କରାଚୀ, ୧।୭ (ପି.ଟି.): ପାକିସ୍ତାନର ବିଶିଷ୍ଟ ସ୍ନୁକର ଖେଳାଳି ତଥା ୨୧ ବର୍ଷରୁ କମ୍ ଏସିଆନ ରୌପ୍ୟ ବିଜେତା ମାଜିଦ୍ ଅଲି ପଞ୍ଜାବ ଅନ୍ତର୍ଗତ ଫୈଜଲାବାଦ ନିକଟବର୍ତ୍ତୀ ନିଜ ସହର ସାମୁନ୍ଦ୍ରିରେ ଆତ୍ମହତ୍ୟା କରିଛନ୍ତି। ତାଙ୍କୁ ମାତ୍ର ୨୮ ବର୍ଷ ବୟସ ହୋଇଥିଲା। ପୋଲିସ କହିବା ଅନୁସାରେ ମାଜିଦ୍ ତାଙ୍କ ଖେଳିବା ଦିନଠାରୁ ଅବସାଦରେ ପୀଡ଼ିତ ଥିଲେ। ସେ ଏକ କାଠକଟା ମେଶିନ ସହାୟତାରେ ତାଙ୍କ ଜୀବନ ହାରିଛନ୍ତି। ମାଜିଦ୍ ପାକିସ୍ତାନ ତରଫରୁ ବହୁ ଅନ୍ତର୍ଜାତୀୟ ଇଭେଣ୍ଟରେ ପ୍ରତିନିଧିତ୍ୱ କରିଛନ୍ତି। ଜାତୀୟ ସ୍ତରରେ ସେ ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ଖେଳାଳି ଥିଲେ। ମାସକ ମଧ୍ୟରେ ମୃତ୍ୟୁବରଣ କରିବାରେ ମାଜିଦ୍ ହେଉଛନ୍ତି ଦ୍ୱିତୀୟ ସ୍ନୁକର ଖେଳାଳି। ଗତ ମାସରେ ଅନ୍ୟ ଜଣେ ସ୍ନୁକର ଖେଳାଳି ମହମ୍ମଦ ବିଲାଲଙ୍କର ହୃଦ୍ଘାତରେ ମୃତ୍ୟୁ ଘଟିଛି।
ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…
ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…
ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ
ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…
ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ
ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…
ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ
ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…
ମୋହନାରେ ନୂତନ ଥାନା ଅଧିକାରୀ
ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…
କିଡ୍ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍
ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…
୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା
ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…
ଏଣିକି ନିଜ ଲଢ଼େଇ ନିଜର
ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…
Archives

