Posted inଜାତୀୟ

ନିୟନ୍ତ୍ରଣ ରେଖାର ୩ ସେକ୍ଟରରେ ପାକିସ୍ତାନର ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର, ୨୩।୯: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ପୁଣି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ବୁଧବାର ସକାଳେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ପୁଞ୍ଚ୍‌ ଜିଲାର କେର୍ନିି, କ୍ୱସବା ଏବଂ ଶାହପୁର ଆଦି ୩ଟି ସେକ୍ଟରରେ ପାକିସ୍ତାନ ପଟୁ ଘନଘନ ମୋର୍ଟାର ଶେଲିଂ ମାଡ଼ କରାଯାଇଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭାରତୀୟ ଯବାନଙ୍କ ପକ୍ଷରୁ ଏହାର ଉତ୍ତରରେ ପାଲଟା ଗୁଳିମାଡ଼ କରାଯାଇଛି। ଚଳିତ ମାସରେ ଏହାକୁ ମିଶାଇ ପାକିସ୍ତାନ ୩୭ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଥିବା ଭାରତୀୟ ସେନା ପକ୍ଷରୁ କୁହାଯାଇଛି। ନିୟନ୍ତ୍ରଣ ରେଖା ନିକଟରେ ଥିବା ଲଞ୍ଚପ୍ୟାଡ୍‌ରୁ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ କରାଇବା ଲାଗି ପାକିସ୍ତାନ ଜାଣିଶୁଣି ଏଭଳି କରୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଂଶବାଦ ରାଜନୀତି ନେଇ କୁମାରସ୍ବାମୀଙ୍କ ଘୋଷଣା, ମୋ ପୁଅ ଲଢ଼ିବନି ବିଧାନସଭା ନିର୍ବାଚନ…

ବେଙ୍ଗାଲୁରୁ, ୨୬।୭ : ଆସନ୍ତା ବର୍ଷ କର୍ନାଟକରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ ସେଠାରେ ଥିବା ସମସ୍ତ ଦଳ ସେମାନଙ୍କ ପ୍ରସ୍ତୁତିକୁ ଆଗେଇ...

କର୍ନଲ ଏସ୍‌ଡିଏମ୍‌ଙ୍କୁ ସମର୍ଥନ କଲେ ହରିୟାଣା ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼, ୩୧।୮: ହରିୟାଣାର କର୍ନଲ ଜିଲାରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଚାଷୀଙ୍କ ମୁଣ୍ଡ ଫଟାଇବା ଲାଗି ପୋଲିସକୁ ନିର୍ଦ୍ଦେଶ ଦେଇ ସ୍ଥାନୀୟ ଏସ୍‌ଡିଏମ୍‌ ଆୟୁଷ ସିହ୍ନା...

ଭାଜପା କହୁଛି ମୋ ପାଖରେ ଇଡି ଅଛି, ଆଇଟି ଅଛି: କେଜରିୱାଲ

ନୂଆଦିଲ୍ଲୀ,୫ ।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ  ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗିରଫ ଓ ଏମସିଡି ନିର୍ବାଚନକୁ ନେଇ ଭାଜପାକୁ ଟାର୍ଗେଟ କରିଛନ୍ତି । ମଙ୍ଗଳବାର...

‘ଦ କେରଲା ଷ୍ଟୋରି’ ନିର୍ଦ୍ଦେଶକଙ୍କୁ ଧମକ

ମୁମ୍ବାଇ,୯।୫: ଫିଲ୍ମ ‘ଦ କେରଲା ଷ୍ଟୋରି’ ନେଇ ଦେଶର ଅନେକ ସ୍ଥାନରେ ବିବାଦ ଲାଗି ରହିଛି। ଏହି କାରଣରୁ ପଶ୍ଚିମବଙ୍ଗରେ ଫିଲ୍ମ ସମ୍ପୂର୍ଣ୍ଣ ଭାବେ ନିଷିଦ୍ଧ...

ନିର୍ବାଚନ ପୂର୍ବରୁ ମିଶନ ତାମିଲନାଡୁରେ ଶାହା: ବିମାନବନ୍ଦରରୁ ହୋଟେଲ ଯାଏଁ ଚାଲି ଚାଲି ଗଲେ

ଚେନ୍ନାଇ,୨୨।୧୧: ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ଚାଣକ୍ୟଙ୍କ ମିଶନ ତାମିଲନାଡୁ। ଜନତାଙ୍କ ମନ ମୋହିବା ପାଇଁ ଚେନ୍ନାଇ ରାସ୍ତାରେ ଚାଲିଲେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା। ଯାହା...

ପଶ୍ଚିମବଙ୍ଗରେ ଯୋଗୀ

କୋଲକାତା,୩।୩: ପଶ୍ଚିମବଙ୍ଗରେ ଭୋଟ ବ୍ୟାଙ୍କ ପାଇଁ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସରକାରଙ୍କ ତୁଷ୍ଟୀକରଣ ରାଜନୀତି କେବଳ ରାଜ୍ୟକୁ ନୁହେଁ, ସମଗ୍ର ଦେଶର ସୁରକ୍ଷା ଲାଗି ବିପଦ...

ଚୁକ୍ତି ରଦ୍ଦ କରିପାରେ ପ୍ରସାର ଭାରତୀ

ନୂଆଦିଲ୍ଲୀ,୨୮ା୬: ଚାଇନା ରାଷ୍ଟ୍ରଦୂତ ସହିତ ପ୍ରେସ୍‌ ଟ୍ରଷ୍ଟ ଅଫ୍‌ ଇଣ୍ଡିଆ (ପିଟିଆଇ)ର ବିବାଦୀୟ ସାକ୍ଷାତ୍‌କାର ପରିପ୍ରେକ୍ଷୀରେ ଉକ୍ତ ନ୍ୟୁଜ୍‌ ଏଜେନ୍ସି ସହ ଚୁକ୍ତିନାମାର ସମୀକ୍ଷା କରୁଛି...

ଶରଜିଲ୍‌ଙ୍କ ପରିବାରକୁ ମିଳୁଛି ଧମକ

ପାଟନା,୨୭।୧: ଦିଲ୍ଲୀର ସାହିନ ବାଗରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ଏନ୍‌ଆର୍‌ସିକୁ ନେଇ ବିରୋଧ ପ୍ରଦର୍ଶନର ସୂତ୍ରଧର କୁହାଯାଉଥିବା ତଥା ଆପତ୍ତିଜନକ ବୟାନ ଦେଉଥିବା ଶରଜିଲ୍‌...

Advertisement
Archives

Model This Week