ହାତରେ ମୋଦିଙ୍କ ଫଟୋ ଧରି ପ୍ରଦର୍ଶନ କଲେ ପାକିସ୍ତାନୀ

ସାନ୍ନ୍‌,୧୮।୧: ପାକିସ୍ତାନରେ ପ୍ରଦର୍ଶନକାରୀ ହାତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ଧରି ରାଲି କରିଛନ୍ତି। ସ୍ବତନ୍ତ ସିନ୍ଧ୍‌ ଦେଶ ଦାବି କରି ସାନ୍ନ୍‌ ସହରରେ ଏହି ପ୍ରଦର୍ଶନ କରାଯାଇଛି। ପୃଥିବୀର ବିଭିନ୍ନ ଦେଶର ନେତାଙ୍କ ଫଟୋ ଥିବା ପ୍ଲାକାର୍ଡ ଧରି ପ୍ରଦର୍ଶନକାରୀ ସିନ୍ଧୁ ଦେଶ ଗଠନ ଲାଗି ସହାୟତା ଲୋଡ଼ିଛନ୍ତି। ପାକିସ୍ତାନ ସୁରକ୍ଷାକର୍ମୀ ସ୍ଥାନୀୟ ଲୋକଙ୍କ ଘରେ ତଲାସୀ ଅଭିଯାନ କରି ଏଭଳି ଫଟୋ ଥିବା ପୋଷ୍ଟର ଜବତ କରିଛନ୍ତି। ଆଧୁନିକ ସିନ୍ଧ୍‌ ରାଷ୍ଟ୍ରବାଦ ସଂସ୍ଥାପକ ଜି.ଏମ୍‌. ସୈୟଦ୍‌ଙ୍କ ୧୧୭ ତମ ଜୟନ୍ତୀ ଅବସରରେ ଏଭଳି ପ୍ରଦର୍ଶନ କରାଯାଇଛି। ଏହା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କାବୁଲରେ ସରକାରୀ-ବେସରକାରୀ ଅଫିସ ବନ୍ଦ, ବଢୁଛି ଲୋକଙ୍କ ସମସ୍ୟା

କାବୁଲ,୨୨ା୮: ଆଫଗାନିସ୍ତାନକୁ ତାଲିବାନ କବ୍‌ଜା କରିବାର ଏକ ସପ୍ତାହ ପରେ କାବୁଲରେ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି। ଯାହା ମନ୍ତ୍ରଣାଳୟ, ପାସପୋର୍ଟ ବିଭାଗ...

ପାକିସ୍ତାନରେ ପୁଣି ଜଣେ ହିନ୍ଦୁ ଯୁବତୀଙ୍କୁ ଅପହରଣ

ଇସଲମାବାଦ, ୩।୭:ପାକିସ୍ତାନର ସିନ୍ଧଠାରେ ଆଉ ଜଣେ ହିନ୍ଦୁ ଯୁବତୀଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଜୁନ୍‌ ୨୯ରେ ଘରୁ ଟ୍ୟୁସନ ଯିବା ବାଟରେ ତାଙ୍କୁ କେହି...

ବାରମ୍ବାର ହାତ ଧୋଇଲେ ଦୂରେଇବ କରୋନା!

ଓ୍ବାଶିଂଟନ,୨୩।୩: କରୋନା ଭାଇରସ ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଥିବା ବେଳେ କିଛିଦିନ ତଳେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ କହିଥିଲା ବାରମ୍ବାର ହାତ ଧୋଇଲେ...

ସମୁଦ୍ର ମଝିରେ ପହଁରିବା ପରିବର୍ତ୍ତେ ମଣିଷ ପରି ଗୋଡରେ ଚାଲୁଛି ମାଛ

ଏବେ ୨୦୨୦ ମସିହା ଚାଲିଛି। ଏହି ବର୍ଷ ଅନେକ ଅଦ୍ଭୁତ୍‌ ଜିନିଷମାନ ଦେଖିବାକୁ ମିଳୁଛୁ। ସେମିତି କିଛି ଏବେ ଦେଖିବାକୁ ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଆମେ...

ଅପହୃତ ୧୯ ଭାରତୀୟ ମୁକୁଳିଲେ

ଅବୁଜା,୨୦ା୧(ପି.ଟି.): ଗତମାସରେ ଆଫ୍ରିକାର ପଶ୍ଚିମ ଉପକୂଳ ନିକଟବର୍ତ୍ତୀ ସମୁଦ୍ରରେ ଏକ  ଜାହାଜରୁ ଅପହୃତ ହୋଇଥିବା ୧୯ ଜଣ ଭାରତୀୟଙ୍କୁ ମୁକ୍ତ କରାଯାଇଛି। ପଣବନ୍ଦୀ ଥିବାବେଳେ ଜଣକର...

ତଳେ ମୁଁହ ମାଡ଼ି ଶୋଇଥିବା ପିଲାଙ୍କ ଉପରେ ଚାଲିଲେ ଚାଇନା ରାଷ୍ଟ୍ରଦୂତ: ଅମାନବୀୟ ବୋଲି କହିଲା ଆମେରିକା

ବେଜିଂ, ୨୨।୮: ଚାଇନା ରାଷ୍ଟ୍ରଦୂତଙ୍କ ଏକ ଫଟୋ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ରାଷ୍ଟ୍ରଦୂତ ତଳେ ମୁଁହ ମାଡ଼ି ଶୋଇଥିବା ଛୋଟ...

ପ୍ରିୟା ପିନ୍ଧିଲେ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିଆ’ ମୁକୁଟ

ମେଲବୋର୍ନ,୨୯।୬: ଭାରତୀୟ ବଂଶୋଦ୍ଭବ ୨୬ ବର୍ଷୀୟା ପ୍ରିୟା ସେରାଓ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିଆ ୨୦୧୯’ର ବିଜେତା ଘୋଷିତ ହୋଇଛନ୍ତି। ମେଲବୋର୍ନଠାରେ ଗୁରୁବାର ରାତିରେ ଆୟୋଜିତ ଉକ୍ତ...

ବନ୍ୟା ବିତ୍ପାତରେ ୪ ଦେଶରେ ୬ ଶହଙ୍କ ମୃତ୍ୟୁ; ୨୫ ନିୟୁତ ପ୍ରଭାବିତ: ଜାତିସଂଘ ରିପୋର୍ଟ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୭।୭: ଦକ୍ଷିଣ ଏସିଆର ୪ ଦେଶରେ ବନ୍ୟା ବିତ୍ପାତରେ ୬ ଶହରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏହାଦ୍ୱାରା ୨୫ ନିୟୁତ ଲୋକ ପ୍ରଭାବିତ...

Advertisement


Archives

Model This Week