ଓଡ଼ିଶା ଆସିଥିଲେ ପାକିସ୍ତାନୀ ଗୁପ୍ତଚର: ଏବେ ଲିଙ୍ଗରାଜ ମନ୍ଦିର ଉପରେ ଉଡ଼ିଲାଣି ଡ୍ରୋନ୍‌

ଭୁବନେଶ୍ୱର,୧୯।୫: ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ଉପରେ ଉଡ଼ିଲା ଡ୍ରୋନ ।ସୋମବାର ଅପରାହ୍ନ ୫ଟା ୧୫ରୁ ୫ଟା ୩୦ ପର୍ଯ୍ୟନ୍ତ ଏହି ଡ୍ରୋନ୍‌ ଉଡ଼ିଥିବା ଦେଖିବାକୁ ମିଳିଛି।ଡ୍ରୋନ ଉଡ଼ିବା ନେଇ ଡିଜିପିଙ୍କ ପୂର୍ବରୁ କଟକଣା ରହିଥିଲା । ଏହା ସତ୍ତ୍ବେ ମଧ୍ୟ ଉଡ଼ିଛି ଡ୍ରୋନ୍‌। ଏହା ଦେଖିବା ପରେ ପୋଲିସକୁ ଅବଗତ କଲେ ମନ୍ଦିର ସେବାୟତ। ତେବେ ଏହି ଡ୍ରୋନ କିଏ କାହିଁକି ଉଡ଼ାଇଛନ୍ତି ତାହାକୁ ନେଇ ପ୍ରଶ୍ନ ଉଠିଥିବା ବେଳେ ମନ୍ଦିର ସୁରକ୍ଷାକୁ ନେଇ ସ୍ଥାନୀୟ ଲୋକେ ଚିନ୍ତାପ୍ରକଟ କରିଛନ୍ତି।

ଅନ୍ୟପକ୍ଷେ ପାକିସ୍ତାନୀ ଗୁପ୍ତଚରଙ୍କ ପୁରୀ ଲିଙ୍କକୁ ପୋଲିସ ତନାଘନା ଚଳାଇଥିବା ବେଳେ ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ଉପରେ ଡ୍ରୋନ ଉଡ଼ିବା ପ୍ରସଙ୍ଗକୁ ଆହୁରି ସଙ୍ଗୀନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି-ରାଇକିଆ ରାସ୍ତାରେ ଗାଡ଼ିମୋଟର ଚଳାଚଳ ବନ୍ଦ, ଲୋକେ ହଟହଟା

ଦାରିଙ୍ଗବାଡ଼ି,୧୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଏକ ନିର୍ମାଣାଧୀନ ପୋଲ ନିକଟ ଡାଇଭର୍ସନ ରାସ୍ତା କର୍ଦ୍ଦମାକ୍ତ ଯୋଗୁ ଗୋଟିଏ...

ସ୍ବାମୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ, ଆତ୍ମହତ୍ୟା ରୂପ ଦେବାକୁ ଉଦ୍ୟମ ବେଳେ…

ଧରାକୋଟ,୧୮ା୬(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ମୁଣ୍ଡମରାଇ ଗାଁରୁ ଆସିଛି ପୁଣି ପାରିବାରିକ କଳହର କରୁଣ ପରିଣତି। ସ୍ବାମୀଙ୍କୁ ହତ୍ୟା କରି...

କଳିଙ୍ଗା ଘାଟିରେ ଧସିଲା ମାଟି ଅତଡ଼ା, ପାହାଡ଼ ତଳକୁ ଖସିଲା ୨ ଜେସିବି

ଭଞ୍ଜନଗର,୧୮ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଳିଙ୍ଗା ଘାଟିରେ ମାଡ଼ି ଅତଡ଼ା ଧସିଛି। ପ୍ରବଳ ବର୍ଷା ଯୋଗୁ ମାଟି ଅତଡ଼ା ଧସି ପଡ଼ିଥିବା ଜଣାପଡ଼ିଛି। ତେବେ ଘାଟି...

ପୁଣି ଏୟାର ଇଣ୍ଡିଆରେ ଯାନ୍ତ୍ରିକ ତ୍ରୁଟି, ଫସି ରହିଲେ ଜୁଏଲ ଓରାମ

ଭୁବନେଶ୍ୱର/ନୂଆଦିଲ୍ଲୀ,୧୮ା୬: ପୁଣି ଏୟାର ଇଣ୍ଡିଆରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଦିଲ୍ଲୀ ଇନ୍ଦିରାଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ୪ ଘଣ୍ଟା ଧରି ଫସି ରହିଥିଲେ ଯାତ୍ରୀ। ଏହି ବିମାନରେ...

ଆସନ୍ତାକାଲି ପର୍ଯ୍ୟନ୍ତ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା: ଏସବୁ ରାଜ୍ୟକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୮ା୬: ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କିଛିକିଛି ସ୍ଥାନରେ ବଜ୍ରପାତ ସହିତପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା...

ବଜାର ପିଣ୍ଡିରେ ନ ବସି ବିପଦପୂର୍ଣ୍ଣ ରାସ୍ତାକଡ଼ରେ ବସୁଛନ୍ତି ବ୍ୟବସାୟୀ, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୧୮ା୬(ଦୁର୍ଗା କୀର୍ତ୍ତି): ସରକାରଙ୍କ ପକ୍ଷରୁ ବ୍ଲକ ଓ ପଞ୍ଚାୟତ ନିର୍ଦ୍ଦେଶରେ ସର୍ବସାଧାରଣଙ୍କ ଉଦ୍ଦିଷ୍ଟ ନିମନ୍ତେ ବିଭିନ୍ନ ସ୍ଥାନରେ ସାପ୍ତାହିକ ବଜାର ବସାଇବା ପାଇଁ ଲକ୍ଷାଧିକ...

ମୋଦି-କାର୍ନିଙ୍କ ମଧ୍ୟରେ ଐତିହାସିକ ଡିଲ୍‌: ଏବେ ଟେନ୍‌ସନ୍‌ରେ ଖଲିସ୍ତାନୀ

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନୂତନ କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କ ମଧ୍ୟରେ ପ୍ରଥମ ଆନୁଷ୍ଠାନିକ ବୈଠକ କାନାଡାର କାନାନାସ୍କିସରେ ଅନୁଷ୍ଠିତ G7 ଶିଖର...

ହଇଜା ଆସିଲା

ଚିକିତ୍ସା କ୍ଷେତ୍ରରେ ବ୍ୟାପକ ଯୋଜନା ସତ୍ତ୍ୱେ ବାରମ୍ବାର ଡାଇରିଆ ବ୍ୟାପୁଛି। ଏହାକୁ ନିୟନ୍ତ୍ରଣ କରାଯାଇପାରୁନାହିଁ। ଏବେ ଯାଜପୁର ଜିଲାରେ ଏହାର ସଂକ୍ରମଣ ଉଦ୍‌ବେଗର କାରଣ ହୋଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri