ଅଧା ଯାତ୍ରାରୁ ବିମାନ ଉଡାଇବାକୁ ମନାକଲେ ପାଇଲଟ, କହିଲେ ସିଫ୍ଟ ସରିଯାଇଛି

ଇସଲାମାବାଦ,୧୭ ।୧: ରବିବାର ପାକିସ୍ତାନର ଜଣେ ପାଇଲଟ ସୌଦି ଆରବର ରାଜଧାନୀ ରିୟାଦରୁ ଏକ ବିମାନକୁୁ ଇସଲାମାବାଦ ଆଣିବାକୁ ମନା କରି ଦେଇଥିଲେ । ସେ କହିଥିଲେ କି ତାଙ୍କ ସିଫ୍ଟର ସମୟ ଶେଷ ହୋଇଛି ତେଣୁ ଏବେ ଆଉ ସେ ବିମାନ ଉଡାଇବେ ନାହିଁ ।
ପାକସ୍ତାନ ଇଣ୍ଟର ନ୍ୟାଶନାଲ ଏୟାର ଲାଇନ୍ସ(ପିଆଇଏ)ର ପାଇଲଟ ଅଧାଯାତ୍ରାରୁ ବିମାନ ଉଡାଇବାକୁ ମନା କରି ଦେଇଥିଲେ । ଏହାପରେ ବିମାନରେ ଥିବା ସମସ୍ତ ଯାତ୍ରୀ ରାଗିଯାଇ ବିମାନରୁ ଓହ୍ଲାଇବେ ନାହିଁ ବୋଲି କହିଥିଲେ । ପାକିସ୍ତାନର ଗଣମାଧ୍ୟମ ଓ ଏକ୍ସପ୍ରେସ ଟ୍ରିବ୍ୟୁନର ସୂଚନା ଅନୁଯାୟୀ, ପିଆଇଏ ପ୍ରଶାସନ କହିଛି ପିକେ-୯୭୫୪ ବିମାନ ସୌଦି ଆରବର ରାଜଧାନୀ ରିଆଦରୁ ଯାତ୍ରା ଆରମ୍ଭ କରିଥିଲା । ହେଲେ ଖରାପ ପାଗ ଯୋଗୁ ଏହାକୁ ଦମ୍ମମରେ ଅବତରଣ କରାଇବାକୁ ପଡିଥିଲା । ଏହି ସମୟରେ ବିମାନର ପାଇଲଟ କହିଥିଲେ ତାଙ୍କର ସିଫ୍ଟ ଟାଇମ ସରିଯାଇଛି ତେଣୁ ସେ ବିମାନ ଉଡାଇବେ ନାହିଁ । ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବାକୁ ଏୟାରପୋର୍ଟର ସିକ୍ୟୁରିଟିକୁ ଡକାଯାଇଥିଲା । ଏପଟେ ପିଆଇଏର ପ୍ରବକ୍ତା କହିଥିଲେ ବିମାନ ଯାତ୍ରାର ସୁରକ୍ଷା ପାଇଁ ଯାତ୍ରା କରିବା ପୂର୍ବରୁ ପାଇଲଟଙ୍କୁ ଉଚିତ ଆରାମ କରିବା ଆବଶ୍ୟକ । ଏହି ହିସାବରେ ବ୍ୟବସ୍ଥା ବି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri