କଟକରେ ପାକିସ୍ତାନୀ ମହିଳା, ଭାରତ ଛାଡ଼ିବା ଲାଗି କରାଗଲା ନୋଟିସ

କଟକ,୨୬।୪: ଜମ୍ମୁ କଶ୍ମୀର ପହଲଗାମରେ ନିର୍ଦ୍ଦୋଶ ପର୍ଯ୍ୟଟକଙ୍କୁ ହତ୍ୟା ଘଟଣାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତ ହୋଇଛି। ତ୍ୱରିତ ପଦକ୍ଷେପ ନେଇ ଭାରତ ସରକାର ଦେଶରେ ରହୁଥିବା ପାକିସ୍ତାନୀଙ୍କୁ ୪୮ ଘଣ୍ଟା ମଧ୍ୟରେ ନିଜ ଦେଶକୁ ଫେରିଯିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ରମରେ ଦୀର୍ଘକାଳୀନ ଭିସା ବଳରେ ବସବାସ କରୁଥିବା ପାକିସ୍ତାନୀଙ୍କୁ ଓଡ଼ିଶାରୁ ବିଦା କରିବା ଲାଗି ଆରମ୍ଭ ହୋଇଛି ପ୍ରକ୍ରିୟା।

ତେବେ ରାଜ୍ୟରେ ୧୨ ପାକିସ୍ତାନୀ ଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣେ କଟକରୁ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଦେଶ ଛାଡ଼ି ଯିବାକୁ ନୋଟିସ୍‌ କରାଯାଇଛି। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ପଦକ୍ଷେପ ନେବୁ। କେତେଜଣ ପାକିସ୍ତାନୀ ଚିହ୍ନଟ ହୋଇଛନ୍ତି ସ୍ପଷ୍ଟ ହୋଇନାହିଁ ବୋଲି ଡିସିପି ସୂଚନା ଦେଇଛନ୍ତି। ତେବେ ପହଲଗାମ ଘଟଣା ପରେ ସମସ୍ତ ପାକିସ୍ତାନୀ ଭାରତ ଛାଡ଼ିବା ପାଇଁ ନିର୍ଦ୍ଦେଶ ଥିବା ବେଳେ ତାଙ୍କୁ ମଧ୍ୟ ଭୁବନେଶ୍ୱର ଛାଡ଼ିବା ଲାଗି ନୋଟିସ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?