ପାକିସ୍ତାନୀ ନାଗରିକ ଦେଶ ଛାଡ଼ିବା ପ୍ରସଙ୍ଗ: ଆଜି ଶେଷ ହେଉଛି ଡେଡ୍‌ଲାଇନ୍‌, ନ ଛାଡିଲେ…

ଭୁବନେଶ୍ୱର,୨୯।୪: ଗତ ୨୨ ତାରିଖରେ ପହଲ୍‌ଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୋଧରେ ଗୋଟିଏ ପରେ ଗୋଟିଏ କଡ଼ା ପଦକ୍ଷେପ ଉଠାଇଛି। ଏହି ପରିପ୍ରେକ୍ଷୀରେ ଭାରତ ସରକାରଙ୍କ ପକ୍ଷରୁ ପାକିସ୍ତାନ ନାଗରିକଙ୍କ ଭିସା ରଦ୍ଦ କରାଯିବା ସହ ଅଟାରୀ ବର୍ଡରକୁ ଅସ୍ଥାୟୀ ଭାବେ ବନ୍ଦ କରି ଦିଆଯାଇଛି।

ଏପରିକି ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଦୀର୍ଘମିଆଦୀ, କୂଟନୈତିକ ଏବଂ ସରକାରୀ ଭିସା ବ୍ୟତୀତ ସମସ୍ତ ପାକିସ୍ତାନୀ ନାଗରିକଙ୍କ ପାଇଁ ଭିସା ରଦ୍ଦ କରାଯାଇଛି। ଯାହା ଏପ୍ରିଲ ୨୬ ଯାଏ ରହିଥିଲା। ଏପରିକି ଚିକିତ୍ସା ଭିସାଧାରୀମାନଙ୍କୁ ଏପ୍ରିଲ ୨୯ ପର୍ଯ୍ୟନ୍ତ ସମୟ ଦିଆଯାଇଛି। ଆଜି ହେଉଛି ଡେଡ୍‌ଲାଇନ୍‌ର ଶେଷ ତାରିଖ।

ଅନ୍ୟପକ୍ଷେ ପାକିସ୍ତାନୀ ନାଗରିକ ଭାରତ ନ ଛାଡିବେ ଇମିଗ୍ରେସନ ଓ ଫରେନର୍ସ ଆକ୍ଟ-୨୦୨୫ ଆଧାରରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଦେଶ ନ ଛାଡ଼ିଲେ ୩ ବର୍ଷର ଜେଲ ଦଣ୍ଡାଦେଶ ସହ ୩ ଲକ୍ଷ ଟଙ୍କା ଜରିମାନା ଦେବାକୁ ପଡିବ।

ଓଡ଼ିଶାରେ ୧୨ଜଣ ପାକିସ୍ତାନୀ ନାଗରିକ ରହିଥିବା ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଭାରତ ଛାଡି ଥିବା ବେଳେ ବାକି ୧୧ଜଣ କେବେ ଦେଶ ଛାଡିବେ ସେ ନେଇ ପରବର୍ତ୍ତୀ ନିର୍ଦ୍ଦେଶାନାମ ପରେ ନିଷ୍ପତ୍ତି ନିଆଯିବ ବୋଲି ପୋଲିସ ଡିଜି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri