Posted inଜାତୀୟ

ପାକିସ୍ତାନ ଡିଗ୍ରୀଧାରୀ ଡାକ୍ତରଙ୍କୁ ଭାରତରେ ଚିକିତ୍ସା କରିବା ମନା

ନୂଆଦିଲ୍ଲୀ, ୧୩।୮: ପାକିସ୍ତାନର ମେଡ଼ିକାଲ କଲେଜରୁ ଡିଗ୍ରୀ ହାସଲ କରିଥିବା ଡାକ୍ତର ଏବେ ଭାରତରେ ଚିକିତ୍ସା କରି ପାରିବେ ନାହିଁ। ଏନେଇ ମେଡ଼ିକାଲ କାଉନସିଲ୍‌ ଅଫ୍‌ ଇଣ୍ଡିଆ(ଏମ୍‌ସିଆଇ) ପକ୍ଷରୁ ଏକ ସର୍କୁଲାର ଜାରି କରାଯାଇଛି। ପାକ୍‌ ଅଧିକୃତ ଜମ୍ମୁ କଶ୍ମୀର ଏବଂ ଲଦାଖ ଅଞ୍ଚଳରେ ଥିବା ମେଡ଼ିକାଲ କଲେଜର ଡିଗ୍ରୀ ରହିଛି ତାହା ଭାରତରେ ଗ୍ରହଣ ଯୋଗ୍ୟ ହେବ ନାହିଁ। ଏହି ଅଞ୍ଚଳର କିଛି ସ୍ଥାନ ଉପରେ ପାକିସ୍ତାନ ଅବୈଧ ଭାବେ ଦଖଲ କରିଛି। ଏମ୍‌ସିଆଇର ୧୯୫୬ ଅଧିନିୟମ ଅନ୍ତର୍ଗତ ଏସବୁ ଅଞ୍ଚଳର ମେଡିକାଲ କଲେଜର ଡିଗ୍ରୀକୁ ଭାରତରେ ଗ୍ରହଣ କରାଯିବ ନାହିଁ। ଏଭଳି ଡିଗ୍ରୀଧାରୀ ଡାକ୍ତରଙ୍କୁ ଭାରତରେ ପଞ୍ଜିକରଣ କରିବାର ଅନୁମତି ମିଳିବ ନାହିଁ ବୋଲି ଏମ୍‌ସିଆଇର ସେକ୍ରେଟାରୀ ଜେନେରାଲ ଡ.ଆର୍‌.କେ. ଭାଟସ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri