Posted inଜାତୀୟ

ତ୍ରିରଙ୍ଗା ରାଲିବେଳେ ପାକିସ୍ତାନ ଜିନ୍ଦାବାଦ୍‌ ସ୍ଲୋଗାନ

ନୂଆଦିଲ୍ଲୀ,୨୦ା୮: ଉତ୍ତରପ୍ରଦେଶର ଆଲିଗଡ଼ କଲେଜ ପକ୍ଷରୁ ଗତ ୧୩ ତାରିଖରେ ତ୍ରିରଙ୍ଗା ରାଲି ବେଳେ କେତେଜଣ ଛାତ୍ର ପାକିସ୍ତାନ ଜିନ୍ଦାବାଦ୍‌ ସ୍ଲୋଗାନ ଦେଇଥିଲେ। ଏନେଇ ଅଭିଯୋଗ ହୋଇଥିଲେ ହେଁ କଲେଜ ପ୍ରଶାସନ ସେମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିଲା। ଉକ୍ତ ତ୍ରିରଙ୍ଗା ଯାତ୍ରାର ଭିଡିଓ ପଦାକୁ ଆସିବା ପରେ ଉତ୍ତରପ୍ରଦେଶ ପୋଲିସ କଲେଜ ପ୍ରିନ୍ସିପାଲ, ପରିଚାଳକଙ୍କ ସମେତ କେତେଜଣ ଛାତ୍ରଙ୍କ ବିରୋଧରେ ମାମଲା ରୁଜୁ କରିଛି। ତେବେ ରାଲି ବେଳେ ଛାତ୍ରମାନେ ହିନ୍ଦୁସ୍ତାନ ଜିନ୍ଦାବାଦ ସ୍ଲୋଗାନ ଦେଉଥିବାବେଳେ କେତେଜଣ ହଠାତ୍‌ ପାକିସ୍ତାନ ସପକ୍ଷରେ ସ୍ଲୋଗାନ ଦେଇଥିଲେ। ସେମାନେ ଛାତ୍ର କି ଅଣଛାତ୍ର ତାହା ସ୍ପଷ୍ଟ ହୋଇ ନ ଥିବା ରାଜନ କୁମାର ନାମକ ଜଣେ ଛାତ୍ର କହିଛନ୍ତି। କଲେଜ ପକ୍ଷରୁ ଘଟଣାର ତଦନ୍ତ ଚାଲିଛି, କିନ୍ତୁ ସ୍ଲୋଗାନ ସମୟର ଭିଡିଓ ମିଳିନାହିଁ ବୋଲି ପ୍ରିନ୍ସିପାଲ ଏକ ଗଣମାଧ୍ୟମକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲୋର ଟେଷ୍ଟର ଆଉ ଆବଶ୍ୟକତା ନାହିଁ, ବିଧାନସଭା ସଚିବ ଦେଲେ ସୂଚନା…

ମୁମ୍ବାଇ, ୩୦।୬ : ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦରୁ ଉଦ୍ଧବ ଠାକ୍‌ରେଙ୍କ ଇସ୍ତଫା ପରେ ବିଧାନସଭା ସଚିବ ରାଜେନ୍ଦ୍ର ଭାଗଓ୍ବତ ସୂଚନା ଦେଇଛନ୍ତି ଯେ, ଆଉ ଫ୍ଲୋର...

ସ୍ବାମୀ କରୁଥିଲେ ଦ୍ୱିତୀୟ ବିବାହ, ମଣ୍ଡପରେ ପହଞ୍ଚିଲେ ପ୍ରଥମ ସ୍ତ୍ରୀ

ମୁଜାଫରନଗର, ୧୬।୭: ଛାଡପତ୍ର ନ ଦେଇ ଦ୍ୱିତୀୟ ବିବାହ କରୁଥିବା ସ୍ବାମୀଙ୍କୁ ହାଜତକୁ ନେଇଛନ୍ତି ପ୍ରଥମ ସ୍ତ୍ରୀ। ସ୍ବାମୀ ମଣ୍ଡପରେ ଦ୍ୱିତୀୟ ବିବାହ କରୁଥିବା ଜାଣି...

ଓଲାରୁ ୨୦୦ କର୍ମଚାରୀ ଛଟେଇ

ନୂଆଦିଲ୍ଲୀ,୧୪।୧: ଦେଶର ପ୍ରମୁଖ କ୍ୟାବ୍‌ ଏଗ୍ରିଗେଟର କମ୍ପାନୀ ଓଲା ଶୁକ୍ରବାର ତା’ର ୨୦୦ କର୍ମଚାରୀଙ୍କୁ ଛଟେଇ କରିଥିବା ଜଣାପଡ଼ିଛି। ଏପରିକି ଓଲାର ଟେକ୍‌, ପ୍ରଡକ୍ଟ ଓ...

ରାଖୀ ପୂର୍ଣ୍ଣିମାରେ ଭଉଣୀକୁ କିଡ୍‌ନୀ ଦେଲେ ଭାଇ

ନୂଆଦିଲ୍ଲୀ, ୨୩ା୮: ରାଖୀ ପୂର୍ଣ୍ଣିମାରେ ଭଉଣୀକୁ ଉପହାରରେ ନୂଆ ଜୀବନ ଦେଇଛନ୍ତି ଭାଇ। କିଡ୍‌ନୀଜନିତ ରୋଗରେ ପୀଡ଼ିତ ଭଉଣୀକୁ ତାଙ୍କ ସାନଭାଇ ନିଜର ଏକ କିଡ୍‌ନୀ...

କମଳନାଥଙ୍କ ଅଡୁଆ ବଢ଼ିଲା

ନୂଆଦିଲ୍ଲୀ,୧୦ା୯(ଆଇଏଏନ୍‌ଏସ୍‌): ୧୯୮୪ ଶିଖ୍‌ ବିରୋଧୀ ଦଙ୍ଗା ମାମଲା ଫାଇଲ ପୁଣି ଥରେ ଖୋଲିବା ପ୍ରସ୍ତାବକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମଞ୍ଜୁରୀ ଦେବା ପରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ...

ଦେଶର ପ୍ରଥମ କୋଭିଡ କେୟାର ଆଶ୍ରମ: ଯୋଗ, ଧ୍ୟାନ, ଆଧ୍ୟାତ୍ମିକ ଉପାୟରେ କରାଯିବ ଚିକିତ୍ସା

ମୁମ୍ବାଇ,୨୧।୬: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ସାଙ୍ଘାତିକ ହେବାରେ ଲାଗିଛି। ତେବେ କରୋନାର ଚିକିତ୍ସା କରିବାକୁ ମହାରାଷ୍ଟ୍ର ସରକାର ୧ ହଜାର ଶଯ୍ୟା ବିଶିଷ୍ଟ...

କରୋନା ସାଜିଲା ବାଧକ: ବିବାହ ସ୍ଥଗିତ ରଖିଲେ ଉପ ଜିଲାପାଳ

ରାୟପୁର,୨୬।୩: କରାନା ଭାଇରସ ସଂକ୍ରମଣକୁ ରୋକିବାକୁ ସରକାର ସାରା ଦେଶକୁ ୨୧ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ସାରା ଦେଶ ଏକ ପ୍ରକାର...

୨୨ ବିଦ୍ରୋହୀ ବିଧାୟକଙ୍କୁ ବାଚସ୍ପତିଙ୍କ ନୋଟିସ

ଭୋପାଳ,୧୩।୩(ପି.ଟି.): ମଧ୍ୟପ୍ରଦେଶର ୨୨ ଜଣ କଂଗ୍ରେସ ବିଧାୟକ ଇସ୍ତଫା ଦେଇଥିବାବେଳେ ବାଚସ୍ପତି ଏନ୍‌.ପି. ପ୍ରଜାପତି ସେମାନଙ୍କୁ ନୋଟିସ ଜାରି କରିଛନ୍ତି। ସେମାନେ ସ୍ବେଚ୍ଛାକୃତ ଭାବେ ଇସ୍ତଫା...

Advertisement
Archives

Model This Week