ପାକିସ୍ତାନୀ ଗାୟକ ଫର୍‌ହାଦ୍‌ଙ୍କ ପରଲୋକ

ଇସ୍‌ଲାମାବାଦ: ପାକିସ୍ତାନୀ ଗାୟକ ଫର୍‌ହାଦ୍‌ ହୁମାୟନ୍‌ଙ୍କ ପରଲୋକ ହୋଇଛି। ତାଙ୍କୁ ୪୨ ବର୍ଷ ହୋଇଥିଲା। ଗାୟକ ଅତିଫ୍‌ ଅସ୍‌ଲାମ, ଅଭିନେତା ଅଲି ଜାଫର୍‌, ଅର୍ଜୁନ ମାଥୁରଙ୍କ ସମେତ ଅନେକ ଭାରତୀୟ ଓ ପାକିସ୍ତାନୀ କଳାକାର ତାଙ୍କ ଅକାଳ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି। ୩ ବର୍ଷ ହେଲା ଫର୍‌ହାଦ କ୍ୟାନ୍ସରରେ ପୀଡ଼ିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେଉଁଠି ବିବାହ କରିବେ ବରୁଣ-ନତାଶା

ମୁମ୍ବାଇ: ବଲିଉଡ୍‌ ନାୟକ ବରୁଣ ଧଓ୍ବନ ଓ ତାଙ୍କ ଗର୍ଲ ଫ୍ରେଣ୍ଡ ନତାଶା ଦଲାଲ ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବେ ବୋଲି ଶୁଣିବାକୁ ମିଳୁଛି।...

ଟିଆର୍‌ପିରେ ଇତିହାସ ରଚିଲା ରାମାୟଣ

ନୂଆଦିଲ୍ଲୀ,୨।୫: କରୋନା ସଂକ୍ରମଣ ଯୋଗୁ ସାରା ଦେଶରେ ଜାରି ରହିଛି ଲକ୍‌ଡାଉନ। ଏହି ସମୟରେ ଘରେ ବସି ରହିଥିବା ଲୋକଙ୍କ ମନୋରଞ୍ଜନ ପାଇଁ ଦୂରଦର୍ଶନରେ ପ୍ରସାରିତ...

ଆଶାରେ ରାନୀ

ପ୍ରଥମେ ଆଲବମ୍‌ ଆଉ ଏବେ ଓଡ଼ିଆ ଚଳଚ୍ଚିତ୍ର। ବଡ଼ ପରଦାରେ ଏକ ଲମ୍ବା ଇନିଂସ ଖେଳିବାକୁ ଆଶା ରଖିଛନ୍ତି ଏହି ନବାଗତା। ଏ ପର୍ଯ୍ୟନ୍ତ ତିନୋଟି...

ସୋନାକ୍ଷୀଙ୍କ ଭିନ୍ନ ଲୁକ୍‌

ମୁମ୍ବାଇ: କାନ୍ଧ ପର୍ଯ୍ୟନ୍ତ ଲମ୍ବିଥିବା ଝୁମ୍‌କା, ଧଳା ରଙ୍ଗର ପଲାଜୋ ଶୁଟ୍‌, ଗୋଲାପି ମ୍ୟାଟ ଲିପଷ୍ଟିକ, ହାତରେ ମୋଟା ସୁନା ମୁଦି ଏମିତି ଲୁକ୍‌ରେ ଦେଖାଦେଇଛନ୍ତି...

୧୭ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ: ସଂସଦରେ ପହଞ୍ଚିଲେ ଏହିସବୁ ଫିଲ୍ମ ଷ୍ଟାର୍‌

ନୂଆଦିଲ୍ଲୀ, ୧୭।୬:ଆରମ୍ଭ ହୋଇଛି ୧୭ତମ ଲୋକସଭାର ପ୍ରଥମ ଅଧିବେଶନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ନବନିର୍ବାଚିତ ଏମପିମାନେ ଶପଥ ନେଇଛନ୍ତି। ଏଥର ସଂସଦକୁ ବହୁ ସିନେଷ୍ଟାର୍‌...

ରଜନୀକାନ୍ତ ଚଳାଉଛନ୍ତି ଏହି ଦାମୀ ଗାଡ଼ି, ଦାମ୍‌ ରହିଛି…

ଅଭିନୟ କରି ଦର୍ଶକଙ୍କ ହୃଦୟ ଜିତିଥିବା ସୁପରଷ୍ଟାର ରଜନୀକାନ୍ତ ମଧ୍ୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି । ସୋସିଆଲ ମିଡିଆରେ ସର୍ବଦା ସକ୍ରିୟ...

‘ଏ’ ନାଁ ଲେଖି ହାତରେ ଟାଟୁ କଲେ ଅର୍ଜୁନ କପୁର : ଜାଣନ୍ତୁ ସେ କିଏ

ବଲିଉଡ ଅଭିନେତା ଅର୍ଜୁନ କପୁର ଆଜିକାଲି ତାଙ୍କ ଫିଲ୍ମ ‘ସନ୍ଦୀପ ଔର ପିଙ୍କି ଫରାର’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କର ଅଭିନୟକୁ ବହୁତ...

ଆଇଟମ୍‌କୁ ନା

ନବାଗତା ଅନନ୍ୟା ପାଣ୍ଡେ। ଚଙ୍କି ପାଣ୍ଡେଙ୍କ ଏହି କନ୍ୟା ‘ଷ୍ଟୁଡେଣ୍ଟ ଅଫ ଦ ଇୟର-୨’ରୁ ନିଜର ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ। କେବଳ ସେତିକି ନୁହେଁ,...

Seven Jackpot
Advertisement


Archives

Model This Week

Why Dharitri