ଭୁବନେଶ୍ୱର ଛାଡ଼ିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ୍‌

ଭୁବନେଶ୍ୱର,୨୭ା୪: ଭୁବନେଶ୍ବର ଛାଡ଼ିଛନ୍ତି ପାକିସ୍ତାନୀ ନାଗରିକ ନଗମା ୟୁସୁଫ୍‌।  ୨୦୦୮ରେ ଜଣେ ବ୍ୟବସାୟୀଙ୍କୁ ବିବାହ କରି ଭୁବନେଶ୍ୱର ଭୁବନେଶ୍ୱର ବିଜେବି ନଗର ଅଞ୍ଚଳରେରହି ଆସୁଥିଲେ। ବିବାହ ପରେ ଭାରତୀୟ ନାଗରିକତ୍ୱ ପାଇଁ ଆବେଦନ କରି ନ ଥିଲେ। ମାତ୍ର ଦୀର୍ଘମିଆଦୀ ଭିଜା ପାଇଁ ଆବେଦନ କରିଥିଲେ ନଗମା। ପହଲଗାମ ଘଟଣା ପରେ ଭିଜା ରଦ୍ଦ ହେବାରୁ ସେ ଶୁକ୍ରବାର ଭୁବନେଶ୍ୱରରେ ବିଦା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri