ମାସୁଦ ଆଝାରଙ୍କ ନା’ରେ ଗିରଫ ଓ୍ବାରେଣ୍ଟ ଜାରି

ଲାହୋର,୭।୧: ଜୟଶ-ଇ-ମହମ୍ମଦ (ଜେଇଏମ୍‌) ମୁଖ୍ୟ ମାସୁଦ ଆଝାରଙ୍କୁ ଗିରଫ କରିବା ପାଇଁ ଗୁରୁବାର ଓ୍ବାରେଣ୍ଟ ଜାରି କରିଛନ୍ତି ପାକିସ୍ତାନର ଆଣ୍ଟି ଟେରରଜିମ୍‌ କୋର୍ଟ। ଆତଙ୍କବାଦୀ କାର୍ଯ୍ୟକଳାପକୁ ଆର୍ଥିକ ସହାୟତା ଯୋଗାଇବା ମାମଲାର ଶୁଣାଣି କରି ଆଣ୍ଟି ଟେରରିଜମ କୋର୍ଟ (ଏଟିସି)ର ବିଚାରପତି ନତାଶା ନସିମ ସୁପ୍ରା ଆଝରଙ୍କୁ ଗିରଫ କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ପଞ୍ଜାବ ପୋଲିସର ଆତଙ୍କବାଦୀ ନିରୋଧି ବିଭାଗ (ସିଟିଡି) ଜେଇଏମ୍‌ର କିଛି ସଦସ୍ୟଙ୍କ ନାମରେ ଆତଙ୍କବାଦୀ କାର୍ଯ୍ୟକଳାପକୁ ପ୍ରୋତ୍ସାହିତ କରୁଥିବା ଅଭିଯୋଗ ଆଣିଥିଲା।

ଉଲ୍ଲେଖଥାଉ କି, ୨୦୧୯ ଫେବୃୟାରୀରେ ଭାରତରେ ପୁଲଓ୍ବାମା ଆକ୍ରମଣ ପରେ ଅନ୍ତର୍ଜାତୀୟ ଚାପ ଆଗରେ ମୁଣ୍ଡ ନୁଆଁଇଥିଲା ପାକିସ୍ତାନ। ଏହି ଘଟଣା ଆତ୍ମଘାତୀ ବିସ୍ଫୋରଣରେ ପ୍ରାଣ ହରାଇଥିଲେ ୪୦ରୁ ଅଧିକ ସିଆରପିଏଫ୍‌ ଯବାନ। ସେବେଠାରୁ ୧୦୦ରୁ ଅଧିକ ଆତଙ୍କବାଦୀଙ୍କୁ ବିଭିନ୍ନ ସୁରକ୍ଷା ସଂସ୍ଥା ଗିରଫ କରିଛି। ଜେଇଏମ୍‌ ଭଳି ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ହାଫିଜ ସଇଦର ଆତଙ୍କବାଦୀ ସଂଗଠନ (ଜାମାତ-ଉଦ-ଦାଓ୍ବା)ର ବହୁ ସମ୍ପତ୍ତିକୁ ଜବତ କରାଯାଇଥିବା ପାକିସ୍ତାନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri