Posted inଫୁରସତ

Viral Video: କୈଳାସ ଖେରଙ୍କ ଗୀତ ଗାଇ ଇଣ୍ଟରନେଟ୍‌ରେ ଚହଳ ପକାଇଛନ୍ତି ଏହି ପାକିସ୍ତାନୀ ଗାୟକ, ମନ୍ତ୍ରମୁଗ୍ଧ କରୁଛି…

ଆଜିକାଲି ସୋସିଆଲ ମିଡିଆରେ ‘ସଇଁୟା’ ଗୀତ ଗାଇବାର ଟ୍ରେଣ୍ଡ ଚାଲିଛି। ଅନେକ ଲୋକ ଏଥିରେ ଭାଗ ନେଇ ନିଜର ଭିଡିଓ ଶେୟାର କରୁଛନ୍ତି। ଏହି କ୍ରମରେ ଜଣେ ଲୋକପ୍ରିୟ ପାକିସ୍ତାନୀ ଗାୟକଙ୍କ ଭିିଡିଓ ସାମ୍ନାକୁ ଆସିଛି, ଯାହା ବେଶ ଭାଇରାଲ ହେଉଛି। ସେ ହେଉଛନ୍ତି ଗାୟକ ଜଫର ଶାହା। ଭାଇରାଲ ଭିଡିଓରେ ସେ ବେଶ ସୁନ୍ଦର ଭାବେ ଗୀତଟିକୁ ଗାଇଛନ୍ତି।

‘ସଇଁୟା’ ଗୀତଟିକୁ ଭାରତୀୟ ଗାୟକ କୌଳାସ ଖେର ଗାଇଥିଲେ। ଏହା ତାଙ୍କର ସୁପରହିଟ୍‌ ଗୀତରୁ ଅନ୍ୟତମ। ଆଜି ବି ଏହି ଗୀତକୁ ଶୁଣିଲେ ନୂଆ ଭଳି ଲାଗେ। ତେବେ ଗୀତର କ୍ଲାସ ଦେଖିଲେ କୈଳାସଙ୍କ ଭଳି ଗାଇବାକୁ ଚେଷ୍ଟା କରି ବିଫଳ ହେବା ସ୍ବାଭାବିକ କଥା। ହେଲେ ପାକିସ୍ତାନୀ ଗାୟକ ଜଫରଙ୍କ ଭିଡିଓ ଶୁଣି ଅନେକ ମନ୍ତ୍ରମୁଗ୍ଧ ହେଉଥିବା ପ୍ରକାଶ କରିଛନ୍ତି।

ଇନଷ୍ଟାଗ୍ରାମରେ ଭାଇରାଲ ହେଉଥିବା ଭିଡିଓରେ ଅନେକ ବ୍ୟବହାରକାରୀ ନିଜର ପ୍ରତିକ୍ରିୟା ଦେଉଛନ୍ତି। ଏଯାବତ ୨୩ ହଜାରରୁ ଅଧିକ ଲୋକେ ଏହାକୁ ପସନ୍ଦ କରିଛନ୍ତି। ଆପଣ ବି ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri