ପାକିସ୍ତାନ ମହିଳାଙ୍କ ପ୍ରେମରେ ପଡ଼ି ଆଇଟିଆର୍‌ରୁ ଦେଉଥିଲେ ଗୁପ୍ତ ତଥ୍ୟ, ଅଫିସରଙ୍କ ସହ ଠିକାଦାରଙ୍କୁ ବାନ୍ଧିଲା ପୋଲିସ

ବାଲେଶ୍ୱର ଅଫିସ, ୨୪।୨: ବାଲେଶ୍ୱର ଜିଲା ଚାନ୍ଦିପୁର ଆଇଟିଆର୍‌ରୁ ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେବା ଅଭିଯୋଗରେ ପ୍ରତିରକ୍ଷା ବିଭାଗର ଜଣେ ସିନିୟର ଅଫିସର ଓ ଠିକାଦାରଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଅଫିସର ଜଣଙ୍କ ହନିଟ୍ରାପର୍‌ ଶିକାର ହୋଇଛନ୍ତି। ସେ ପାକିସ୍ତାନ ରାୱଲପିଣ୍ଡିର ଜଣେ ମହିଳାଙ୍କ ପ୍ରେମରେ ପଡି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲିକ୍‌ କରିଥିବା ଅଭିଯୋଗ ହୋଇଛି। ଏନେଇ ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲ ଓ ବାଲେଶ୍ୱର ଏସ୍‌ପି ସାଗରିକା ନାଥ ସୂଚନା ଦେଇଛନ୍ତି।
ଗିରଫ ବ୍ୟକ୍ତି ଜଣଙ୍କ ହେଉଛନ୍ତି ସଂସ୍ଥାର ଜଣେ ବରିଷ୍ଠ ଟେକ୍ନିକାଲ ଅଫିସର । ପାକିସ୍ତାନୀ ଏଜେଣ୍ଟ ଅଶ୍ଳୀଳ ଭିଡିଓ ଦେଇ ତଥ୍ୟ ହାସଲ କରିଥିଲେ । ସେହିଭଳି ଘଟଣାରେ ଆଉ କେତେକଙ୍କ ସମ୍ପୃକ୍ତି ଥିବା ପୋଲିସ ସନ୍ଦେହ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri