Posted inଫୁରସତ

ଭଲ ପୋଷାକ ନୁହେଁ, କେବଳ ଧାରେ ହସକୁ ନେଇ ଲୋକଙ୍କୁ କିମିଆଁ କରୁଛନ୍ତି ପାକିସ୍ତାନର ଏହି ଯୁବତୀ; ଆପଣ ଦେଖିଲେ…

ଇନ୍‌ଷ୍ଟ୍ରାଗ୍ରାମରେ ଲୋକପ୍ରିୟତାକୁ ନେଇ ଚର୍ଚ୍ଚାରେ ପାକିସ୍ତାନର ଜଣେ ଯୁବତୀ। ସେ ହେଲେ ଆମ୍‌ନା ରିଆଜ। ସାଧାସିଧା ପୋଷାକରେ ସୁନ୍ଦରତା ସହ ତାଙ୍କ ହସ ପ୍ରଶଂସକଙ୍କ ହୃଦୟ ଜିତୁଛି। ଆମ୍‌ନା ଗୋଟିଏ ଭିଡିଓ ଶେୟାର କରିବା ମାତ୍ରେ ତାହା ଲକ୍ଷ ଲକ୍ଷ ଲୋକଙ୍କୁ ଆକୃଷ୍ଟ କରୁଛି।

କୌଣସି ଖରାପ ବିଷୟବସ୍ତୁ ନୁହେଁ ବରଂ କେବଳ ଖାଇବା ରାନ୍ଧିବା ସମୟରେ ଭିଡିଓ ପୋଷ୍ଟ କରିଥାନ୍ତି ସେ। ଏହି ସମୟରେ ତାଙ୍କ ହସ ସହ ରୋଷେଇ କରିବାର ଶୈଳୀ ମନ କିଣିଥାଏ। ଏବେ ଯାଏ ଇନ୍‌ଷ୍ଟାଗ୍ରାମରେ ମୋଟ ୧୧ ଭିଡିଓ ଶେୟାର କରିଛନ୍ତି ଆମ୍‌ନା। ଏହାକୁ ୪ କୋଟିରୁ ଅଧିକ ଲୋକ ଦେଖିଛନ୍ତି। ଭଲ ଫଟୋଟିଏ ପାଇଁ ଭଲ ପୋଷାକ ନୁହେଁ ବରଂ ଭଗବାନ ଦେଇଥିବା ହସ ଧାରେ ଲୋଡ଼ା ବୋଲି ଆମନା କ୍ୟାପ୍‌ଶନରେ ଲେଖିଛନ୍ତି। କହିବାକୁ ଗଲେ କେବଳ ଯେ ପାକିସ୍ତାନ ତାହା ନୁହେଁ ସାରା ବିଶ୍ୱର ଭଲପାଇବା ଏବେ ଆମ୍‌ନାଙ୍କୁ ମିଳୁଛି। ସମସ୍ତେ ତାଙ୍କୁ ପସନ୍ଦ କରୁଛନ୍ତି।

୧୯୮୦ ଅଗଷ୍ଟ ୧୭ରେ ଲାହୋରରେ ଜନ୍ମଗ୍ରହଣ କରିଥିଲେ ଆମ୍‌ନା। ଖାଇବା ପ୍ରତି ତାଙ୍କର ପିଲାଟିବେଳୁ ଆଦର ରହିଥିଲା। ବଡ଼ ହେବା ପରେ ସେ ‘କିଚନ୍‌ ଉଇଥ୍‌ ଆମ୍‌ନା’ର ଶୁଭାରମ୍ଭ କରିଥିଲେ। ଏହା ଧିରେ ଧିରେ ଲୋକପ୍ରିୟତା ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା

ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଅଗଷ୍ଟର ଶେଷ ସପ୍ତାହରେ ବୁଧାଦିତ୍ୟ ରାଜଯୋଗ: କ୍ୟାରିୟର ସହ ଲଭ୍‌ ଲାଇଫରେ ବୃଷ, ମିଥୁନ ସହ ଏହି ରାଶିଙ୍କୁ…

ଅଗଷ୍ଟର ଶେଷ ସପ୍ତାହ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ସମୟରେ ବୁଧ ସିଂହ ରାଶିରେ ଗୋଚର କରିବେ। ସିଂହରେ ପୂର୍ବରୁ ସୂର୍ଯ୍ୟ ରହିଥିବାରୁ ବୁଧ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

୪୯ ଦିନ ପରେ ଶନିଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ; ଦଶହରା ପୂର୍ବରୁ ୬ ରାଶି ହେବେ ମାଲାମାଲ୍‌!

୯ ଅକ୍ଟୋବର ୨୦୨୬ରେ ଶନି ନକ୍ଷତ୍ର ପରିବର୍ତ୍ତନ କରିବେ। ଦଶହରା ପୂର୍ବରୁ ଶନିଙ୍କର ଏହି ଚାଲ୍ ୬ଟି ରାଶି ପାଇଁ ଶୁଭ ବୋଲି ଧରାଯାଉଛି। ଜାଣନ୍ତୁ କେଉଁ…

ଜଣେ ଯୁବତୀଙ୍କୁ ପ୍ରେମ କରି ବସିଲେ ୨ ଘନିଷ୍ଠ ବନ୍ଧୁ: ଶେଷରେ ଘଟିଲା…

ନାଗପୁର,୨୧।୮: ରଣବୀର ସିଂହ ଓ ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଣ୍ଡେ’ ଦେଖିଛନ୍ତି? ଫିଲ୍ମରେ ଦୁଇ ଘନିଷ୍ଠ ବନ୍ଧୁ ଗୋଟିଏ ଯୁବତୀଙ୍କୁ ଭଲ ପାଇବା ପରେ ପରସ୍ପରଙ୍କ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri