ଗୋଟିଏ ପରିବାରର ୬୦ତମ ସନ୍ତାନ ଜନ୍ମ

ଇସ୍‌ଲାମାବାଦ,୩।୧: ଗୋଟିଏ ପରିବାରରେ ୬୦ତମ ସନ୍ତାନ ଜନ୍ମ ନେଇଛି। କଥାଟି ଶୁଣିବାକୁ ଟିକେ ଅଡୁଆ ଲାଗିପାରେ। ହେଲେ କଥାଟି ସତ। କିଛି ଏଭଳି ଘଟଣା ଘଟିଛି ପାକିସ୍ତାନ ବଲୁଚିସ୍ତାନର ରାଜଧାନୀ କ୍ୱେଟାରେ। କ୍ୱେଟାର ରହୁଥିବା ଜନ୍‌ ମହମ୍ମଦ ଘରର ଏକମାତ୍ର ମୁଖିଆ। ସେ ଡାକ୍ତର ଭାବେ କାର୍ଯ୍ୟରତ ଥିବା ବେଳେ ସେହି ଅଞ୍ଚଳରେ ତାଙ୍କର କ୍ଲିନିକ୍‌ ରହିଛି। ୧୯୯୯ରେ ଜନ୍‌ ପ୍ରଥମ ଥର ବିବାହ କରିଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ସେ ୩ଟି ବିବାହ କରିସାରିଛନ୍ତି। ପ୍ରଥମ ପତ୍ନୀଙ୍କଠାରୁ ତାଙ୍କର ଗୋଟିଏ ଝିଅ ରହିଛି। ଯାହାର ନାମ ଶଗୁଫ୍‌ତା ନାସରିନ୍‌।

ନିକଟରେ ଅର୍ଥାତ୍‌ ଜାନୁଆରୀ ୧ରେ ସର୍ଦ୍ଦାର ହାଜି ମହମ୍ମଦଙ୍କ ଘରେ ୬୦ତମ ସନ୍ତାନ ଜନ୍ମ ଗ୍ରହଣ କରିଛନ୍ତି। ଏକ ଟିଭି ଚ୍ୟାନେଲକୁ ଦେଇଥିବା ସାକ୍ଷାତକାରରେ ଜନ କହିଛନ୍ତି,ଏହା ହେଉଛି ଆଲ୍ଲାଙ୍କର ଦୟା। ତାଙ୍କର ୬୦ତମ ସନ୍ତାନର ଜନ୍ମକୁ ନେଇ ସେ ବହୁତ ଖୁସି ଅଛନ୍ତି। ସେ ତାଙ୍କର ନାମ ହାଜି ଖୁଶହାଲ ଖାନ ରଖିଛନ୍ତି। ଜନ ମହମ୍ମଦ ଶହେ ସନ୍ତାନର ପିତା ହେବାକୁ ଚାହୁଁଛନ୍ତି। ଏଥିପାଇଁ ସେ ଖୁବ ଶୀଘ୍ର ଚତୁର୍ଥ ଥର ବିବାହ କରବାକୁ ଝିଅ ଖୋଜୁଛନ୍ତି। ଅନ୍ୟପଟେ ମହମ୍ମଦ ଏବଂ ତାଙ୍କ ସ୍ତ୍ରୀ ପୁଅ ଅପେକ୍ଷା ଘରେ ଝିଅ ଚାହୁଁଛନ୍ତି। ତାଙ୍କର ଅନେକ ଝିଅ ବିବାହ ଯୋଗ୍ୟ ହୋଇଥିବା ବେଳେ ଜନ୍‌ କିନ୍ତୁ ସେମାନଙ୍କୁ ଅଧିକ ଶିକ୍ଷା ଦେବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଆମେରିକାକୁ କଡ଼ା ଚେତାବନୀ ଦେଲା ଇରାନ, ତେଲ ଅଭିଭର…

ତେହରାନ୍‌,୧।୭: ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ସର୍ବୋଚ୍ଚ ନେତାଙ୍କ ସମ୍ପର୍କରେ ଇସ୍ରାଏଲର ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛନ୍ତି । ଆମେରିକାକୁ “ତେଲ ଅଭିଭରେ ପାଳିତ ପଶୁ”…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri