୮ଲକ୍ଷ ପାକିସ୍ତାନୀ ଛାଡିଲେଣି ଦେଶ

ଇସଲାମବାଦ,୨୨।୮: ବର୍ତ୍ତମାନ ଆର୍ଥିକ ସଙ୍କଟ ଦେଇ ଗତି କରୁଛି ପାକିସ୍ତାନ। ତେବେ ଏଭଳି ଖରାପ ସମୟରେ ଲୋକମାନେ ପାକିସ୍ତାନ ଛାଡିବାକୁ ବାଧ୍ୟ ହେଉଛନ୍ତି। ଚଳିତ ବର୍ଷ ୬ମାସରେ ପ୍ରାୟ ୮ଲକ୍ଷ ନାଗରିକ ଦେଶ ଛାଡିଛନ୍ତି। ପାକିସ୍ତାନର ବିପର୍ଯ୍ୟସ୍ତ ଅର୍ଥନୀତି ଯୋଗୁଁ ଏପରି ପରିସ୍ଥିତି ଘଟିଛି ବୋଲି ଅନୁମାନ କରାଯାଉଛି।

ଦେଶ ଛାଡୁଥିବା ନାଗରିକଙ୍କ ମଧ୍ୟରେ ଲକ୍ଷ ଲକ୍ଷ ଡାକ୍ତର, ନର୍ସ, ଇଞ୍ଜିନିୟର, ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି) ବିଶେଷଜ୍ଞ ଏବଂ ଆକାଉଣ୍ଟାଣ୍ଟଙ୍କ ସମେତ ବହୁ ଉଚ୍ଚ ପଦାଧିକାରୀ ମଧ୍ୟ ସାମିଲ ଅଛନ୍ତି।
ଏଥିମଧ୍ୟରୁ ବହୁଜଣ ୟୁରୋପ ଆଡକୁ ଅଗ୍ରସର ହେଉଛନ୍ତି।

ପାକିସ୍ତାନ ପରିସଂଖ୍ୟାନ ବ୍ୟୁରୋର ରିପୋର୍ଟ ଅନୁଯାୟୀ, ଚଳିତ ବର୍ଷ ଜୁନ ପର୍ଯ୍ୟନ୍ତ ୮,୩୨ ଲକ୍ଷ ପାକିସ୍ତାନୀ ପାକିସ୍ତାନ ଛାଡିଛନ୍ତି। ଏଥିରେ ପ୍ରାୟ ୪ ଲକ୍ଷ ଶିକ୍ଷିତ ଲୋକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

କେଏସ୍‌ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…

ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍‌ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ.…

ଅମିତାଭଙ୍କ ସାମ୍ନାରେ ଭାବପ୍ରବଣ ହୋଇପଡ଼ିଲେ ରାଜକୁମାର: କହୁ କହୁ କହିଦେଲେ…

ମୁମ୍ବାଇ:ଲୋକପ୍ରିୟ କୁଇଜ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ ସିଜନ ୧୮ର ମଞ୍ଚ କେବଳ ଜ୍ଞାନ ଓ ପୁରସ୍କାରରେ ସୀମିତ ନୁହେଁ। ଅନେକ ସମୟରେ ଏଠାରେ ଅତିଥିଙ୍କ…

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?