Posted inଜାତୀୟ

ପାକିସ୍ତାନ ଡିଗ୍ରୀଧାରୀ ଡାକ୍ତରଙ୍କୁ ଭାରତରେ ଚିକିତ୍ସା କରିବା ମନା

ନୂଆଦିଲ୍ଲୀ, ୧୩।୮: ପାକିସ୍ତାନର ମେଡ଼ିକାଲ କଲେଜରୁ ଡିଗ୍ରୀ ହାସଲ କରିଥିବା ଡାକ୍ତର ଏବେ ଭାରତରେ ଚିକିତ୍ସା କରି ପାରିବେ ନାହିଁ। ଏନେଇ ମେଡ଼ିକାଲ କାଉନସିଲ୍‌ ଅଫ୍‌ ଇଣ୍ଡିଆ(ଏମ୍‌ସିଆଇ) ପକ୍ଷରୁ ଏକ ସର୍କୁଲାର ଜାରି କରାଯାଇଛି। ପାକ୍‌ ଅଧିକୃତ ଜମ୍ମୁ କଶ୍ମୀର ଏବଂ ଲଦାଖ ଅଞ୍ଚଳରେ ଥିବା ମେଡ଼ିକାଲ କଲେଜର ଡିଗ୍ରୀ ରହିଛି ତାହା ଭାରତରେ ଗ୍ରହଣ ଯୋଗ୍ୟ ହେବ ନାହିଁ। ଏହି ଅଞ୍ଚଳର କିଛି ସ୍ଥାନ ଉପରେ ପାକିସ୍ତାନ ଅବୈଧ ଭାବେ ଦଖଲ କରିଛି। ଏମ୍‌ସିଆଇର ୧୯୫୬ ଅଧିନିୟମ ଅନ୍ତର୍ଗତ ଏସବୁ ଅଞ୍ଚଳର ମେଡିକାଲ କଲେଜର ଡିଗ୍ରୀକୁ ଭାରତରେ ଗ୍ରହଣ କରାଯିବ ନାହିଁ। ଏଭଳି ଡିଗ୍ରୀଧାରୀ ଡାକ୍ତରଙ୍କୁ ଭାରତରେ ପଞ୍ଜିକରଣ କରିବାର ଅନୁମତି ମିଳିବ ନାହିଁ ବୋଲି ଏମ୍‌ସିଆଇର ସେକ୍ରେଟାରୀ ଜେନେରାଲ ଡ.ଆର୍‌.କେ. ଭାଟସ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୃଷ୍ଣ ଜନ୍ମଭୂମିର ୧୦ ବର୍ଗ କିଲୋମିଟର ଅଞ୍ଚଳ ତୀର୍ଥସ୍ଥଳ ଘୋଷଣା

ଲକ୍ଷ୍ନୌ,୧୦ ।୯: ମଥୁରାକୁ ନେଇ ଯୋଗୀ ଆଦିତ୍ୟାନାଥଙ୍କ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି । ସରକାର ମଥୁରାର ଶ୍ରୀକୃଷ୍ଣ ଜନ୍ମସ୍ଥାନର ୧୦ ବର୍ଗ କିଲୋମିଟର...

ଜରା ଆଖୋଁ ମେ ଭରଲୋ ପାନି…

ମୁମ୍ବାଇ, ୬।୨ : ସ୍ବର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କର ୯୨ ବର୍ଷରେ ପରଲୋକ ଘଟିଛି। ସରସ୍ବତୀ ପୂଜାର ଗୋଟିଏ ଦିନ ପରେ ସ୍ବର ସାମ୍ରାଜ୍ଞୀ ଅଜଣା...

ବ୍ୟାଣ୍ଡ୍‌-ବାଜା ସହ ପହଞ୍ଚିଲେ ବର, କନ୍ୟା ଘରେ ପଡିଥିଲା ତାଲା: ଆଉ ତା’ପରେ

ଚଣ୍ଡିଗଡ,୨୬।୧: ପଞ୍ଜାବର ମୋଗା ଜିଲାରେ ଏକ ରୋଚକ ଘଟଣା ଘଟିଛି। ବ୍ୟାଣ୍ଡବାଜା ସହ ବର କନ୍ୟା ଘରେ ପହଞ୍ଚିବା ପରେ ସେଠାରେ ଏକ ଅଜବ ପରିସ୍ଥିତି...

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୨୨।୭: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ସୋମବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ରାଜୌରୀ ଜିଲାର ନିୟନ୍ତ୍ରଣ ରେଖାଠାରେ ଥିବା ସୁନ୍ଦରବାଣୀ ସେକ୍ଟରର ଭାରତୀୟ ଫରଓ୍ବାର୍ଡ...

କେବଳ ଫୁସଫୁସ ନୁହେଁ ଶରୀରର ଅନ୍ୟ କିଛି ମୁଖ୍ୟ ଅଙ୍ଗକୁ ବି ପ୍ରଭାବିତ କରୁଛି କରୋନା!

ଭୋପାଳ,୯ ।୭: କରୋନା ସଂକ୍ରମଣ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି । ଏହା ପ୍ରଥମେ ଫୁସଫୁସକୁ ସଂକ୍ରମିତ କରିବା ପରେ ରୋଗୀର ଅବସ୍ଥା...

୧୪୪ ଆସନ ନ ମିଳିଲେ ଭାଜପା ସହ ମେଣ୍ଟ କରିବନି ଶିବସେନା

ମୁମ୍ବାଇ,୧୯।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସବୁ ରାଜନୈତିକ ଦଳ ଏହାକୁ ନେଇ ପ୍ରସ୍ତୁତି ଆରମ୍ଭ କରି ସାରିଲେଣି। ଏମିତିକି ପ୍ରାୟ ସବୁ...

ତୃତୀୟ ଲହର ଲାଗି ଯୋଜନାବଦ୍ଧ ଲଢ଼େଇ ଅପରିହାର୍ଯ୍ୟ…

ନୂଆଦିଲ୍ଲୀ,୮।୫: ଦେଶରେ କରୋନାର ତାଣ୍ଡବ ଜାରି ରହିଛି। ଦ୍ୱିତୀୟ ଲହରର ତାଣ୍ଡବ ଦେଶରୁ ନ ଯାଉଣୁ ଏବେ ତୃତୀୟ ଲହର ଆସିବା ନେଇ ସତର୍କ ସୂଚନା...

୭ ରାଜ୍ୟରେ ବାର୍ଡ ଫ୍ଲୁ: ପଞ୍ଚକୁଲାରେ ୧୦ ଦିନରେ ୪ ଲକ୍ଷରୁ ଅଧିକ ପକ୍ଷୀ ମୃତ

ନୂଆଦିଲ୍ଲୀ,୬।୧: ଦେଶର ୭ ରାଜ୍ୟରେ ବାର୍ଡ ଫ୍ଲୁ ଯୋଗୁ ଆତଙ୍କ ଦେଖାଦେଇଛି। ମଧ୍ୟପ୍ରଦେଶ, କେରଳ, ଗୁଜରାଟ, ହରିୟାଣା, ହିମାଚଳପ୍ରଦେଶ, ପଞ୍ଜାବ, ରାଜସ୍ଥାନ ଆଦି ରାଜ୍ୟରେ ସ୍ଥିତି...

Advertisement
Archives

Model This Week