ବ୍ୟକ୍ତିଙ୍କୁ ଚପଲରେ ପିଟିଲେ ପାକିସ୍ତାନୀ ଗାୟକ ରାହତ ଅଲ୍ଲୀ ଖାନ, ଏବେ ମାଗୁଛନ୍ତି କ୍ଷମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୮।୧: ବଲିଉଡକୁ ଗୋଟିଏ ପରେ ଗୋଟିଏ ହିଟ୍‌ ଗୀତ ଭେଟି ଦେଇଥିବା ପାକିସ୍ତାନୀ ଗାୟକ ରାହାତ ଫତେହ ଅଲ୍ଲୀ ଖାନ୍‌ ଏବେ ହରଡଘଣାରେ ପଡିଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ ଲଜ୍ଜାଜନକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ସେ ନିଜ ଚାକରଙ୍କୁ ଚୁଟି ଭିଡି ଚପଲରେ ପିଟୁଥିବାର ନଜିର ଆସିଛନ୍ତି। ଆଖପାଖ ଯେତେ ରୋକିଲେ ମଧ୍ୟ ସେ ଥୟ ଧରୁ ନାହାନ୍ତି। ରାହାତ ବଡ ପାଟିରେ ଗାଳି କରିବା ସହ ଚପଲରେ ପିଟିବାରେ ଲାଗିଛନ୍ତି। କିନ୍ତୁ ବ୍ୟକ୍ତିଜଣକ ଚୁପଚାପ ତାଙ୍କ ମାଡ ସହୁଛନ୍ତି।

ଭିଡିଓ ଭାଇରାଲ ହେବା ପରେ ୟୁଜର୍ସ ତାଙ୍କୁ ଟ୍ରୋଲ କରିଛନ୍ତି। ଟ୍ରୋଲରେ କୁହାଯାଇଛି କି, ରାହତ ମଦ ବୋତଲ ପାଇଁ ଚାକର ଉପରେ ରାଗିଯାଇଛନ୍ତି ଯାହାପରେ ତାଙ୍କୁ ଚପଲରେ ପିଟିବାକୁ ଲାଗିଛନ୍ତି। ଭିଡିଓରେ ସେ ବାରମ୍ବାର କହୁଛନ୍ତି, ମୋ ବୋତଲ କେଉଁଠି ଅଛି?

 

ତେବେ ଏହି ଭିଡିଓ ଭାଇରାଲ ହେବାପରେ ରାହତ ସଫେଇ ଦେଇଛନ୍ତି। ନିଜ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଭିଡିଓ ପୋଷ୍ଟ କରି ଏଥିପାଇଁ କ୍ଷମା ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ...

ଥମୁନି ଜଙ୍ଗଲ ନିଆଁ: ୫ ମୃତ, ୧୦୦୦ରୁ ଅଧିକ ହେକ୍ଟର ଜଙ୍ଗଲ ପୋଡ଼ି ପାଉଁଶ

ଡେରାଡୁନ୍‌,୬ା୫: ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲାଗିବା ଘଟଣା ବନ୍ଦ ହେଉନାହିଁ। ଆଲମୋରା ଏବଂ ବାଗେଶ୍ୱର ସମେତ ଅନେକ ଜିଲାରେ ଜଙ୍ଗଲ ଜଳୁଛି। ଏହି ପରିପ୍ରେକ୍ଷୀରେ, ଆଲମୋରା...

ମନ୍ତ୍ରୀଙ୍କ ନିକଟତମଙ୍କ ଘରେ ଟଙ୍କାର ପାହାଡ ଦେଖି ଇଡି ଆଶ୍ଚର୍ଯ୍ୟ

ରାଞ୍ଚି,୬।୫: ଲୋକ ସଭା ନିର୍ବାଚନ ମଧ୍ୟରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଚଢାଉ କାର୍ଯ୍ୟ ଜାରି ରହିଛି। ସୋମବାର ଝାଡଖଣ୍ଡର ରାଞ୍ଚିରେ ଇଡି ଏକ ବଡ଼ କାର୍ଯ୍ୟାନୁଷ୍ଠାନ...

କର୍‌କରେଙ୍କ ହତ୍ୟାକାରୀ ଆର୍‌ଏସ୍‌ଏସ୍‌ ସହ ଜଡ଼ିତ: କଂଗ୍ରେସ ନେତାଙ୍କ ଦାବିକୁ ନେଇ ବିବାଦ

ମୁମ୍ବାଇ,୬ା୫:୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ବେଳେ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌)ର ତତ୍କାଳୀନ ମୁଖ୍ୟ ହେମନ୍ତ କର୍‌କରେଙ୍କୁ ଆତଙ୍କବାଦୀ ଅଜମଲ କସବ ହତ୍ୟା କରି ନ...

ବିପତ୍ତି ଡାକୁଛି ଜଙ୍ଗଲ ନିଆଁ

ଡେରାଡୁନ୍‌,୬ା୫:ଉତ୍ତରାଖଣ୍ଡ ଜଙ୍ଗଲରେ ଗତ ନଭେମ୍ବରରୁ ଅଦ୍ୟାବଧି ୮୮୬ ଥର ନିଅଁା ଲାଗିଛି। ବନାଗ୍ନିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜାଣିଶୁଣି ନିଆଁ ଲଗାଇବା ଅଭିଯୋଗରେ ୬୪...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ରୋହିତ ବେମୁଲାଙ୍କ ଆତ୍ମହତ୍ୟାର ପୁଣି ତଦନ୍ତ କରିବେ ତେଲଙ୍ଗାନା ସରକାର

ହାଇଦ୍ରାବାଦ, ୫।୫:ବହୁ ଚର୍ଚ୍ଚିତ ରୋହିତ ବେମୁଲା ଆତ୍ମହତ୍ୟା ମାମଲାରେ ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟକୁ ନେଇ ରୋହିତଙ୍କ ପରିବାର ପକ୍ଷରୁ ଅସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri