Posted inଜାତୀୟ

ପାକିସ୍ତାନୀ ଡ୍ରୋନ୍‌କୁ ଗୁଳିକରି ଖସାଇଲେ ବିଏସ୍‌ଏଫ୍‌ ଯବାନ

ଶ୍ରୀନଗର,୨୧।୧୧: ଏଲ୍‌ଓସିରେ ପାକିସ୍ତାନ ଉତ୍ତେଜନା ସୃଷ୍ଟି କରିବାରେ ଲାଗିଛି। ସାମ୍ବା ସେକ୍ଟରରେ ଏକ ପାକିସ୍ତାନ ଡ୍ରୋନ୍‌କୁ ବିଏସ୍‌ଏଫ୍‌ ଯବାନ ଗୁଳିକରି ଖସାଇ ଦେଇଛନ୍ତି। ଡ୍ରେନ୍‌ଟି ଭାରତୀୟ ସୀମାର ୫୦୦ ମିଟର ଭିତରକୁ ପ୍ରବେଶ କରିଥିବା କୁହାଯାଉଛି। ଡ୍ରୋନ୍‌କୁ ଦେଖିବା ପରେ ବିଏସ୍‌ଏଫ୍‌ ଯବାନଙ୍କ ପକ୍ଷରୁ ଆଲର୍ଟ ଜାରି କରାଯିବା ସହିତ ଲକ୍ଷ୍ୟ କରି ୧୨ରୁ ୧୫ ରାଉଣ୍ଡ ଗୁଳି ଫାୟାରିଂ କରାଯାଇଥିଲା। ଡ୍ରୋନ୍‌ ଦ୍ୱାରା ପାକିସ୍ତାନ ଆତଙ୍କବାଦୀଙ୍କ ପାଖରେ ଅସ୍ତ୍ରଶସ୍ତ୍ର ପହଞ୍ଚାଇବା କାର୍ଯ୍ୟ କରୁଥିବା ଭାରତୀୟ ପ୍ରତିରକ୍ଷା ବିଭାଗ ପକ୍ଷରୁ କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ସୀମାରେ ପାଟ୍ରୋଲିଂ ଏବଂ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାପ ଲାଞ୍ଜରେ ହାତ ମାରୁଥିଲେ ଯୁବକ, ଘଟିଲା ଏମିତି

ଉନ୍ନାଓ,୧୮।୮: ଉତ୍ତର ପ୍ରଦେଶର ଉନ୍ନାଓ ଜିଲାରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଏକ ସାପ ଲାଞ୍ଜକୁ ଧରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା...

ଆଗରେ ଖଟ୍ଟର

ହରିୟାଣା,୨୪।୧୦:ହରିୟାଣା ବିଧାନସଭା ନିର୍ବାଚନର ଫଳଫଳ ପାଇଁ ଗୁରୁବାର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଯାଇଛି। ତେବେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ପ୍ରଥମ...

ପୁରୋହିତଙ୍କୁ କ’ଣ ଦକ୍ଷିଣା ଦେଲେ ମୋଦି: ଜାଣନ୍ତୁ…

ଅଯୋଧ୍ୟା, ୫।୮: ୫ ଅଗଷ୍ଟ ୨୦୨୦ରେ ପ୍ରଭୁ ଶ୍ରୀ ରାମଙ୍କ ଜନ୍ମଭୂମିରେ ଏକ ନୂଆ ଇତିହାସ ଲେଖା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ମନ୍ଦିର...

ବିଶ୍ୱ ପରିବେଶ ଦିବସରେ ସମସ୍ତଙ୍କୁ ଚାରା ଲଗାଇବାକୁ କହିଲେ ମୋଦି

ନୂଆଦିଲ୍ଲୀ,୫।୬: ଭବିଷ୍ୟତରେ ପରିବେଶକୁ ସୁସ୍ଥ ଓ ସୁନ୍ଦର ରଖିବା ପାଇଁ ସମସ୍ତେ ଅଧିକରୁ ଅଧିକ ଚାରା ଲଗାଇବାକୁ ବିଶ୍ୱ ପରିବେଶ ଦିବସରେ ଆହ୍ବାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ...

୩୧ ବର୍ଷରେ ପଦାର୍ପଣ କଲେ ତେଜସ୍ବୀ, ଗୋଟିଏ ଦିନ ପରେ ମିଳିପାରେ ବଡ ଉପହାର

ପାଟନା,୯।୧୧: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସୁପୁତ୍ର ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ସୋମବାର ୩୧ ବର୍ଷରେ ପଦାର୍ପଣ କରିଛନ୍ତି। ଏହି...

୧୦ ରାଜ୍ୟକୁ ମିଳିଛି ସ୍ବତନ୍ତ୍ର ମାନ୍ୟତା

ନୂଆଦିଲ୍ଲୀ,୬ା୮: ଭାରତର ସମ୍ବିଧାନ କେବଳ ଜମ୍ମୁ-କଶ୍ମୀରକୁ ନୁହେଁ, ବରଂ ୧୦ ରାଜ୍ୟକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରିଛି। ସମ୍ବିଧାନର ଅନୁଚ୍ଛେଦ ୩୬୮ରେ ପ୍ରଦତ୍ତ କ୍ଷମତା ଅନୁସାରେ...

କରୋନା ପରବର୍ତ୍ତୀ ସ୍ଥିତି ବିଶ୍ୱ ଅର୍ଥନୀତି ଲାଗି ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଭାରତ- ୟୁରୋପ ସଂଘ(ଇୟୁ) ସମିଟ୍‌କୁ ଭିଡିଓ କନ୍‌ଫରେନ୍ସରେ ଉଦ୍‌ବୋଧନ ଦେଇ ଅର୍ଥନୀତି ସୁଧାର ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାମାରୀ...

ମୋଦିଙ୍କ ଜନ୍ମଦିନ ପାଇଁ ଚାଲିଛି ପ୍ରସ୍ତୁତି, ଏଥର ଏମିତି କରାଯିବ ପାଳନ

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗାମୀ ସେପ୍ଟେମ୍ବର ୧୭ରେ ୭୦ ବର୍ଷରେ ପଦାର୍ପଣ କରିବେ। ଏହି ଦିନ ଭାରତୀୟ ଜନତା ପାର୍ଟି ପକ୍ଷରୁ ଏକ ଭିନ୍ନ ଢଙ୍ଗରେ...


Coronavirus Update

Archives

Model This Week

Why Dharitri