧ୍ୟ ନିଶ୍ଚିତ ହୋଇଛି ଏବଂ ଏହି ଫୁଟେଜକୁ ହେରଫେର କରାଯାଇ ନାହିଁ ବୋଲି କୁହାଯାଇଛି।
ଏହି ମାମଲାରେ ପଚରାଉଚରା ପାଇଁ ମହମ୍ମଦ ଶାଫିକ ନାସିପୁଡିଙ୍କୁ ଗିରଫ କରାଯାଇଛି ବୋଲି ହାଭେରୀ ପୋଲିସ ଅଧୀକ୍ଷକ ଅଂଶୁକୁମାର କହିଛନ୍ତି। ହାଭେରୀ ଅଧୀକ୍ଷକ କହିଛନ୍ତି, ଫେବୃଆରୀ ୨୭ରେ କର୍ନାଟକ ବିଧାନସଭାରେ ପାକିସ୍ତାନ ସମର୍ଥକ ସ୍ଲୋଗାନ ଦେବା ନେଇ ବିଧାନ ସୌଧ ପୋଲିସ ଷ୍ଟେଶନରେ ଏକ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ଜଣେ ସନ୍ଦିଗ୍ଧ ମହମ୍ମଦ ଶଫିକ ନାସିପୁଡିଙ୍କୁ ବେଙ୍ଗାଲୁରୁ ପୋଲିସ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri