ଆଜି ଟ୍ରମ୍ପ୍‌ଙ୍କୁ ଭେଟିବାକୁ ଓ୍ବାଶିଂଟନ ଯିବେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଓ୍ବାଶିଂଟନ୍‌,୨୫ା୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଭେଟିବା ପାଇଁ ଓ୍ବାଶିଂଟନ୍‌ ଗସ୍ତ କରିବେ। ଜାତିସଂଘ ସାଧାରଣ ସଭାରେ ଯୋଗଦେବା ପାଇଁ ନ୍ୟୁୟର୍କରେ ଥିବା ଶେହବାଜ ଓ ଟ୍ରମ୍ପ୍‌ଙ୍କ ମଧ୍ୟରେ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା ହେବା କାର୍ଯ୍ୟକ୍ରମ ରହିଛି। ଆଲୋଚନା ପରେ ଶେହବାଜ ହ୍ବାଇଟ୍‌ ହାଉସ୍‌ରୁ ପୁଣି ନ୍ୟୁୟର୍କକୁ ଫେରିବେ। ୨୦୧୯ ପରେ ଆମେରିକା ରାଷ୍ଟ୍ରପତିଙ୍କ ସହ ଜଣେ ପାକିସ୍ତାନୀ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ସାକ୍ଷାତ୍‌ ହେବାକୁ ଯାଉଛି। ପୂର୍ବତନ ରାଷ୍ଟ୍ରପତି ଜୋ ବାଇଡେନ୍‌ ନିଜ ଶାସନ କାଳରେ ପାକିସ୍ତାନକୁ ସମ୍ପୂର୍ଣ୍ଣ ଅଣଦେଖା କରିଥିଲେ। ତେବେ ଗତ ଜାନୁଆରୀରେ ଟ୍ରମ୍ପ୍‌ ଦ୍ୱିତୀୟ ଥର କ୍ଷମତାକୁ ଆସିବା ପରେ ପାକିସ୍ତାନ-ଆମେରିକା ସମ୍ପର୍କରେ ନାଟକୀୟ ପରିବର୍ତ୍ତନ ଆସିଛି। ଗତ ଜୁନ୍‌ରେ ଟ୍ରମ୍ପ୍‌ ହ୍ବାଇଟ୍‌ ହାଉସ୍‌ରେ ପାକିସ୍ତାନୀ ସେନାମୁଖ୍ୟ ଆସିମ୍‌ ମୁନିରଙ୍କୁ ରାତ୍ରିଭୋଜନରେ ଆପ୍ୟାୟିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?