ପାକିସ୍ତାନର ୧୫୦ ଆଣବିକ ବୋମା ତାଲିବାନ୍‌ କବ୍‌ଜାକୁ ଯିବା ଆଶଙ୍କା…

ଓ୍ବାଶିଂଟନ,୨୮।୯: ପାକିସ୍ତାନ ପାଖରେ ଥିବା ୧୫୦ ଆଣବିକ ବୋମାକୁ ତାଲିବାନ୍‌ ନିଜ କବ୍‌ଜାକୁ ନେବାର ଆଶଙ୍କା ରହିଛି। ଆମେରିକା ସୈନ୍ୟ ଆଫଗାନିସ୍ତାନ ଛାଡ଼ି ସ୍ବଦେଶ ଫେରିବା ପରେ ଏଭଳି ସ୍ଥିତି ସୃଷ୍ଟି ହେବାର ଆଶଙ୍କା ଅଧିକ ଥିବା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ଙ୍କ ସୁରକ୍ଷା ପରାମର୍ଶଦାତା ଜନ୍‌ ବୋଲ୍ଟନ ସତର୍କ ସୂଚନା ପ୍ରଦାନ କରିଛନ୍ତି।

ବୋଲ୍ଟନ କହିଛନ୍ତି ଯଦି ମୌଳବାଦୀ ସଂଗଠନ ପାକିସ୍ତାନକୁ ନିଜ ଦଖଲକୁ ନିଅନ୍ତି ତେବେ ସ୍ଥିତି ଅଧିକ ସଙ୍କଟ ଜନକ ହେବ। ଆଫଗାନିସ୍ତାନରେ ତାଲିବାନ ଦଖଲ ପରେ ଧୀରେଧୀରେ ପାକିସ୍ତାନ ଉପରେ ବିପଦ ଘନଉଥିବା ବୋଲ୍ଟନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡାର ବାରିକ ସାଜିଛନ୍ତି ମେଲୋଡି ହାମ୍ସ

୩୦ ବର୍ଷୀୟା ମେଲୋଡି ହାମ୍ସ ଏବେ ଅଶ୍ୱଙ୍କର କେଶ କାଟିବାକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ପଶୁଙ୍କ କେଶକୁ କାଟି ତାଙ୍କ ଶରୀରରେ ସେ ସୁନ୍ଦର...

ଶ୍ରୀଲଙ୍କାରୁ ହଟିଲା ୩୬ ଘଣ୍ଟିଆ କର୍ଫ୍ୟୁ, ନୂଆ କ୍ୟାବିନେଟର ହେବ ଗଠନ

କଲମ୍ବୋ,୪ ।୪: ଶ୍ରୀଲଙ୍କାରେ ଦେଖାଯାଇଥିବା ରାଜନୈତିକ ଅଶାନ୍ତିକୁ ଲକ୍ଷ୍ୟ କରି ଯେଉଁ ୩୬ ଘଣ୍ଟିଆ କର୍ଫ୍ୟୁ ଲଗାଯାଇଥିଲା ତାହା ସୋମବାର ହଟାଇ ଦିଆଯାଇଛି । ଶ୍ରୀଲଙ୍କାରେ...

‘ଆକସ୍ମିକ ରାଷ୍ଟ୍ରପତି’ ଡିନା ବୋଲୁଆର୍ଟେ

ଲିମା,୧୦ା୧୨: ପେରୁରେ ପୂର୍ବରୁ ରାଷ୍ଟ୍ରପତି ପଦ ଅଳଙ୍କୃତ କରିଥିବା ଅନ୍ୟ ନେତାମାନେ ୫ ବର୍ଷ ଶାସନ କାଳ ପୂରଣ କରିପାରି ନ ଥିବାରୁ ଦେଶରେ ରାଜନୈତିକ...

ପାକିସ୍ତାନରେ ପ୍ରଥମ କରୋନା ରୋଗୀ ମୃତ

ଇସ୍‌ଲାମାବାଦ,୧୭।୩: ସାରା ବିଶ୍ୱରେ କରୋନା ଆତଙ୍କ ଖେଳାଇଥିବା ବେଳେ ଏହା କବଳରେ ଏପର୍ଯ୍ୟନ୍ତ ୧୬୦ ଦେଶ ରହିଛି। ଏଥିରୁ ପାକିସ୍ତାନ ମଧ୍ୟ ବର୍ତ୍ତି ପାରିନାହିଁ। ପାକିସ୍ତାନରେ...

ଦେହସାରା ବ୍ୟାଣ୍ଡେଜ୍‌ ବାନ୍ଧି ବିବାହ କଲେ ଯୁବକ

ଜାକର୍ତ୍ତା,୮।୪: ବିବାହରେ ବର କନ୍ୟା ବିଳାସପୂର୍ଣ୍ଣ ଦାମିକା ପୋଷାକ ପିନ୍ଧିଥାନ୍ତି। ଦେହସାରା ବ୍ୟାଣ୍ଡେଜ୍‌ ବାନ୍ଧି ବିବାହ କରିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ...

କରୋନା ପରେ ବାଲ୍ୟ ବିବାହ ବୃଦ୍ଧି ପାଇବା ଆଶଙ୍କା: ଜାତିସଂଘ

ଜେନେଭା,୨୧।୪: କରୋନା ସଂକ୍ରମଣର ତାଣ୍ଡବ ଯୋଗୁ ପୃଥିବୀର ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। କରୋନା ପରବର୍ତ୍ତୀ ପୃଥିବୀରେ ବହୁ ପରିବର୍ତ୍ତନ ଆସିବା ସହିତ ଆପରାଧୀକ...

ଆଫଗାନିସ୍ତାନରେ ଭୂକମ୍ପ, ଉତ୍ତର ଭାରତରେ ଝଟକା

ନୂଆଦିଲ୍ଲୀ,୨୧ା୧୨(ପି.ଟି.):ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ ସମେତ ଉତ୍ତର ଭାରତରେ ଶୁକ୍ରବାର ସନ୍ଧ୍ୟାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଆଫଗାନିସ୍ତାନ ରାଜଧାନୀ କାବୁଲଠାରୁ ୨୪୬ କିଲୋମିଟର ଉତ୍ତରରେ ଅବସ୍ଥିତ...

ବର୍ତ୍ତମାନ ପର୍ଯ୍ୟନ୍ତ ବାୟୋ ବଦଳାଇନାହାନ୍ତି ଟୁଇଟରର ପୂର୍ବତନ ସିଇଓ

ଓ୍ବାଶିଂଟନ,୨୯ା୧୦: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ନିଜେ କିପରି ବିଗ୍‌ ବସ୍‌ ହୋଇଛନ୍ତି ତାହାର ଏକ ଉଦାହରଣ ଦେଇଛନ୍ତି। ଦୁଇ ହାତରେ ସିଙ୍କ୍‌...

Advertisement
Archives

Model This Week