Posted inଫୁରସତ

ଅଧା ବୟସର ପାକିସ୍ତାନୀଙ୍କୁ ବାହାହେଲେ କାନାଡା ମହିଳା

ଇସ୍‌ଲାମାବାଦ୍‌: ସୀମାପାର୍‌ ପ୍ରେମ କାହାଣୀ ବେଳକୁ ବେଳ ବଢ଼ିବାକୁ ଲାଗିଛି। ପ୍ରେମ ପାଇଁ ପାକିସ୍ତାନର ସୀମା ହାଇଦର ଭାରତ ଆସିବା, ଭାରତର ସଞ୍ଜୁ ପାକିସ୍ତାନ ଯିବା ଘଟଣା ଦେଖିବାକୁ ମିଳିଛି। ନିକଟରେ ଏପରି ସୀମାପାର୍‌ ପ୍ରେମ କାହାଣୀ ପୁଣି ସାମ୍ନାକୁ ଆସିଛି। ଏଥିରେ ଖାସ୍‌ କଥା ହେଉଛି, ପ୍ରେମୀଙ୍କ ମଧ୍ୟରେ ଥିବା ବୟସ ତାରତମ୍ୟକୁ ସେମାନେ ଅଣଦେଖା କରିଛନ୍ତି। ଜଣେ ୩୫ ବର୍ଷୀୟ ପାକିସ୍ତାନୀ ଯୁବକ କାନାଡାର ୭୦ ବର୍ଷୀୟା ମହିଳାଙ୍କୁ ବିବାହ କରିଛନ୍ତି। ରିପୋର୍ଟ ମୁତାବକ, ଯୁବକଙ୍କ ନାମ ନଇମ୍‌ ଶେହେଜାଦ୍‌। ସେ ମହିଳାଙ୍କୁ ବିବାହ କରିଥିବା ନେଇ ଅନେକ ଲୋକ ଏହାକୁ ଉଦ୍ଦେଶ୍ୟମୂଳକ ବୋଲି କହୁଛନ୍ତି। ନିକଟରେ ନଇମ୍‌ ଏନେଇ ଏକ ସାକ୍ଷାତ୍‌କାରରେ କହିଛନ୍ତି, ଏକ ଦଶକ ପୂର୍ବରୁ ଦୁହିଁଙ୍କ ମଧ୍ୟରେ ଫେସବୁକ୍‌ରେ ବନ୍ଧୁତା ହୋଇଥିଲା। ଉଭୟ ୨୦୧୭ରେ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ନଇମ୍‌ଙ୍କୁ ବିବାହ ପାଇଁ ମହିଳା ଜଣକ ପାକିସ୍ତାନ ଆସିଥିଲେ। ନଇମ୍‌ ତାଙ୍କ ସ୍ତ୍ରୀଙ୍କ ସହିତ କାନାଡା ଯିବାର ଯୋଜନା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଟିଆ ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ଘରମାଲିକ

କେନ୍ଦୁଝର,୧୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ଘର ମାଲିକଙ୍କୁ ଗିରଫ କରିଛି। ଅଭିଯୁକ୍ତ ପୁରୀ ଜିଲା ତାଳବଣିଆ…

ଭାରତର ଗୁରୁତ୍ୱକୁ ଅନୁଭବ କରୁଛି ବାଂଲାଦେଶ, ଏବେ କରୁଛି ଏମିତି ଚିନ୍ତା

ଢାକା,୧୧।୫: ବାଂଲାଦେଶ ଏବେ ଭାରତ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଚାହୁଁଛି। ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ଜଣେ ବରିଷ୍ଠ ପରାମର୍ଶଦାତାଙ୍କ ପକ୍ଷରୁ ଏ ସମ୍ପର୍କରେ ଏକ ବିବୃତ୍ତି ପ୍ରକାଶ…

ପଡ଼ୋଶୀଙ୍କ କୋଦାଳ ଆଉ ଶାବଳମାଡ଼ରେ ମହିଳାଙ୍କ ଜୀବନ ଗଲା

ଖଇରା,୧୧ା୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ହରିପୁର ଗ୍ରାମରେ ଘର ତିଆରି ପାଇଁ ସେଣ୍ଟରିଂ ବେଳେ ଅଭାବନୀୟ ଘଟଣା ଘଟି ଯାଇଛି। ସୀମା ବିବାଦକୁ…

ମୋଦିଙ୍କ ବଡ଼ ଉପଦେଶ, କହିଲେ ଘରୁ ରହି କାମ କରିବାକୁ…

ନୂଆଦିଲ୍ଲୀ,୧୧।୫:  ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ବିଶ୍ୱ ବଜାରରେ ତୈଳ ସଙ୍କଟ ଦେଖାଦେଇଥିବାବେଳେ ଭାରତରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ିବା ଆଶଙ୍କା କରାଯାଉଛି। ପଶ୍ଚିମ ଏସିଆ ସଙ୍କଟ…

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…

ଆମେରିକାକୁ କଡ଼ା ଜବାବ ଦେଲା ଇରାନ!

ତେହରାନ,୧୧।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଉଥିବା ପରି ମନେ ହେଉଛି। ଗୋଟିଏ ପଟେ, ଆମେରିକା ସମାଧାନ ପାଇଁ ଚାପ ପ୍ରୟୋଗ…

ରାହୁଲଙ୍କୁ ମହଙ୍ଗା ପଡ଼ିଲା ଥାଲାପତିଙ୍କ ସହ ଇନଷ୍ଟା ରିଲ ଶେୟାର କରିବା

ନୂଆଦିଲ୍ଲୀ,୧୧।୫: ତାମିଲନାଡୁରେ ବିଜୟ ଥାଲାପତିଙ୍କ ଶପଥ ଗ୍ରହଣ ସମାରୋହ ସମୟରେ, ଟିଭିକେ ମୁଖ୍ୟ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହ ମଞ୍ଚ ଉପରେ ଏକ ରିଲ…

ସ୍ତ୍ରୀଙ୍କ ହାତ ଗୋଡ଼ ବାନ୍ଧି ମାରିବା ପାଇଁ ସ୍ବାମୀଙ୍କ ଉଦ୍ୟମ, ଜ୍ୱାଇଁଙ୍କୁ ମାଡ଼ ମାରି ଶ୍ୱଶୁର ଘର ଲୋକେ…

ମହାକାଳପଡ଼ା,୧୧ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ଖରିନାଶୀ ଗ୍ରାମର ମନୋରଞ୍ଜନ ଗିରି ୧୪ ବର୍ଷ ପୂର୍ବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri